ହୀରାକୁଦ ଡ୍ୟାମ୍‌ର ୯ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୧୬ା୮: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଛି। ଫଳରେ ୯ଟି ଗେଟ୍‌ ମଧ୍ୟ ଦେଇ ଜଳ ନିଷ୍କାସିତ ହେଉଛି। ଶନିବାର ରାତି ୯ଟା ସୁଦ୍ଧା ଜଳସ୍ତର ୬୧୫.୦୨ ଫୁଟକୁ ବୃଦ୍ଧି ପାଇଛି।
ସେହିପରି ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡ୍‌ରେ ୧ ଲକ୍ଷ ୬୯ ହଜାର ୫୬୫ କ୍ୟୁସେକ୍‌ ଜଳ ପ୍ରବେଶ କରୁଥିବା ବେଳେ ସ୍ଲୁଇସ୍‌ ଗେଟ୍‌, ପାଓ୍ବାର ଚ୍ୟାନେଲ ଏବଂ ବିଭିନ୍ନ କେନାଲ ଦେଇ ମୋଟ୍‌ ୧ ଲକ୍ଷ ୩୦୯ କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟର ଢଙ୍ଗ ବଦଳିଛି, ମିଳୁନି ଆତ୍ମସନ୍ତୋଷ

ଭଦ୍ରକ ଅଫିସ, ୨୩ । ୬-ଠେଲାଗାଡି ବ୍ୟବସାୟୀଙ୍କ ଦାନାପାଣି ଛଡାଇ ନେଇଛି ମହାମାରୀ କରୋନା। ପ୍ରଶାସନିକ ସ୍ତରରେ ସେମାନଙ୍କୁ ଅନୁମତି ମିଳି ନ ଥିବାରୁ ସେମାନେ...

ଏଣିକି ତତ୍‌କ୍ଷଣାତ ଲର୍ନିଂ ଲାଇସେନ୍ସ

ଭୁବନେଶ୍ୱର, ୨ା୧(ବ୍ୟୁରୋ): ଡ୍ରାଇଭିଂ ଲାଇସେନ୍ସ ଆବେଦନ କରିବାକୁ ଆଗକୁ ଆଉ ଘଣ୍ଟାଘଣ୍ଟା ଧରି ଧାଡ଼ିରେ ଆର୍‌ଟିଓ କାର୍ଯ୍ୟାଳୟରେ ଠିଆ ହେବାକୁ ପଡ଼ିବ ନାହିଁ। ଏଣିକି ଅନ୍‌ଲାଇନରେ...

ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ବିରୋଧ

ଭୁବନେଶ୍ୱର, ୮ା୮(ବ୍ୟୁରୋ): କେନ୍ଦ୍ର ସରକାର କଶ୍ମୀରରୁ ଧାରା ୩୭୦କୁ ଉଚ୍ଛେଦ କରି ଏକ କେନ୍ଦ୍ର ଶାସିତ ଅଞ୍ଚଳ କରିଛନ୍ତି। ଫଳରେ କଶ୍ମୀରବାସୀଙ୍କୁ ଆତ୍ମନିର୍ଣ୍ଣୟର ଅଧିକାରରୁ ବଞ୍ଚତ୍ତ...

ପ୍ରତିଶ୍ରୁତିରେ ସ୍ମାର୍ଟ ସିଟି ରାଉରକେଲାର ବିକାଶ

ଦିନେ ମ୍ୟୁନିସିପାଲିଟି ଓ ଷ୍ଟିଲ ଟାଉନଶିପ୍‌ ଅନ୍ତର୍ଗତ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ନେଇ ରାଉରକେଲା ସହର ଗଢି ଉଠିଥିଲା । ପର୍ଯ୍ୟାୟ କ୍ରମେ ସେହି ସହର...

ଶଟ୍‌ଡାଉନ୍‌ ସମୟରେ ଚାଲିବ ବସ୍‌, ଅଟୋ,ଟ୍ୟାକ୍ସି

କଟକ ଅଫିସ,୪।୬- କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟର ୧୧ଟି ଜିଲାରେ ସବୁ ଶନିବାର ଏବଂ ରବିବାର ଶଟ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ ଗଞ୍ଜାମ,...

ପୋଲିଓ ବୁନ୍ଦା ଖାଇଲେ ଶିଶୁ

ଚନ୍ଦ୍ରଗିରି,୧୯।୧(ଡି.ଏନ୍‌.ଏ.): ସମଗ୍ର ଭାରତକୁ ପୋଲିଓମୁକ୍ତ କରିବା ଉଦ୍ଦେଶ୍ୟରେ ଜନ୍ମରୁ ପାଞ୍ଚ ବର୍ଷ ଶିଶୁଙ୍କୁ ପୋଲିଓ ବୁନ୍ଦା ଖୁଆଯାଉଛି। ଏହି ପରିପ୍ରେକ୍ଷୀରେ ଗଜପତି ଜିଲା ମୋହନା ଅଞ୍ଚଳରେ...

ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ବାତିଲ ଦାବିରେ ରାସ୍ତାରୋକୋ

ଜଳେଶ୍ୱର, ୧।୨(ଡି.ଏନ.ଏ.)-ଜଳେଶ୍ୱର ଟାଉନ ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ଆଦେଶ ବାତିଲ ଦାବିରେ ପରିଚାଳନା କମିଟି ଓ ଅଭିଭାବକମାନେ ଆଜକୁ ୪ ଦିନ ଧରି ବିଦ୍ୟାଳୟ...

ଆଭ୍ୟନ୍ତରୀଣ ଜିଲାରେ ତାତି, ଉପକୂଳରେ ଆଶ୍ୱସ୍ତି

ଭୁବନେଶ୍ୱର,୩।୪(ବ୍ୟୁରୋ): ଗତ କିଛିଦିନ ଧରି ଲାଗି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ଦାଉରୁ ଉପକୂଳବର୍ତ୍ତୀ ଜିଲାଗୁଡ଼ିକୁ ତ୍ରାହି ମିଳିଛି। ଘୂର୍ଣ୍ଣିଝଡ଼ ଯୋଗୁ ପାରଦ ତଳକୁ ଖସିଛି। ମାତ୍ର...

Advertisement
Archives

Model This Week