ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ

କେନ୍ଦୁଝର, ୨୩ା୬,(ଡି.ଏନ୍‌.ଏ.):  କେନ୍ଦୁଝର ଜିଲା ଘଟଗାଁ ଥାନା ବଡଜାମୁପଶି ଠାରେ ଜଣେ ମହିଳାଙ୍କ ମୁଣ୍ଡରେ ପଥର ଛେଚି ହତ୍ୟା ଉଦ୍ୟମ ଘଟଣାରେ ବୁଧବାର ରାୟ ପ୍ରକାଶ ପାଇଛି। କେନ୍ଦୁଝର ସିଜେଏମ୍‌ ରଞ୍ଜୁଲତା ଲେଙ୍କା ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ ସହିତ ୩ ହଜାର ଟଙ୍କା ଜରିମାନା ଅଦେଶ ଦେଇଛନ୍ତି। ସୂଚନା ଅନୁସାରେ, ୨୦୧୯ ମସିହାରେ ବଡଜାମୁପଶି ଗ୍ରାମର କସ୍ତୁରୀ ମହାନ୍ତଙ୍କୁ ହତ୍ୟା କରିବା ଉଦ୍ଦେଶ୍ୟରେ ଲମ୍ବୋଦର ମହାନ୍ତ ତାଙ୍କ ମୁଣ୍ଡ ଏବଂ ପିଠିରେ ପଥର କଚାଡ଼ି ଦେଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ଆଧାରରେ ଘଟଗାଁ ପୋଲିସ ଏକ ମାମଲା ରୁଜୁ କରିଥିଲା। ଏହି ମାମଲା କେନ୍ଦୁଝର ସିଜେଏମ୍‌ କୋର୍ଟରେ ବିଚାର ଚାଲିଥିଲା। ୯ ଜଣ ସାକ୍ଷୀ ପ୍ରମାଣକୁ ଭିତ୍ତିକରି ସିଜେଏମ୍‌ ଲେଙ୍କା ଏହି ଦଣ୍ଡାଦେଶ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri