ଯୁବକଙ୍କୁ ଛୁରିରେ ଆକ୍ରମଣ କରି ଅଭିଯୁକ୍ତ କୋର୍ଟ ଚାଲାଣ

ହିଞ୍ଜିଳିକାଟୁ,୨୮ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ନୂଆଗଡ଼ ଗ୍ରାମରେ ଗତ ୧୬ ତାରିଖରେ ମୋହନ ପଟ୍ଟନାୟକଙ୍କୁ ଛୁରିରେ ମରଣାନ୍ତକ ଆକ୍ରମଣ ହୋଇଥିଲା। ଗୁରୁତର ମୋହନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

ମୋହନଙ୍କ ଭାଇ ପବିତ୍ରଙ୍କ ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନା କେସ୍‌ ନଂ ୫୪୪/୨୧ରେ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଥିଲା। ଅଭିଯୁକ୍ତ ନୂଆଗଡ଼ ଗ୍ରାମର ଲିପୁ ସ୍ବାଇଁଙ୍କୁ ଗୁରୁବାର ସକାଳେ କବିସୂର୍ଯ୍ୟନଗର ଥାନା ଅଞ୍ଚଳରୁ ହିଞ୍ଜିଳି ପୋଲିସ ଗିରଫ କରିଛି। ଗୁରୁବାର ଲିପୁଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ କୋଠରୀରୁ ମିଳିଲା ଯୁବକଙ୍କ ମୃତଦେହ

ଗଞ୍ଜାମ,୨୮।୧(ଡି.ଏନ୍‌.ଏ.): ଗଞ୍ଜାମ ଥାନା ୱାର୍ଡ ନଂ. ୪ ରାଉଳସାହିର ଏକ ଘରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଶୁକ୍ରବାର ଜବତ ହୋଇଛି। ମୃତ ବ୍ୟକ୍ତି ଜଣକ ହେଲେ...

ବାଇକ୍‌କୁ ଧକ୍କା ଦେଲା କାର୍‌: ୨ ଗୁରୁତର

ରାୟଗଡ଼ା ଅଫିସ,୧।୧: ରାୟଗଡ଼ା ସହରର ସିରିଗୁଡ଼ା ନିକଟରେ ଥିବା ଜୟଗୁରୁ ମନ୍ଦିର ସମ୍ମୁଖରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ (ଓଡି୧୮ଡି ୭୭୪୭) କୋରାପୁଟ...

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

ପୁରୀ ଅଫିସ,୧୭ା୧୧: ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୀଳାଦ୍ରି ଭକ୍ତ ନିବାସ ସଭାଗୃହରେ ପୂର୍ବାହ୍ନ ୧୧ଟାରେ ଗଜପତି ମହାରାଜ ଦିବ୍ୟସିଂହ...

ପଥର ଖୋଦେଇର ଗାଁ

ବାରିପଦା ଅଫିସ,୨୬।୧୧- ରାତି ପାହିଲେ ନିହାଣ ଶବ୍ଦରେ ଗୁଞ୍ଜରିତ ହୋଇଉଠେ ଆଖପାଖ ଅଞ୍ଚଳ। ମୁଗୁନିପଥରକୁ ଖୋଦେଇ କରି ଜୀବନ୍ତ କରିଥାନ୍ତି କାରିଗରମାନେ। ମୟୂରଭଞ୍ଜ ଜିଲା ଶୁକୃଳି...

ଏମ୍‌କେସିଜିରେ ପୁଣି ୪ କରୋନା ସନ୍ଦିଗ୍ଧ: ଗୋଟିଏ ପରିବାରର ୩

ବ୍ରହ୍ମପୁର ଅଫିସ,୩୦।୩: ବିଶବ୍ୟାପୀ ଆତଙ୍କ ସୃଷ୍ଟି କରି ଚାଲିଥିବା କରୋନା ଭୂତାଣୁକୁ ନେଇ ଦକ୍ଷିଣ ଓଡ଼ିଶାର ଲୋକେ ଭୟଭୀତ ହୋଇପଡ଼ିଛନ୍ତି। କାରଣ ଏଠାକାର ଗୋଟିଏ ପରେ...

କନ୍ୟାବେଡ଼ାବାସୀ କଲବଲ

ବଅଁରପାଳ, ୧୬।୫(ଡି.ଏନ୍‌.ଏ.): ଗ୍ରାମବାସୀ ହାତପାଆନ୍ତାରେ ଯେପରି ପାନୀୟଜଳ ପାଇପାରିବେ ସେଥିଲାଗି ବିଛାଯାଇଛି ପାଇପ୍‌। ନିର୍ମାଣ ହୋଇଛି ଷ୍ଟାଣ୍ଡ୍‌ପୋଷ୍ଟ। ହେଲେ ନା ଆସୁଛି ପାଣି, ନା ମେଣ୍ଟୁଛି...

ପ୍ରତିଭା ବଳରେ ପରିଚୟ ସୃଷ୍ଟି କର: ରାଜ୍ୟପାଳ

ଜଗତ୍‌ସିଂହପୁର ଅଫିସ/ନାଉଗଁା,୨୫ା୧୨(ସ୍ବ.ପ୍ର.): ଓଡ଼ିଶା ମାଟି ହେଉଛି ସ୍ବତନ୍ତ୍ର। ଏହି ମାଟିରେ ଗୋପବନ୍ଧୁ ଦାସ, ବକ୍ସି ଜଗବନ୍ଧୁଙ୍କ ଭଳି ଅନେକ ମହାତ୍ମାଙ୍କ ଜନ୍ମ ହୋଇଛି। ଗୋପବନ୍ଧୁ, ବକ୍ସି...

କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ଅଭିଯୁକ୍ତ ଗିରଫ

ଠାକୁରମୁଣ୍ଡା,୧୭।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲ୍ଲକ ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର କରି ଗଳା କାଟି ହତ୍ୟା ଘଟଣାରେ ମହୁଲଡିହା ଥାନା ପୋଲିସ ଅଭିଯୁକ୍ତଙ୍କୁ...

Advertisement
Archives

Model This Week