ନିଜଠାରୁ ୧୬ ବର୍ଷ ସାନ ରେଖାଙ୍କୁ ବିନା ଅନୁମତିରେ ଚୁମ୍ବନ ଦେଇ ଚର୍ଚ୍ଚାକୁ ଆସିଥିଲେ ଏହି ଅଭିନେତା

ସାଉଥ୍‌ ଫିଲ୍ମ ସୁପରଷ୍ଟାର କମଲ ହାସନ ଆଜି ୬୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୭ ନଭେମ୍ବର ୧୯୫୪ରେ ତାମିଲନାଡୁର ପାରାମକୁଡିରେ ଜନ୍ମଗ୍ରହଣ କରିଥିଲେ। ସେ ତାମିଲ ସିନେମାଠାରୁ ବଲିଉଡ ପର୍ଯ୍ୟନ୍ତ ସେ ନିଜର ଚମତ୍କାର ଅଭିନୟର ଦକ୍ଷତା ଦେଖାଇଛନ୍ତି। କମଲ ନିଜ କ୍ୟାରିୟରେ ଥରେ ଏମିତି କିଛି ସିନ୍‌ କରିଥିଲେ, ଯାହା ଚର୍ଚ୍ଚାରେ ଥିଲା।
ସାଉଥ୍‌ ଅଭିନେତ୍ରୀ ରେଖା ଏବଂ କମଲ ହାସନ ଫିଲ୍ମ ‘ପୁନ୍ନାଗଇ ମାନ୍ନନ’ରେ କାମ କରିଥିଲେ। ଏହି ଫିଲ୍ମ ସହିତ ଜଡିତ ଏକ ଭିଡିଓ ଭାଇରାଲ ହୋଇଥିଲା। ଭିଡିଓରେ ସେ କମଲଙ୍କ ସହ ଶୁଟିଂ ହୋଇଥିବା ଚୁମ୍ବନ ବିଷୟରେ କଥାବାର୍ତ୍ତା ହୋଇଥିବା ଦେଖିବାକୁ ମିଳିଥିଲା। ଭିଡିଓରେ ରେଖା କହିଥିଲେ ଯେ ଫିଲ୍ମର ଚୁମ୍ବନ ଦୃଶ୍ୟ ତାଙ୍କ ବିନା ଅନୁମତିରେ କରାଯାଇଛି। ଏହି ଘଟଣା ତାଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ପରେ ଏନେଇ ସେ ଫିଲ୍ମର ନିର୍ଦ୍ଦେଶକଙ୍କ ନିକଟରେ ଅଭିଯୋଗ କରିଥିଲେ। ରେଖାଙ୍କୁ ସେତେବେଳେ ମାତ୍ର ୧୬ ବର୍ଷ ହୋଇଥିଲା। ସେ ନିର୍ଦ୍ଦେଶକଙ୍କୁ କହିଥିଲେ ଯେ ସେ ଏହି ଦୃଶ୍ୟ ବିଷୟରେ ଜାଣି ନ ଥିଲେ। ପରେ ନିର୍ଦ୍ଦେଶକ କହିଥିଲେ ଭାବିନିଅ ଏକ ବଡ ରାଜା ଛୋଟ ପିଲାକୁ ଚୁମ୍ବନ ଦେଇଛନ୍ତି।
ରେଖାଙ୍କ ଠାରୁ ଭିଡିଓରେ ମଧ୍ୟ ପ୍ରଶ୍ନ କରାଯାଇଥିଲା ଯେ ସେ ଏଥିପାଇଁ ନିର୍ମାତା ଏବଂ ସେମାନଙ୍କୁ କ୍ଷମା ମାଗିଛନ୍ତି କି? ଜବାବରେ ରେଖା କହିଥିଲେ ସେମାନେ କାହିଁକି କ୍ଷମା ମାଗିବେ? ଚଳଚ୍ଚିତ୍ରଟି ଏକ ସୁପର ହିଟ ହେଲା। ଏହା ପରେ ସେ ଅନେକ ଚଳଚ୍ଚିତ୍ର ପାଇଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆଲିଆଙ୍କ ମହଙ୍ଗା ନେକଲେସ

ମୁମ୍ବାଇ: ନିକଟରେ ଲଣ୍ଡନରେ ଆୟୋଜିତ ହୋପ ଗାଲା କାର୍ଯ୍ୟକ୍ରମରେ ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ ଯୋଗ ଦେଇଥିଲେ। ଆଲିଆ ନିଜେ ଏହି କାର୍ଯ୍ୟକ୍ରମ ହୋଷ୍ଟ କରିଥିଲେ।...

ବିବାହ ପୂର୍ବରୁୁ ଦୀପିକାଙ୍କ ସହ ଥିଲା ଧୋନିଙ୍କର ସମ୍ପର୍କ?

ନୂଆଦିଲ୍ଲୀ,୨୯।୩: ମହେନ୍ଦ୍ର ସିଂ ଧୋନି ଆଇପିଏଲ ୨୦୨୪ ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳାଳି ଭାବରେ ଖେଳୁଛନ୍ତି। ୧୭ ତମ ସିଜିନ ଆରମ୍ଭ ହେବାର...

ସର୍ବ ସମ୍ମୁଖରେ ବିଜୟ ଦେବାକୋଣ୍ଡାଙ୍କୁ ‘ଡାର୍ଲିଂ’ ବୋଲି ଡାକିଲେ ରଶ୍ମିକା

ଚେନ୍ନାଇ:ଅଭିନେତ୍ରୀ ରଶ୍ମିକା ମନ୍ଦାନା ଏବଂ ଅଭିନେତା ବିଜୟ ଦେବରକୋଣ୍ଡା ସେମାନଙ୍କ ଲଭ ଲାଇଫକୁ ନେଇ ଚର୍ଚ୍ଚାରେ ରହି ଆସୁଛନ୍ତି। ଯଦିଓ ଉଭୟ ନିଜ ରିଲେସନଶିପକୁ ନିଶ୍ଚିତ...

ରିଲିଜ ହେଲା ଫିଲ୍ମ ‘କ୍ରୁ’: ଦମ୍‌ ଦେଖାଇଲେ ଏହି ୩ ଅଭିନେତ୍ରୀ

ମୁମ୍ବାଇ: କିଛି ବର୍ଷ ହେଲା ବଲିଉଡ୍‌ ଅଭିନେତ୍ରୀମାନେ ଫିଲ୍ମରେ ଚମତ୍କାର ପ୍ରଦର୍ଶନ କରିଆସୁଛନ୍ତି। ଏବେ ଫିଲ୍ମଗୁଡ଼ିକରେ ଆକ୍ସନ କେବଳ ହିରୋଙ୍କ କାନ୍ଧରେ ନୁହେଁ ବରଂ ଏହାର...

୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର...

ସିଦ୍ଧାର୍ଥଙ୍କୁ ବିବାହ ଲାଗି ହଁ କହିଲେ ଅଦିତି, ସରିଲା ନିର୍ବନ୍ଧ

ବମ୍ବେ: ବିବାହ ହୋଇନି, ସରିଛି ନିର୍ବନ୍ଧ। ଲୁଚାଛପାରେ ବଲିଉଡ୍‌ ଅଭିନେତ୍ରୀ ଅଦିତି ରାଓ ହୈଦରୀ ଏବଂ ସିଦ୍ଧାର୍ଥ କର୍ନାଟକର ଏକ ମନ୍ଦିରରେ ବିବାହ କରିନେଇଛନ୍ତି ବୋଲି...

ମନର ଯନ୍ତ୍ରଣା ବଖାଣିଲେ କରିନା

ଆଜିକାଲି କରୀନା କପୁର ଫିଲ୍ମ ‘କ୍ରୁ’କୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କ ସହ ତବୁ ଏବଂ କ୍ରିତି ସାନନ ମଧ୍ୟ ମୁଖ୍ୟ...

ମାତ୍ର ଦେଢ ବର୍ଷ ବୟସରେ ୨୫୦ କୋଟି ଟଙ୍କାର ମାଲିକାଣୀ ହେବେ ଏହି ଷ୍ଟାରକିଡ୍‌

ବଲିଉଡର ପାଓ୍ବାରଫୁଲ୍‌ କପଲ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟ ମୁମ୍ବାଇର ବାନ୍ଦ୍ରାଠାରେ ନୂଆ ଘର ପ୍ରସ୍ତୁତ କରୁଛନ୍ତି। ଏହି ଦମ୍ପତି ଶୀଘ୍ର ନିଜ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri