ସମ୍ବଲପୁର,୧୫।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍ର ଖୋଲାଯାଇଥିବା ୩୪ ଗେଟ୍ ମଧ୍ୟରୁ ସୋମବାର ୮ଟି ଗେଟ୍କୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ୨୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ତଳ ମୁଣ୍ଡରେ ବନ୍ୟା ନିୟନ୍ତ୍ରଣକୁ ଆଣିବା ଲାଗି ଗେଟ୍କୁ ବନ୍ଦ କରି ଦିଆଯାଇଥିବା ଜଣାପଡିଛି।
ସମ୍ବଲପୁର,୧୫।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍ର ଖୋଲାଯାଇଥିବା ୩୪ ଗେଟ୍ ମଧ୍ୟରୁ ସୋମବାର ୮ଟି ଗେଟ୍କୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ୨୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ତଳ ମୁଣ୍ଡରେ ବନ୍ୟା ନିୟନ୍ତ୍ରଣକୁ ଆଣିବା ଲାଗି ଗେଟ୍କୁ ବନ୍ଦ କରି ଦିଆଯାଇଥିବା ଜଣାପଡିଛି।
ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...
ନୂଆଦିଲ୍ଲୀ,୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିସେମ୍ବର ୧୬ରେ ଆବୁଧାବିରେ ଏକ ମିନି-ନିଲାମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।...
ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...
ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ...
ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...
ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...
ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...
କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...
