ଇପିଏଫ୍‌ ଲାଗି ଆଧାର ଲିଙ୍କ ଅବଧି ବଢ଼ିଲା

ନୂଆଦିଲ୍ଲୀ,୧୩।୯: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଙ୍ଗଠନ(ଇପିଏଫ୍‌ଓ) ପକ୍ଷରୁ ଇପିଏଫ୍‌ ଆକାଉଣ୍ଟଗୁଡିକୁ ଆଧାର ସହ ଲିଙ୍କ କରାଇବାର ଅବଧିକୁ ଡିସେମ୍ବର ୩୧ ଯାଏ ବୃଦ୍ଧି କରାଯାଇଛି। ଏଥି ଲାଗି ଶେଷ ତାରିଖ ଅଗଷ୍ଟ ମାସ ୩୧ ରହିଥିଲା। ଇପିଏଫ୍‌ଓ ଉପଭୋକ୍ତାମାନେ ଯଦି ସେମାନଙ୍କ ଆକାଉଣ୍ଟର ଆଧାର ସହ ଲିଙ୍କ ନ କରାନ୍ତି ତେବେ ନିଜ ଖାତାରେ କମ୍ପାନୀ ପକ୍ଷରୁ ମିଳୁଥିବା ଯୋଗଦାନକୁ ରୋକିଦିଆଯିବ। ଏହାବାଦ ଇପିଏଫ୍‌ ଆକାଉଣ୍ଟରୁ ଟଙ୍କା ଉଠାଇବା ସମୟରେ ମଧ୍ୟ ବିଭିନ୍ନ ସମସ୍ୟା ଦେଖାଯାଇପାରେ। ଇପିଏଫ୍‌ ଆକାଉଣ୍ଟଧାରୀଙ୍କ ଆକାଉଣ୍ଟ ଆଧାର ସହ ଲିଙ୍କ ହୋଇ ନ ଥିଲେ ଇପିଏଫ୍‌ଓ ସର୍ଭିସ ବ୍ୟବହାର କରିବା କଷ୍ଟକର ହୋଇପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଡେଲିଭରି ଦେବେ ଆମାଜନ, ବିଗ୍‌ ବାସ୍କେଟ

କଲିକତା,୨୦।୬: ପ୍ରମୁଖ ଇ-କମର୍ସ କମ୍ପାନୀ ଆମାଜନ ଏବଂ ବିଗ୍‌ବାସ୍କେଟ ଭାରତରେ ମଦ ଡେଲିଭରି କରିବା ଲାଗି ମଞ୍ଜୁରୀ ଲାଭ କରିଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ପଶ୍ଚିମବଙ୍ଗରେ ଏହି...

ଏଲନ୍‌ ମସ୍କ ବିଶ୍ୱର ତୃତୀୟ ଧନୀ ବ୍ୟକ୍ତି

ନୂଆଦିଲ୍ଲୀ: ସ୍ପେସ୍‌ ଏକ୍ସ ଏବଂ ଟେସ୍‌ଲାର ମୁଖ୍ୟ ଏଲନ୍‌ ମସ୍କ ବିଶ୍ୱର ତୃତୀୟ ଧନୀ ବ୍ୟକ୍ତି ସ୍ଥାନ ହାସଲ କରିଛନ୍ତି। ତାଙ୍କର ମୋଟ ସମ୍ପତ୍ତି ୧୧୦...

ରେପୋ ରେଟ ୦.୩୫% ହ୍ରାସ

ମୁମ୍ବାଇ,୮-୮: ଅର୍ଥନୀତିକୁ ପ୍ରୋତ୍ସାହିତ କରିବାକୁ ଯାଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ବୁଧବାର ରେପୋ ରେଟ୍‌ ୦.୩୫% ହ୍ରାସ କରିଛି। ମୁଦ୍ରାନୀତି କମିଟି(ଏମ୍‌ପିସି)ର ତିନିଦିନିଆ ବୈଠକ ଶେଷରେ...

ବାସଗୃହ ଋଣ ଉପରେ ଅତିରିକ୍ତ ଟିକସ ରିହାତି

ନୂଆଦିଲ୍ଲୀ,୬-୭: ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଗ୍ରାହକ ନେଉଥିବା ବାସଗୃହ ଋଣ ଉପରେ ପ୍ରଦାନ କରୁଥିବା ସୁଧ ଉପରେ ଅତିରିକ୍ତ ୧.୫୦ ଲକ୍ଷ କୋଟି ଟଙ୍କାର ଅତିରିକ୍ତ...

ସେବା କ୍ଷେତ୍ର ପିଏମ୍‌ଆଇରେ ଉନ୍ନତି

ମୁମ୍ବାଇ,୭-୧: ଡିସେମ୍ବର ମାସରେ ଦେଶର ସେବା କ୍ଷେତ୍ର କାର୍ଯ୍ୟକଳାପରେ ଉନ୍ନତି ଆସିଥିବା ଜଣାପଡିଛି। ଏହି ସମୟରେ ଉକ୍ତ କ୍ଷେତ୍ରର କାର୍ଯ୍ୟକଳାପ ୫ ମାସର ସର୍ବୋଚ୍ଚ ସ୍ତରରେ...

ପାଇକାରୀ ମୁଦ୍ରାସ୍ଫୀତି ୩.୨୧% ହ୍ରାସ

ନୂଆଦିଲ୍ଲୀ,୧୬।୬:ଦେଶର ପାଇକାରୀ ମୁଦ୍ରାସ୍ଫୀତି ମେ ମାସରେ ଅବସ୍ଫୀତି ଦେଖାଯାଇଛି। ଏହି ସମୟରେ ପାଇକାରୀ ମୁଦ୍ରାସ୍ଫୀତି ୩.୨୧% ଖସିଯାଇଛି। ଶକ୍ତି ଏବଂ ଇନ୍ଧନ ଦରରେ ପରିବର୍ତ୍ତନ ହେବା...

ପରିବର୍ତ୍ତନ ହେବେ ଏସ୍‌ଏଲ୍‌ବିସି କନ୍‌ଭେନର

ମୁମ୍ବାଇ,୩୧। ୩: ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଶ୍ରଣ ପରେ ରିଜର୍ଭ ବ୍ୟାଙ୍କ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି(ଏସ୍‌ଏଲ୍‌ବିସି)ର କନ୍‌ଭେନରଙ୍କୁ ପରିବର୍ତ୍ତନ ନେଇ ସୋମବାର ପ୍ରସ୍ତାବ ଦେଇଛି। ସରକାର...

୨୦୦ ସହରରେ ପେଟିମ୍‌ ଦେବ ୫୦ କୋଟିର କ୍ୟାସ୍‌ବ୍ୟାକ୍‌…

ନୂଆଦିଲ୍ଲୀ,୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଅନ୍‌ଲାଇନ୍‌ରେ ଡିଜିଟାଲ କାରବାର କରିବାକୁ ଲୋକେ ଅଧିକ ପସନ୍ଦ କରୁଛନ୍ତି। ଏପରିସ୍ଥଳେ ପେଟିମ୍‌ ଏହାର ୟୁଜରମାନଙ୍କ ପାଇଁ...

Advertisement


Archives

Model This Week