ମଦ କି ସିଗାରେଟ୍‌ ଛୁଅଁନ୍ତିନି ଏହି ଅଭିନେତା

ବଲିଉଡ୍‌ର ଆକ୍ସନ ହିରୋ ଟାଇଗର ଶ୍ରଫଙ୍କ ଆଜି ଜନ୍ମଦିନ। ଆଜିର ଦିନ ଅର୍ଥା ମାର୍ଚ୍ଚ ୨ରେ ଟାଇଗର ଜନ୍ମ ହୋଇଥିଲେ। ପିଲାବେଳେ ତାଙ୍କ ନାମ ‘ଜୟ ହେମନ୍ତ ଶ୍ରଫ’ ରଖାଯାଇଥିଲା । କିନ୍ତୁ ଯେତେବେଳେ ସେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରିଥିଲେ। ସେତେବେଳେ ତାଙ୍କ ନାମ ‘ଟାଇଗର’କୁ ପରିବର୍ତ୍ତନ କରିଥିଲେ।
ପିଲାଦିନରୁ ମାର୍ସାଲ ଆର୍ଟରେ ତାଲିମ ନେଉଥିବା ଟାଇଗର, ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ କାହା ସହିତ ଶେୟାର କରିବାକୁ ପସନ୍ଦ କରି ନ ଥାନ୍ତି। ଆମେରିକୀୟ ସ୍କୁଲ ଅଫ ବମ୍ବେରୁ ଟାଇଗର ଶ୍ରଫ ତାଙ୍କର ପାଠପଢା କରିଥିଲେ । ସେ ‘ହିରୋପନ୍ଥୀ’, ‘ବାଗୀ’ ଏବଂ ‘ୱାର’ ଭଳି ଅନେକ ଫିଲ୍ମରେ ଅଭିନୟ କରିଛନ୍ତି।
ପ୍ରଥମ ଫିଲ୍ମ ପରେ ଲୋକେ ଟାଇଗରଙ୍କୁ ବହୁତ ଟ୍ରୋଲ କରିଥିଲେ । କେହି କେହି ଟାଇଗର ଶ୍ରଫଙ୍କ ଗୋଲାପୀ ଓଠକୁ ପରିହାସ କରୁଥିଲେ । କେହି କେହି ତାଙ୍କୁ ଝିଅ ଭଳିି ଲାଗୁଥିବା କହିଥିଲେ । କିନ୍ତୁ ପରବର୍ତ୍ତୀ ଫିଲ୍ମରେ ଟାଇଗର ଜଣେ ଭଲ ଆକ୍ସନ ଅଭିନେତା ଭାବରେ ପ୍ରମାଣିତ ହୋଇଥିଲେ । ସେ ମଧ୍ୟ ଜଣେ ଭଲ ନୃତ୍ୟଶିଳ୍ପୀ ୨୦୧୪ରେ, ତାଙ୍କୁ ଟାଏକୋଣ୍ଡୋରେ ‘ବ୍ଲାକ ବେଲ୍ଟ’ ପ୍ରଦାନ କରାଯାଇଥିଲା । ଇଣ୍ଡଷ୍ଟ୍ରିରେ ଅଳ୍ପ କିଛି କଳାକାରଙ୍କ ମଧ୍ୟରୁ ଟାଇଗର ସିଗାରେଟ କିମ୍ବା ମଦ୍ୟପାନ କରନ୍ତି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ଅଭ୍ୟାନଙ୍କ ସହ ୱାର୍କଆଉଟ୍‌ କଲେ ଦିୟା

ମୁମ୍ବାଇ: ବଲିଉଡ୍‌ର ଷ୍ଟାର୍‌ ଅଭିନେତ୍ରୀମାନଙ୍କ ମଧ୍ୟରୁ ଦିୟା ମିର୍ଜା ଅନ୍ୟତମ। ସେ ନିଜର ନିଖୁଣ ଅଭିନୟ ଦ୍ୱାରା ବହୁବାର ଦର୍ଶକଙ୍କ ପ୍ରଶଂସା ସାଉଁଟିବାରେ ସଫଳ ହୋଇଛନ୍ତି। ମିସ୍‌...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ରାମାୟଣ ସେଟ୍‌ରୁ ରଣବୀର କପୁର-ସାଇ ପଲ୍ଲବୀଙ୍କ ଲୁକ୍‌ ଭାଇରାଲ୍‌, ରାମ-ସୀତା ଅବତାରରେ ଆସିଲେ ନଜର

ଭୁବନେଶ୍ୱର,୨୭।୪: ନିର୍ଦ୍ଦେଶକ ନୀତେଶ ତିୱାରୀଙ୍କ ଫିଲ୍ମ ‘ରାମାୟଣ’କୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ରଣବୀର କପୁର ପ୍ରଭୁ ରାମଙ୍କ ଭୂମିକାରେ ନଜର...

ସଲମାନଙ୍କ ଘର ବାହାରେ ଗୁଳିମାଡ଼ ଘଟଣା: ମାଷ୍ଟରମାଇଣ୍ଡଙ୍କ ବିରୋଧରେ ଲୁକଆଉଟ୍‌ ସର୍କୁଲାର ଜାରି

ମୁମ୍ବାଇ,୨୭।୪: ବାନ୍ଦ୍ରାସ୍ଥିତ ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କ ଆବାସ ବାହାରେ ହୋଇଥିବା ଗୁଳିମାଡ଼ ଘଟଣାରେ ଅନ୍‌ମୋଲ ବିଶ୍ନୋଇଙ୍କ ବିରୋଧରେ ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି କରାଯାଇଛି। ଅନମୋଲ...

ଘର ଛାଡ଼ିବେନି ସଲମାନ୍‌

ବମ୍ବେ: ବଲିଉଡ୍‌ର ତିନି ଖାନ୍‌ଙ୍କ ମଧ୍ୟରୁ ସଲମାନ୍‌ଙ୍କ ଲୋକପ୍ରିୟତା କାହିଁରେ କେତେ। ଏଯାଏ କୁଆଁରା ଥିବା ଏହି ଅଭିନେତାଙ୍କ ପୁରୁଷ ଅପେକ୍ଷା ମହିଳା ପ୍ରଶଂସକଙ୍କ ତାଲିକା...

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri