ଏକଦା ମେଦବହୁଳତା ପାଇଁ ଏହି ଅଭିନେତାଙ୍କୁ ହେବାକୁ ପଡ଼ିଥିଲା ଟ୍ରୋଲ

ବଲିଉଡରେ ଅଭିନେତା ଫର୍‌ଦିନ ଖାନ ଆଜି ଫିଲ୍ମଠାରୁ ଦୂରରେ ଅଛନ୍ତି। କିନ୍ତୁ ଏକ ସମୟ ଥିଲା ଯେତେବେଳେ ସେ ଏକ ଷ୍ଟାଇଲିସ ହିରୋ ଭାବରେ ବଲିଉଡରେ ପ୍ରବେଶ କରିଥିଲେ। ମାର୍ଚ୍ଚ ୮ ରେ, ଫର୍‌ଦିନ ତାଙ୍କର ୪୭ ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ହେଉଛନ୍ତି ପ୍ରସିଦ୍ଧ ଅଭିନେତା ଫିରୋଜ ଖାନଙ୍କ ପୁଅ। ତାଙ୍କ ବାପା ତାଙ୍କୁ ବଲିଉଡରେ ଲଞ୍ଚ କରିଥିଲେ। ଯଦିଓ ଫର୍‌ଦିନ ସେହି ସଫଳତା ହାସଲ କରିପାରି ନଥିଲେ ।
ଗତ କିଛିବର୍ଷ ମଧ୍ୟରେ, ଫର୍‌ଦିନ ଖାନ ମେଦବହୁଳତାକୁ ନେଇ ଚର୍ଚ୍ଚାରେଥିଲେ। ସୋସିଆଲ ମିଡିଆରେ ତାଙ୍କୁ ଟ୍ରୋଲ କରାଯାଇଥିଲା। ପରେ ତାଙ୍କର ଲୁକ ବଦଳି ଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri