ୟାମିଙ୍କ ସହ ବ୍ରେକ୍‌ଅପ ପରେ ଭାଙ୍ଗି ପଡିଥିଲେ ଅଭିନେତା

ବଲିଉଡ ଅଭିନେତା ପ୍ରତୀକ ବବର ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଥାନ୍ତି। ନିକଟରେ ପ୍ରତୀକ ବବର ତାଙ୍କ ପ୍ରେମ ଜୀବନକୁ ନେଇ କିଛି ଖୁଲାସା କରିଛନ୍ତି । ତାଙ୍କର ଏକ ଫିଲ୍ମ ‘ଏକ ଦିୱାନା ଥା’ ଫ୍ଲପ ହୋଇଥିଲା । ଏହି ଫିଲ୍ମରେ ସେ ୟାମି ଜ୍ୟାକସନଙ୍କ ସହ ନଜର ଆସିଥିଲେ। ସେହି ଫିଲ୍ମ ପରେ ବାସ୍ତବ ଜୀବନରେ ଉଭୟ ଉଭୟଙ୍କ ପ୍ରେମରେ ପଡିଯାଇଥିଲେ। ତା’ପରେ କୌଣସି କାରଣରୁ ଦୁହେଁ ଅଲଗା ହୋଇଯାଇଥିଲେ।

ଏକ ସାକ୍ଷାତକାରରେ ସେ କହିଛନ୍ତି, ‘ଏହା ଏକ ଭଲ ଫିଲ୍ମ ଥିଲା କିନ୍ତୁ ତା’ପରେ ମୁଁ ଆମିଙ୍କ ପ୍ରେମରେ ପଡିଯାଇଥିଲି ଏବଂ ଏହା ପରେ ସବୁକିଛି ଖରାପ ହୋଇଗଲା । ଏହା ସହ କହିଛନ୍ତି କି ଆମିଙ୍କ ସହ ବ୍ରେକଅପ ପରେ ସେ ବହୁତ ଭାଙ୍ଗି ଯାଇଥିଲେ। ଆହୁରି ମଧ୍ୟ କହିଛନ୍ତି ଯେ, ‘ମୁଁ ବହୁତ ଲାଜକୁଳା କିନ୍ତୁ ମୁଁ ନିଜକୁ ଭଲ ସର୍ବଶ୍ରେଷ୍ଠ ପ୍ରମାଣିତ କରିବା ପାଇଁ ଆମି ମୋତେ ବହୁତ ପ୍ରେରଣା ଦେଇଥିଲେ। ସେ ଦୁନିଆର ସବୁଠାରୁ ସୁନ୍ଦର ଭଲ ଝିଅ । ମୁଁ ତାଙ୍କ ପାଇଁ ଏବେ ବି ଦିୱାନା ଅଛି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

ଗଞ୍ଜେଇ ମାମଲାରେ ଯୁବକଙ୍କୁ ମୋହନାରୁ ଗିରଫ କଲା ତାମିଲନାଡୁ ପୋଲିସ

ମୋହନା, ୨୮।୮ (ମନ୍ମଥ ମିଶ୍ର): ତାମିଲନାଡୁରେ ଗଞ୍ଜେଇ ଜବତ ଘଟଣାର ତଦନ୍ତ କରି ଓଡ଼ିଶାର ଗଜପତି ଜିଲାରେ ପହଞ୍ଚିଛି ତାମିଲନାଡୁ ପୋଲିସ। ଗଞ୍ଜେଇ ଚାଲାଣ ମାମଲାରେ ମୋହନା…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri