Posted inଜାତୀୟ

ଖୁବ୍‌ଶୀଘ୍ର ପଞ୍ଜାବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ ଆପ୍‌

ନୂଆଦିଲ୍ଲୀ,୧୮।୧: ଆମ ଆଦମୀ ପାର୍ଟି ମଙ୍ଗଳବାର ପଞ୍ଜାବ ପାଇଁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ। ଏ ନେଇ ମଙ୍ଗଳବାର ମଧ୍ୟ୍ୟାହ୍ନ ୧୨ଟାରେ ପଞ୍ଜାବର ମୋହଲିଠାରେ ଏକ ଖବରଦାତା ସମ୍ମିଳନୀରେ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ଲୋକଙ୍କ ମତାମତ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜିର୍‌ଓ୍ବାଲ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବେ ବୋଲି କହିଥିଲେ। ଏଥିପାଇଁ ଗୋଟିଏ ନମ୍ବର ମଧ୍ୟ ଜାରି କରାଯାଇଥିଲା।
ସୂଚନା ଅନୁଯାୟୀ, ପ୍ରାୟ ୨୦ ଲକ୍ଷ ଲୋକ ସେମାନଙ୍କ ପସନ୍ଦର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାଁ ଆପ ପାଖକୁ ପଠାଇଛନ୍ତି। ଏହାକୁ ଆଧାର କରି କେଜିର୍‌ଓ୍ବାଲ ପଞ୍ଜାବ ପାଇଁ ଦଳୀୟ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାଁ ଘୋଷଣା କରିପାରନ୍ତି। ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ସମ୍ପର୍କରେ ଆପ ନେତା ହରପାଲ ସିଂହ ଚୀମା କହିଛନ୍ତି, ‘୯୬ ଘଣ୍ଟା ମଧ୍ୟରେ ଦଳକୁ ୧୯ ଲକ୍ଷ ପ୍ରତିକ୍ରିୟା ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆ ବ୍ଲକ୍‌ରେ ଯୋଗଦେବନି ଡିଏମ୍‌କେ

ଚେନ୍ନାଇ,୧୩ା୭:ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ଦୃଢ଼ ବିରୋଧ କରିବା ପାଇଁ ଇଣ୍ଡିଆ ବ୍ଲକ୍‌ରେ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଡିଏମ୍‌କେ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ…

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri