Posted inଖେଳ

ସଚିନ ତେନ୍ଦୁଲକରଙ୍କ ଝିଅଙ୍କୁ ପସନ୍ଦ କରୁଛନ୍ତି ଏହି ଅଭିନେତା

ପୂର୍ବତନ ଭାରତୀୟ କ୍ରିକେଟ ଦଳର ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ତାଙ୍କ ସୁନ୍ଦର ଏବଂ ସରଳ ସ୍ବଭାବ ପାଇଁ ସେ ଜଣାଶୁଣା। ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ମଧ୍ୟ ସାରାଙ୍କ ସରଳତାରେ ଫିଦା ହୋଇଯାଇଛନ୍ତି। ସାରା ଜଣେ ପ୍ରସିଦ୍ଧ କ୍ରିକେଟର୍‌ଙ୍କ ଝିଅ ହୋଇ ମଧ୍ୟ ତାଙ୍କ ମନରେ ଟିକେ ଗର୍ବନାହିଁ।
ଅଧିକାଂଶ ସମୟରେ ସାରା ତେନ୍ଦୁଲକରଙ୍କ ଫଟୋ ସେସେିଆଲ ମିଡିଆରେ ଭାଇରାଲ ହେଉଛି। ସାରା ନିକଟରେ ଇନଷ୍ଟାଗ୍ରାମରେ ଏକ ଗ୍ଲାମରସ ଫଟୋ ଶେୟାର କରିଛନ୍ତି। ଫଟୋରେ, ସେ ବାଲକୋନୀରେ ଠିଆ ହୋଇ ହସୁଥିବା ନଜର ଆସିଛନ୍ତି। ସାରା ଫଟୋ କ୍ୟାପସନ ଦେଇଛନ୍ତି, ‘ସହରର ସମସ୍ତ ହସ’। ମଙ୍ଗଳବାର ଅପରାହ୍ନ ସୁଦ୍ଧା ଫଟୋଟିକୁ ୩୪୮,୦୦୦ ଲାଇକ ମିଳିଛି। ଏହି ଫଟୋ ବଲିଉଡର ଚକୋଲେଟ ବୟ କାର୍ତ୍ତିକ ଆର୍ଯ୍ୟନ ଏବଂ ଗାୟକ ଅରମାନ ମଲିକଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଏହି ଫଟୋକୁ ଉଭୟ ପସନ୍ଦ କରିଥିଲେ।
ସାରା ତାଙ୍କ ପରିବାର ସହ ମୁମ୍ବାଇରେ ରୁହନ୍ତି। ସେ ଏବେ ଲଣ୍ଡନର ଏକ କଲେଜରେ ମେଡିସିନ ପଢୁଛନ୍ତି। ମୁମ୍ବାଇର ଧୀରବାଇ ଅମ୍ବାନୀ ଇଣ୍ଟରନ୍ୟାସନାଲ ସ୍କୁଲରୁ ତାଙ୍କର ପାଠପଢା ସମାପ୍ତ କରିଛନ୍ତି। ସେ ଇନଷ୍ଟାଗ୍ରାମରେ ବହୁତ ସକ୍ରିୟ। ଏବେ ୧.୪ ମିଲିୟନ ଫଲୋଅର୍ସ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri