Posted inଖେଳ

ସଚିନ ତେନ୍ଦୁଲକରଙ୍କ ଝିଅଙ୍କୁ ପସନ୍ଦ କରୁଛନ୍ତି ଏହି ଅଭିନେତା

ପୂର୍ବତନ ଭାରତୀୟ କ୍ରିକେଟ ଦଳର ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ତାଙ୍କ ସୁନ୍ଦର ଏବଂ ସରଳ ସ୍ବଭାବ ପାଇଁ ସେ ଜଣାଶୁଣା। ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ମଧ୍ୟ ସାରାଙ୍କ ସରଳତାରେ ଫିଦା ହୋଇଯାଇଛନ୍ତି। ସାରା ଜଣେ ପ୍ରସିଦ୍ଧ କ୍ରିକେଟର୍‌ଙ୍କ ଝିଅ ହୋଇ ମଧ୍ୟ ତାଙ୍କ ମନରେ ଟିକେ ଗର୍ବନାହିଁ।
ଅଧିକାଂଶ ସମୟରେ ସାରା ତେନ୍ଦୁଲକରଙ୍କ ଫଟୋ ସେସେିଆଲ ମିଡିଆରେ ଭାଇରାଲ ହେଉଛି। ସାରା ନିକଟରେ ଇନଷ୍ଟାଗ୍ରାମରେ ଏକ ଗ୍ଲାମରସ ଫଟୋ ଶେୟାର କରିଛନ୍ତି। ଫଟୋରେ, ସେ ବାଲକୋନୀରେ ଠିଆ ହୋଇ ହସୁଥିବା ନଜର ଆସିଛନ୍ତି। ସାରା ଫଟୋ କ୍ୟାପସନ ଦେଇଛନ୍ତି, ‘ସହରର ସମସ୍ତ ହସ’। ମଙ୍ଗଳବାର ଅପରାହ୍ନ ସୁଦ୍ଧା ଫଟୋଟିକୁ ୩୪୮,୦୦୦ ଲାଇକ ମିଳିଛି। ଏହି ଫଟୋ ବଲିଉଡର ଚକୋଲେଟ ବୟ କାର୍ତ୍ତିକ ଆର୍ଯ୍ୟନ ଏବଂ ଗାୟକ ଅରମାନ ମଲିକଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଏହି ଫଟୋକୁ ଉଭୟ ପସନ୍ଦ କରିଥିଲେ।
ସାରା ତାଙ୍କ ପରିବାର ସହ ମୁମ୍ବାଇରେ ରୁହନ୍ତି। ସେ ଏବେ ଲଣ୍ଡନର ଏକ କଲେଜରେ ମେଡିସିନ ପଢୁଛନ୍ତି। ମୁମ୍ବାଇର ଧୀରବାଇ ଅମ୍ବାନୀ ଇଣ୍ଟରନ୍ୟାସନାଲ ସ୍କୁଲରୁ ତାଙ୍କର ପାଠପଢା ସମାପ୍ତ କରିଛନ୍ତି। ସେ ଇନଷ୍ଟାଗ୍ରାମରେ ବହୁତ ସକ୍ରିୟ। ଏବେ ୧.୪ ମିଲିୟନ ଫଲୋଅର୍ସ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri