ସମ୍ବଲପୁର,୧୫।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍ର ଖୋଲାଯାଇଥିବା ୩୪ ଗେଟ୍ ମଧ୍ୟରୁ ସୋମବାର ୮ଟି ଗେଟ୍କୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ୨୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ତଳ ମୁଣ୍ଡରେ ବନ୍ୟା ନିୟନ୍ତ୍ରଣକୁ ଆଣିବା ଲାଗି ଗେଟ୍କୁ ବନ୍ଦ କରି ଦିଆଯାଇଥିବା ଜଣାପଡିଛି।
ସମ୍ବଲପୁର,୧୫।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍ର ଖୋଲାଯାଇଥିବା ୩୪ ଗେଟ୍ ମଧ୍ୟରୁ ସୋମବାର ୮ଟି ଗେଟ୍କୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ୨୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ତଳ ମୁଣ୍ଡରେ ବନ୍ୟା ନିୟନ୍ତ୍ରଣକୁ ଆଣିବା ଲାଗି ଗେଟ୍କୁ ବନ୍ଦ କରି ଦିଆଯାଇଥିବା ଜଣାପଡିଛି।
ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍ରେ ଭାରତ ୧୪ ରନରେ…
ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…
ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…
କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍ଘାଟ୍ କାର୍ଯ୍ୟକ୍ରମ…
ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…
ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…
ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍ଘାଟ୍ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…
ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…