ଇପିଏଫ୍‌ ଲାଗି ଆଧାର ଲିଙ୍କ ଅବଧି ବଢ଼ିଲା

ନୂଆଦିଲ୍ଲୀ,୧୩।୯: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଙ୍ଗଠନ(ଇପିଏଫ୍‌ଓ) ପକ୍ଷରୁ ଇପିଏଫ୍‌ ଆକାଉଣ୍ଟଗୁଡିକୁ ଆଧାର ସହ ଲିଙ୍କ କରାଇବାର ଅବଧିକୁ ଡିସେମ୍ବର ୩୧ ଯାଏ ବୃଦ୍ଧି କରାଯାଇଛି। ଏଥି ଲାଗି ଶେଷ ତାରିଖ ଅଗଷ୍ଟ ମାସ ୩୧ ରହିଥିଲା। ଇପିଏଫ୍‌ଓ ଉପଭୋକ୍ତାମାନେ ଯଦି ସେମାନଙ୍କ ଆକାଉଣ୍ଟର ଆଧାର ସହ ଲିଙ୍କ ନ କରାନ୍ତି ତେବେ ନିଜ ଖାତାରେ କମ୍ପାନୀ ପକ୍ଷରୁ ମିଳୁଥିବା ଯୋଗଦାନକୁ ରୋକିଦିଆଯିବ। ଏହାବାଦ ଇପିଏଫ୍‌ ଆକାଉଣ୍ଟରୁ ଟଙ୍କା ଉଠାଇବା ସମୟରେ ମଧ୍ୟ ବିଭିନ୍ନ ସମସ୍ୟା ଦେଖାଯାଇପାରେ। ଇପିଏଫ୍‌ ଆକାଉଣ୍ଟଧାରୀଙ୍କ ଆକାଉଣ୍ଟ ଆଧାର ସହ ଲିଙ୍କ ହୋଇ ନ ଥିଲେ ଇପିଏଫ୍‌ଓ ସର୍ଭିସ ବ୍ୟବହାର କରିବା କଷ୍ଟକର ହୋଇପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ ବ୍ୟାଙ୍କରୁ ଠକେଇ କରିଛି ଆଇଏଫ୍‌ଆଇଏନ୍‌

ଚେନ୍ନାଇ: ରାଷ୍ଟ୍ରାୟତ୍ତ ଇଣ୍ଡିଆନ ବ୍ୟାଙ୍କ ଆଇଏଲ୍‌ ଆଣ୍ଡ ଏଫ୍‌ଏସ୍‌ ଫାଇନାନ୍ସିଆଲ ସର୍ଭିସେସ୍‌ ଲିମିଟେଡ୍‌(ଆଇଏଫ୍‌ଆଇଏନ୍‌) ଆକାଉଣ୍ଟରୁ ଠକେଇ ନେଇ ଘୋଷଣା କରିଛି। ଏହି କମ୍ପାନୀର ଆକାଉଣ୍ଟ ବର୍ତ୍ତମାନ...

ରିସ୍କ ନେବାକୁ ଶିଳ୍ପ ଜଗତକୁ ସୀତାରାମନଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୮।୧୧: କ୍ଷମତା ସମ୍ପ୍ରସାରଣ ଲାଗି ଶିଳ୍ପ ଜଗତ ରିସ୍କ ନେବା ଜରୁରୀ। ଏହା ହେଲେ ଯାଇ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ ବୋଲି ଅର୍ଥମନ୍ତ୍ରୀ...

ହ୍ୟାକିଂ ସମ୍ଭାବନା: ଅପ୍‌ଡେଟ୍‌ ଲାଗି ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୧୫-୫: ସିକ୍ୟୁରିଟି ଫିଚର୍ସରେ ତ୍ରୁଟି ପରିଲକ୍ଷିତ ହେବା ପରେ ହ୍ବାଟ୍ସଆପ୍‌ ଏହାର ୟୁଜରଙ୍କୁ ତୁରନ୍ତ ଏହି ଆପ୍‌କୁ ଅପ୍‌ଡେଟ୍‌ କରିନେବା ଲାଗି ଚେତାଇ ଦେଇଛି। କାରଣ...

