ପ୍ରଥମ ଦରମା ଚେକ୍‌ ମା’ଙ୍କ ପାଦ ତଳେ ରଖିଥିଲେ ଏହି ଅଭିନେତା

ମୁମ୍ବାଇ: ସବୁ ମା’ଙ୍କ ପାଇଁ ପୁଅର ପ୍ରଥମ ରୋଜଗାର ଅତ୍ୟନ୍ତ ସ୍ବତନ୍ତ୍ର। ସେ ସାଧାରଣ ପିଲା ହୁଅନ୍ତୁ କି ଅଭିନେତା। ପିଲାଙ୍କ ପ୍ରଥମ ରୋଜଗାର ମା-ବାପାଙ୍କୁ ବହୁତ ଖୁସି ଦିଏ। ବଲିଉଡ୍‌ ଅଭିନେତା ରଣବୀର କପୁରଙ୍କ କ୍ଷେତ୍ରରେ ମଧ୍ୟ ଏପରି ଘଟିଥିଲା। ସେ ତାଙ୍କର ପ୍ରଥମ ଦରମାର ଚେକ୍‌ ତାଙ୍କ ମା’ ନୀତୁ କପୁରଙ୍କ ପାତ ତଳେ ରଖିଥିଲେ। ଏହା ପରେ ନୀତୁଙ୍କ ଆଖିରେ ଲୁହ ଆସିଯାଇଥିଲା।

ଯଦିଓ ରଣବୀର ଆଜି ପ୍ରତ୍ୟେକ ଫିଲ୍ମରୁ କୋଟି କୋଟି ଟଙ୍କା ରୋଜଗାର କରୁଛନ୍ତି, କିନ୍ତୁ ରଣବୀରଙ୍କ ପ୍ରଥମ ଦରମା କେତେ ଏବଂ ସେତେବେଳେ କେମିତି ଅନୁଭୂତି ଥିଲା ତାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ। ରଣବୀରଙ୍କ ପ୍ରଥମ ଦରମା ୨୫୦ ଟଙ୍କା ଥିଲା। ଏକ ସାକ୍ଷାତକାରେ ରଣବୀର କହିଥିଲେ, ୧୯୯୬ରେ ତାଙ୍କ ପ୍ରଥମ ଫିଲ୍ମ ‘ପ୍ରେମ୍‌ ଗ୍ରନ୍ଥ’ରୁ ଏହି ଟଙ୍କା ପାଇଥିଲେ। ଯାହାର ଚେକ୍‌ ନେଇ ସେ ତାଙ୍କ ମା’ ନୀତୁଙ୍କ ପାଦ ତଳେ ରଖିଥିଲେ। ଏହା ଦେଖି ଲୁହକୁ ନ ଅଟକାଇ କାନ୍ଦି ଚାଲିଥିଲେ ମା’ ନୀତୁ। ସେ କହିଥିଲେ, ଫିଲ୍ମ ମୁହୂର୍ତ୍ତ ମଧ୍ୟରୁ ଗୋଟିଏ, ଯାହା ମୁଁ ବାସ୍ତବ ଜୀବନରେ ଦେଖିଲି।

ଏ ତ ଗଲା ରଣବୀରଙ୍କ ବ୍ୟକ୍ତିଗତ କଥା। ଯଦି ତାଙ୍କ ଓ୍ବାର୍କଫ୍ରଣ୍ଟ୍‌ କଥା କହିବା ତେବେ ରଣବୀର ତାଙ୍କର ଆଗାମୀ ଫିଲ୍ମକୁ ନେଇ ଚର୍ଚ୍ଚାରେ ଅଛନ୍ତି। ‘ଶମ୍‌ଶେରା’ ଏବଂ ‘ବ୍ରହ୍ମାସ୍ତ୍ର’ ଏହିପରି ଦୁଇଟି ଫିଲ୍ମ ରଣବୀରଙ୍କ ହାତରେ। ପ୍ରାୟ ବର୍ଷକ ପରେ ତାଙ୍କୁ ଏକ ନୂଆ ଅବତାରରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri