ଯୁବକଙ୍କୁ ଛୁରିରେ ଆକ୍ରମଣ କରି ଅଭିଯୁକ୍ତ କୋର୍ଟ ଚାଲାଣ

ହିଞ୍ଜିଳିକାଟୁ,୨୮ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ନୂଆଗଡ଼ ଗ୍ରାମରେ ଗତ ୧୬ ତାରିଖରେ ମୋହନ ପଟ୍ଟନାୟକଙ୍କୁ ଛୁରିରେ ମରଣାନ୍ତକ ଆକ୍ରମଣ ହୋଇଥିଲା। ଗୁରୁତର ମୋହନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

ମୋହନଙ୍କ ଭାଇ ପବିତ୍ରଙ୍କ ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନା କେସ୍‌ ନଂ ୫୪୪/୨୧ରେ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଥିଲା। ଅଭିଯୁକ୍ତ ନୂଆଗଡ଼ ଗ୍ରାମର ଲିପୁ ସ୍ବାଇଁଙ୍କୁ ଗୁରୁବାର ସକାଳେ କବିସୂର୍ଯ୍ୟନଗର ଥାନା ଅଞ୍ଚଳରୁ ହିଞ୍ଜିଳି ପୋଲିସ ଗିରଫ କରିଛି। ଗୁରୁବାର ଲିପୁଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ରଖି ଚା’ ପିଉଥିଲେ କଣ୍ଟ୍ରାକ୍ଟର: ଡିକି ଭାଙ୍ଗି ୯୦ ହଜାର ଲୁଟିନେଲେ ଦୁର୍ବୃତ୍ତ

ଝାରସୁଗୁଡା ଅଫିସ, ୧୫।୨: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଜୋବ ନିକଟସ୍ଥ ସୀତାରା ଛକରୁ ମଙ୍ଗଳବାର ଦୁର୍ବୃତ୍ତମାନେ ଏକ ବାଇକ ଡିକି ଭାଙ୍ଗି ୯୦ହଜାର...

ରୁପା, ଷ୍ଟୋନ୍‌ ରାଖୀର ଚାହିଦା ବେଶି

କଟକ ଅଫିସ,୨।୮: ଭାଇ ଭଉଣୀଙ୍କର ସ୍ନେହ ସମ୍ପର୍କ ଓ ଭଲ ପାଇବାର ପର୍ବ ରାଖୀପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ରାଖୀ ବାନ୍ଧି ଶୁଭମନାସୀ ଥାଏ ଓ...

ଫୈସଲା ଅନ୍‌ ଦି ସ୍ପଟ୍‌: ସାଙ୍ଗକୁ ଗୁଳି ମାରି ହତ୍ୟା କଲା ନାବାଳକ

ଜୟପୁର, ୨୮।୭: ରାଜସ୍ଥାନର ଜୟପୁରରେ ଜଣେ ନାବାଳକ ତା’ର ଜଣେ ସାଙ୍ଗକୁ ଗୁଳି କରି ହତ୍ୟା କରିଛି। ଏହାପରେ ଯେତେବେଳେ ଅଭିଯୁକ୍ତ ନାବାଳକର ସୋସିଆଲ ମିଡିଆ...

ଭଦ୍ରକ-ଚାନ୍ଦବାଲି ରାସ୍ତା ଘଣ୍ଟାଏ ଅବରୋଧ: ମା’ବାପାଙ୍କ ସହ ରାସ୍ତାରେ ଶୋଇଲେ ନିର୍ଯାତିତା

ତିହିଡ଼ି,୧୩ା୮(ସ୍ବ.ପ୍ର.)- ଶାଶୁ ଘର ଲୋକଙ୍କ ନିର୍ଯାନତାରେ ଅତିଷ୍ଠ ହୋଇ ଜଣେ ମହିଳା ତାଙ୍କ ମା’ବାପାଙ୍କ ସହ ରାସ୍ତାରେ ଶୋଇ ପ୍ରତିବାଦ ଜଣାଇବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର...

ଲକ୍‌ଡାଉନ ଉଠିବା ପରେ ବାହାର ରାଜ୍ୟରୁ ଫେରିବେ ଲୋକେ: ନାମ ପଞ୍ଜିକରଣ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଫର୍ମ ଜାରି

ଛତ୍ରପୁର, ୨୧।୪( ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାର ବହୁ ଲୋକ ଓଡ଼ିଶା ବାହାରେ ଅଛନ୍ତି। ମେ’ ୩ ତାରିଖ ପରେ ଲକ୍‌ଡାଉନ ଉଠିବା ପରେ ସେମାନେ ଗଞ୍ଜାମ...

ହରିକୃଷ୍ଣପୁରରେ ଦୋଳପୂର୍ଣିମା, ପାଞ୍ଜିପଢ଼ା

ଶେରଗଡ଼,୧୦ା୩(ଡି.ଏନ.ଏ.)-ଶେରଗଡ଼ ନିକଟସ୍ଥ ହରିକୃଷ୍ଣପୁର ଗ୍ରାମରେ ସୋମବାର ଦୋଳପୂର୍ଣିମା ଓ ପାଞ୍ଜିପଢ଼ା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ରାଧା କୃଷ୍ଣଙ୍କୁ ଦୋଳ ବିମାନରେ ବସାଯାଇ ଗ୍ରାମ...

ବନ୍ୟଜନ୍ତୁଙ୍କ ଆତଙ୍କରେ ଗାଁ ରାସ୍ତା ଶୂନ୍‌ଶାନ

ନୂଆପଡ଼ା,୨୪।୭(ମକାରୁ ବେମାଲ): ନୂଆପଡା ଜିଲାରେ ହିଂସ୍ରଜନ୍ତୁଙ୍କ ଆତଙ୍କରେ ଶିକ୍ଷା ଓ ଚାଷ କାର୍ଯ୍ୟରେ ବାଧାପ୍ରାପ୍ତ ହୋଇଛି। ଜିଲାର ଉତ୍ତର ଦିଗକୁ ସିନାପାଲି ବ୍ଲକ ସୀମାନ୍ତରେ ହାତୀ...

‘ମୋ ବସ୍‌’ରେ ଲାଗିଲା ନିଆଁ

ରାଉଲକେଲା ଅଫିସ,୨୦।୫: ‘ମୋ ବସ୍‌’ରେ ଲାଗିଲା ନିଆଁ। ଶନିବାର ରାଉଲକେଲାରୁ ବେଦବ୍ୟାସ ଯାଉଥିବା ବେଳେ ଟିସିଆଇ ଛକରେ ଏହି ଅଘଟଣ ଘଟିଛି। ବସ୍‌ରେ ନିଆଁ ଲାଗିଥିବାରୁ...

Advertisement
Archives

Model This Week