ଏଚ୍‌ସିଏଲ୍‌ ଜିଗସର ୪ର୍ଥ ସଂସ୍କରଣ

ନୂଆଦିଲ୍ଲୀ,୧୦।୪: ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଏଚ୍‌ସିଏଲ୍‌ ଜିଗସର ଆୟୋଜନ କରାଯାଉଛି। ଏଚ୍‌ସିଏଲ୍‌ ପ୍ରିମିୟର କ୍ରିଟିକାଲ ରିଜଏନିଂ ପ୍ଲାଟ୍‌ଫର୍ମ ‘ଏଚ୍‌ସିଏଲ୍‌ ଜିଗସ’ର ୪ର୍ଥ...

ଚାର୍ଜିଂ ଷ୍ଟେଶନ ପ୍ରତିଷ୍ଠା କରିବ ହିରୋ ଇଲେକ୍‌ଟ୍ରିକ୍‌

ନୂଆଦିଲ୍ଲୀ,୨୧।୪: ଆସନ୍ତା ବର୍ଷ ସୁଦ୍ଧା ୫୦,୦୦୦ ସଂଖ୍ୟକ ଇଲେକ୍‌ଟ୍ରିକ୍‌ ଭେହିକିଲ୍‌ (ଇଭି) ଚାର୍ଜିଂ ଷ୍ଟେଶନ ପ୍ରତିଷ୍ଠା ପାଇଁ ବୋଲ୍ଟ ସହିତ ହାତ ମିଳାଇଛି ହିରୋ ଇଲେକ୍‌ଟ୍ରିକ୍‌।...

ରାଜସ୍ଥାନ ହାଇକୋର୍ଟଙ୍କ ନିର୍ଦ୍ଦେଶ; ଅପାଠୁଆଙ୍କୁ ମିଳିବନି ଡ୍ରାଇଭିଂ ଲାଇସେନ୍ସ

ଜୟପୁର,୩୦-୫: ରାଜସ୍ଥାନ ହାଇକୋର୍ଟ ଅପାଠୁଆ ଡ୍ରାଇଭରଙ୍କୁ ଡ୍ରାଇଭିଂ ଲାଇସେନ୍ସ ଜାରି ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣିକିଆ ଖଣ୍ଡପୀଠ ତାଙ୍କ ନିର୍ଦ୍ଦେଶରେ କହିଛନ୍ତି ଯେ, ରାସ୍ତା...

ପିଏମ୍‌-କିଷାନରେ ଆଧାର ସଂଯୋଗ ଅବଧି ବଢିଲା

ନୂଆଦିଲ୍ଲୀ,୧୦-୧୦: ପ୍ରଧାନ ମନ୍ତ୍ରୀ କିଷାନ ସମ୍ମାନନିଧି ଯୋଜନା (ପିଏମ୍‌-କିଷାନ) ଲାଗି ଆଧାର ସଂଯୋଗୀକରଣର ସମୟ ଅବଧିକୁ କେନ୍ଦ୍ର ସରକାର ବୁଧବାର ଆସନ୍ତା ମାସ ୩୦ ଯାଏ...

ନୀରବ ମୋଦିଙ୍କ ରିମାଣ୍ଡ ବଢିଲା

ନୂଆଦିଲ୍ଲୀ,୧୮-୧୦: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ରିମାଣ୍ଡ ଅବଧିକୁ ନଭେମ୍ବର ୧୧ଯାଏ ବଢାଯାଇଛି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ୧୩,୫୦୦ କୋଟିରୁ ଉର୍ଦ୍ଧ୍ୱ ଋଣ ଠକେଇ...

Advertisement
Archives

Model This Week