ଘରେ କେହି ନଥିବା ବେଳେ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ,ଅଭିଯୁକ୍ତ ଗିରଫ

ବାଲିଗୁଡା, ୬।୬:(ଡି.ଏନ.ଏ.):କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର କୋଟଗଡ଼ ଥାନା ଅନ୍ତର୍ଗତ ପକାରୀ ଗ୍ରାମରେ ନାବାଳିକାର ବାପା ମେଡ଼ିକାଲରେ ଚିକିତ୍ସା ହେଉଥିବାର ସୁଯୋଗ ଦେଖି ସେହି ଗ୍ରାମର ଜୈନକ ଯୁବକ ଘରେ ପଶି ନାବାଳିକାଙ୍କୁ ଦୁର୍ଷ୍କମ ଉଦ୍ୟମ କରିଥିଲେ। ମଙ୍ଗଳବାର ମଧ୍ୟାହ୍ନରେ ସେ ଘରେ କେହି ନ ନଥିବାର ସୁଯୋଗ ନେଇ ନାବାଳିକାଙ୍କ ସହ ଜୋର ଜବରଦସ୍ତ କରିଥିଲେ। ନାବାଳିକାର ଚିତ୍କାର ସାହି ଲୋକ ଶୁଣିବା ପରେ ସଙ୍ଗେ ସଙ୍ଗେ ଆସି ନାବାଳିକାକୁ ଉଦ୍ଧାର କରିଥିଲେ। ପରେ ପରିବାର ଲୋକ କୋଟଗଡ଼ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଏତଲାକୁ ଭିତ୍ତି କରି କୋଟଗଡ ପୋଲିସ ମାମଲା ନଂ ୬୨/୨୩ ରେ ଏକ ମକଦ୍ଦମା ରୁଜୁ କରି ତଦନ୍ତ କରିଥିଲା। ପୋଲିସ ଅଭିଯୁକ୍ତ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଥିବା କୋଟଗଡ ଥାନା ଭାରପ୍ରାପ୍ତ ଅଧିକାରୀ ଲଳିତ ମୋହନ ସାଗର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ଉଦ୍ୟୋଗୀମାନଙ୍କୁ ମାଗଣାରେ ମିଳିବ ଋଣ-ସବସିଡ଼ି: ବିକଶିତ ଓଡ଼ିଶା ପାଇଁ ଏମଏସଏମଇ…

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ରେ ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ବିକଶିତ ଓଡ଼ିଶା…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ…

ଖେତ ବଚାଓ ଅଭିଯାନକୁ ମିଳିଲା ନୂଆ ଗତି: ଜୈବସାର ପ୍ରଚାରରେ ଅଗ୍ରଣୀ ଗଞ୍ଜାମ ଏଫପିସି

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ): ଭାରତୀୟ କୃଷି ଅନୁସନ୍ଧାନ ପରିଷଦ (ଆଇସିଏଆର୍‌) ଅଧୀନସ୍ଥ କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନ (ସିଆରଆରଆଇ) ପକ୍ଷରୁ ଜୈବସାରର ବୈଜ୍ଞାନିକ ପ୍ରଚାର ଏବଂ ସନ୍ତୁଳିତ ସାର…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ…

ପାନ ଦୋକାନୀ,ତାଙ୍କ ବାପାଙ୍କୁ ହତ୍ୟା ଉଦ୍ୟମ: ୨ ଗିରଫ

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ଦିଗପହଣ୍ଡି ଛାତ୍ରଙ୍କ ଜାପାନ ଯାତ୍ରା: ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ      

ଦିଗପହଣ୍ଡି,୨୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମର ଛାତ୍ର ଦେବାଶିଷ ମିଶ୍ର ଜାପାନ ଯାତ୍ରା କରିଛନ୍ତି। ସେ ଗାଁ ସ୍କୁଲରୁ ପାଠ ପଢ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri