ରଣବୀରଙ୍କ ଗର୍ଲଫ୍ରେଣ୍ଡ୍‌ଙ୍କୁ ଚୋରାଇ ନେଇଥିଲେ ଏହି ଅଭିନେତା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଆଦିତ୍ୟ ରାୟ କପୁର ଆଜି ତାଙ୍କର ୩୫ତମ ଜନ୍ମଦିନ ପାଳନ କରୁଛନ୍ତି। ଆଦିତ୍ୟ ୧୬ ନଭେମ୍ବର ୧୯୮୫ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଆଦିତ୍ୟ ହେଉଛନ୍ତି ପ୍ରସିଦ୍ଧ ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ସିଦ୍ଧାର୍ଥ ରାୟ କପୁର ଏବଂ ଅଭିନେତା କୁନାଲ ରାୟ କପୁରଙ୍କ ସାନ ଭାଇ। କୁହାଯାଏ, ଆଦିତ୍ୟ ପ୍ରଥମେ କ୍ରିକେଟର ହେବାକୁ ଚାହୁଁଥିଲେ କିନ୍ତୁ କିଛି ସମୟ ପରେ ସେ କ୍ରିକେଟ ଛାଡ଼ିଥିଲେ। ଏହା ପରେ ସେ ଅଭିନୟ ଜଗତରେ ପାଦ ଦେଇ ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିଛନ୍ତି। ଆଜିର ଏହି ଖାସ୍‌ ଦିନରେ ଆସନ୍ତୁ ଜାଣିବା ତାଙ୍କ ସହ ଜଡ଼ିତ କିଛି କଥା…

୨୦୦୯ରେ ଆଦିତ୍ୟଙ୍କ ପ୍ରଥମ ଫିଲ୍ମ ‘ଲଣ୍ଡନ ଡ୍ରିମ୍ସ’ ମୁକ୍ତିଲାଭ କରିଥିଲା। ୨୦୧୩ରେ ‘ଆଶିକୀ-୨’ ତାଙ୍କୁ ଫିଲ୍ମ ଇଣ୍ଡଷ୍ଟ୍ରିରେ ଏକ ନୂତନ ପରିଚୟ ଦେଇଥିଲା। ଆଦିତ୍ୟଙ୍କୁ ଆଲିଆ ଭଟ୍ଟଙ୍କ ସହ ‘ସଡ଼କ- ୨’ରେ ଶେଷ ଥର ପାଇଁ ଦେଖିବାକୁ ମିଳିଥିଲା।

କୁହାଯାଏ ଯେ, ଆଦିତ୍ୟ ଧର୍ମେନ୍ଦ୍ରଙ୍କ ଦ୍ୱିତୀୟ ଝିଅ ଆହାନା ଦେଓଲଙ୍କୁ ୪ ବର୍ଷ ପାଇଁ ଡେଟ୍‌ କରିଛନ୍ତି। ଆହାନା ଆଦିତ୍ୟଙ୍କ ପୂର୍ବରୁ ରଣବୀର ସିଂଙ୍କୁ ଡେଟ୍‌ କରୁଥିଲେ। ସେହି ସମୟରେ ଆଦିତ୍ୟ ଏକ ଟିଭି ଚ୍ୟାନେଲରେ କାମ କରୁଥିଲେ ଏବଂ ଏହା ସେମାନଙ୍କ ସମ୍ପର୍କରେ ମତଭେଦ ସୃଷ୍ଟି ହୋଇଥିଲା। ଆଦିତ୍ୟ ଆହାନାଙ୍କୁ ସମୟ ଦେଇପାରି ନ ଥିଲେ ଏବଂ ଆହାନା ତାଙ୍କୁ ସବୁଦିନ ପାଇଁ ଛାଡ଼ିବାକୁ ଧମକ ଦେଇଥିଲେ। ଆଦିତ୍ୟ ମଧ୍ୟ ଅନୁଭବ କରିଥିଲେ ଯେ, ସେ ତାଙ୍କ ଗର୍ଲଫ୍ରେଣ୍ଡ ସହିତ ନିଜ କ୍ୟାରିଅରକୁ ପୂର୍ଣ୍ଣ ସମୟ ଦେଇ ପାରିବେ ନାହିଁ। ଆହାନାଙ୍କ ଠାରୁ ଅଲଗା ହେବା ପରେ ସେ ଫିଲ୍ମରେ କାମ କରିବାକୁ ନିଷ୍ପତ୍ତି ନେଇଥିଲେ। ଆଦିତ୍ୟ ରଣବୀରଙ୍କ ଗର୍ଲଫ୍ରେଣ୍ଡ ଚୋରି କରିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri