କାଟ୍ରିନା-ଭିକିଙ୍କ ବିବାହରେ ଏହି ଅଭିନେତାଙ୍କୁ ମିଳିଲା ପ୍ରଥମ ନିମନ୍ତ୍ରଣ

ଆଜିକାଲି ଅଭିନେତା ଭିକି କୌଶଲ ଏବଂ କାଟ୍ରିନା କୈଫଙ୍କ ବିବାହ ଖବର ଚର୍ଚ୍ଚାରେ ରହିଛି। ଆସନ୍ତା ୭ରୁ ୯ ଡିସେମ୍ବର ମଧ୍ୟରେ ଉଭୟ ବିବାହ ବନ୍ଧନରେ ଅୋବଦ୍ଧ ହେବେ। ସୱାଇ ମାଧୋପୁରର ସିକ୍ସ ସେନ୍ସ ଫୋର୍ଟ ବାରୱରାରେ ଉଭୟଙ୍କ ବିବାହ ହେବ ବୋଲି କୁହାଯାଉଛି। ପ୍ରସ୍ତୁତି ଭଲ ଚାଲିଛି କି ନାହିଁ ଦେଖିବା ପାଇଁ ଉଭୟପକ୍ଷ ଜୟପୁରରେ ପହଞ୍ଚିଛନ୍ତି। ଏହା ସହିତ ବଲିଉଡରୁ କେଉଁ ତାରକାଙ୍କୁ ବିବାହ ନିମନ୍ତ୍ରଣ କରାଯାଉଛି ତାହାର ତାଲିକା ମଧ୍ୟ ସାମ୍ନାକୁ ଆସିଛି। ଖବର ଅନୁଯାୟୀ ସଲମାନ ଖାନଙ୍କୁ ବିବାହ ପାଇଁ ପ୍ରଥମ ନିମନ୍ତ୍ରଣ ମିଳିଛି କିନ୍ତୁ ସେ ଏହି ବିବାହ ଉତ୍ସବରେ ଯୋଗଦେବେ ନାହିଁ।
ସୁପରଷ୍ଟାର ସଲମାନ ଖାନ କାଟ୍ରିନାଙ୍କ ବିବାହ ଉତ୍ସବରେ ଯୋଗଦେବେ ନାହିଁ। ବ୍ୟସ୍ତବହୁଳ କାର୍ଯ୍ୟସୂଚୀ କିମ୍ବା ଅନ୍ୟ କୌଣସି କାରଣରୁ ସେ ଏହା କରୁଛନ୍ତି କି, ଏପର୍ଯ୍ୟନ୍ତ ଏ ବିଷୟରେ କୌଣସି ସୂଚନା ମିଳିନାହିଁ। ସଲମାନଙ୍କ ପୁରା ପରିବାର ସହିତ କାଟ୍ରିନାଙ୍କର ବହୁତ ଭଲ ସମ୍ପର୍କ ଅଛି, ତେଣୁ ତାଙ୍କୁ ପ୍ରଥମେ ବିବାହ କାର୍ଯ୍ୟକ୍ରମକୁ ଡକାଯାଇଛି। ଏହାପୂର୍ବରୁ ଡିସେମ୍ବର ପ୍ରଥମ ସପ୍ତାହରେ କାଟ୍ରିନାଙ୍କ ବିବାହ ଯୋଗୁ ସଲମାନ ଟାଇଗର ୩ର ଶୁଟିଂ ତାରିଖ ଘୁଞ୍ଚାଇଛନ୍ତି। ଟାଇଗର ୩ ଫିଲ୍ମରେ ସଲମାନ ଏବଂ କାଟ୍ରିନାଙ୍କୁ ଏକାଠି ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri