ହନିମୁନ୍‌ ସମୟର ଭିଡିଓ ଶେୟାର କଲେ ଏହି ଅଭିନେତା, କହିଲେ…

ମୁମ୍ବାଇ: ଭୋଜପୁରୀ ଫିଲ୍ମ ଅଭିନେତା ୟଶ ନିକଟରେ ଅଭିନେତ୍ରୀ ନିଧି ଝାଙ୍କୁ ବିବାହ କରିଛନ୍ତି। ଉଭୟଙ୍କ ବିବାହକୁ ନେଇ ବହୁତ ଚର୍ଚ୍ଚା ଚାଲିଛି। ନିଧି ଏବଂ ୟଶଙ୍କ ବିବାହର ଅନେକ ଫଟୋ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଏଥିସହିତ ଉଭୟଙ୍କୁ ସୋସିଆଲ ମିଡିଆରେ ପ୍ରଶଂସକମାନେ ଅଭିନନ୍ଦନ ଜଣାଇଛନ୍ତି। ବିବାହ ପରେ ବର୍ତ୍ତମାନ ନିଧି ଏବଂ ୟଶ ହନିମୁନ୍‌ରେ ଯାଇଛନ୍ତି। ଏହି ସୁଖଦ ମୁହୂର୍ତ୍ତଗୁଡ଼ିକୁ ଉଭୟେ ମନଭରି ଉପଭୋଗ କରୁଛନ୍ତି। ସୁନ୍ଦର ଏବଂ ରୋମାଣ୍ଟିକ ଫଟୋ, ଭିଡିଓ ପ୍ରଶଂସକଙ୍କ ସହ ଶେୟାର ବି କରୁଛନ୍ତି। ଏହି ସମୟରେ ୟଶ ତାଙ୍କ ହନିମୁନ୍‌ର ପରି ଏକ ଭିଡିଓ ତାଙ୍କ ସ୍ତ୍ରୀଙ୍କ ସହ ଶେୟାର କରିଛନ୍ତି, ଯାହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ନବଦମ୍ପତିଙ୍କ ଏହି ହନିମୁନ୍‌ ଭିଡିଓଗୁଡ଼ିକ ଭାଇରାଲ ହେବାରେ ଲାଗିଛି। ଏଥିସହିତ ନିଧି ଭିଡିଓ ଶେୟାର କରିଥିବାରୁ ୟଶଙ୍କ ଉପରେ ରାଗି ନିଆଁବାଣ ହୋଇଯାଇଛନ୍ତି।

 

View this post on Instagram

 

A post shared by Yash Kumarr (@yashkumarr12)

ୟଶ ତାଙ୍କ ଅଫିସିଆଲ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ତାଙ୍କ ହନିମୁନ୍‌ର ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ଦେଖିବେ ୟଶ ଏକ ମଜାଳିଆ ରିଲ କରୁଛନ୍ତି। ଏଥିରେ ସେ କହୁଛନ୍ତି, ‘ଅକେଲା ଥୋଡି ହଁୁ ମୁସ୍କିଲ ହୈ ମେରେ ସାଥ’। ଏହା ପରେ ୟଶ କ୍ୟାମେରାକୁ ସ୍ତ୍ରୀ ନିଧିଙ୍କ ଆଡକୁ ବୁଲାଉଛନ୍ତି। ତଥାପ ନିଧି ସେତେବେଳେ କିଛି ବୁଝିପାରୁନାହାନ୍ତି। ଏହି ଭିଡିଓରେ ନିଧି କମେଣ୍ଟରେ ରାଗିବାର ଏକ ଇମୋଜି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ନିଷ୍ପତ୍ତି ନେଲେ ସରକାର; ଅଫିସ୍‌ରେ ବଦଳିବ ମେନ୍ୟୁ! ହଟିବ ଜଙ୍କ ଫୁଡ୍‌

ମୁମ୍ବାଇ,୩ା୯: ଆଧୁନିକ ଜୀବନଶୈଳୀରେ ଜଙ୍କ ଫୁଡ୍‌ର ବଢ଼ୁଥିବା ଚାହିଦା ମଧ୍ୟରେ ମହାରାଷ୍ଟ୍ର ସରକାର ଏବେ ଏହାକୁ ନେଇ କଡ଼ା ପଦକ୍ଷେପ ନେଇଛନ୍ତି । ସରକାରୀ କାର୍ଯ୍ୟାଳୟର କ୍ୟାଣ୍ଟିନ୍‌ରେ…

ଦିଲ୍ଲୀ ଜଳ ବୋର୍ଡ ଦୁର୍ନୀତି, ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ମିଳିଲା ବେଲ୍, ୨ ଲକ୍ଷ…

ନୂଆଦିଲ୍ଲୀ,୩ା୯: ଦିଲ୍ଲୀ ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି (AAP) ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି ।…

ଆକ୍ସନ ମୋଡ୍‌ରେ ବିଇଓ: ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ, ଦୁଇ ଶିକ୍ଷକଙ୍କ ଦରମା ବନ୍ଦ

ଉଦଳା,୩ା୯(ସନ୍ତୋଷ ବାଛିନୀ): ଆକ୍ସନ ମୋଡ୍‌ରେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା…

ପୁଣି ଫୁଲିଲା ହୀରାକୁଦ, ଏବେ ୪ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ୬୨୭ ଫୁଟ ଟପିଯାଇଛି। ଫଳରେ ଗୁରୁବାର ସକାଳେ ପୁଣି ୨ଟି ସ୍ଲୁଇସ ଗେଟ୍‌ ଖୋଲି ଦିଆଯାଇଛି।…

୩ ରାଶିଙ୍କ ପାଇଁ ଆରମ୍ଭ ହେଲା ଗୋଲ୍ଡେନ ଟାଇମ୍‌, ୬୪ ଦିନ ଯାଏ ସଫଳତା ସହ ଅପାର ଧନଲାଭ!

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ଅତ୍ୟନ୍ତ ଶୁଭ ଗ୍ରହ ଭାବେ ବିବେଚନା କରାଯାଏ। ଶୁକ୍ର ଭୌତିକ ସୁଖ, ବିଳାସିତା, ପ୍ରେମ, ସୌନ୍ଦର୍ଯ୍ୟ ଓ ଆକର୍ଷଣର କାରକ ଗ୍ରହ। କୁହାଯାଏ,…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷୟିତ୍ରୀ ପୂରବୀ ପରିଡ଼ା

ନବରଙ୍ଗପୁର,୩ା୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଶିକ୍ଷାକ୍ଷେତ୍ର ପାଇଁ ଆସିଛି ଆଉ ଏକ ଗୌରବର ଖବର। ଜିଲାର ଶାରୀରିକ ଶିକ୍ଷା ଶିକ୍ଷୟିତ୍ରୀ ପୂରବୀ ପରିଡ଼ା ଚଳିତବର୍ଷ ଗୁରୁଦିବସ ଅବସରରେ…

ଭାରତକୁ ମାଡି ଆସୁଛି ଭୟଙ୍କର ବିପଦ! ବଡ଼ ଚେତାବନୀ ଦେଲା UN

ନୂଆଦିଲ୍ଲୀ,୩।୯: ବିଶ୍ୱ ତାପମାତ୍ରା ବୃଦ୍ଧି ଓ ଜଳବାୟୁ ପରିବର୍ତ୍ତନକୁ ନେଇ ପୁଣିଥରେ ଚେତାବନୀ ଦେଇଛି ମିଳିତ ଜାତିସଂଘ। ବିଶ୍ୱ ତାପମାତ୍ରା ୧.୫ ଡିଗ୍ରୀ ସେଲସିୟସ ବୃଦ୍ଧି ସୀମାକୁ…

‘ଅଭିଜିତ ଦୀପକେଙ୍କ ସହ ଡିଲ୍ କରିଛନ୍ତି କେଜ୍ରିୱାଲ୍’, ବଡ଼ ଅଭିଯୋଗ ଆଣିଲେ ମନୀଷ

ନୂଆଦିଲ୍ଲୀ,୩।୯: କକରୋଚ୍ ଜନତା ପାର୍ଟି (CJP) ପରେ ଏବେ ‘କକରୋଚ୍ ଜନତା ପାର୍ଟି ଡେମୋକ୍ରାଟିକ’ (CJPD) ଘୋଷଣା ହୋଇଛି । ମନୀଷ ବ୍ରହ୍ମଭଟ୍ଟ ଗୁରୁବାର ଏହି ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri