ପ୍ରେମ ବିବାହ କରି ମଧ୍ୟ ସ୍ତ୍ରୀଙ୍କଠାରୁ ଅଲଗା ରହୁଥିଲେ ଏହି ଅଭିନେତା: ହେଲେ ଦେଇ ନ ଥିଲେ ଛାଡ଼ପତ୍ର

ରଣଧୀର କପୁର ଏବଂ ବବିତା ଅନେକ ହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଛନ୍ତି। ପରେ ସେମାନେ ପ୍ରେମ ବିବାହ ମଧ୍ୟ କରିଥିଲେ। ମାତ୍ର ସେମାନଙ୍କ ବୈବାହିକ ଜୀବନ ଉତ୍‌ଥାନ ପତନ ଦେଇ ଗତି କରୁଥିଲା। ପରେ ସେମାନେ ଅଲଗା ରହିବା ଆରମ୍ଭ କଲେ। ତେବେ ସେମାନଙ୍କ ମଧ୍ୟରେ ଛାଡପତ୍ର ହୋଇ ନ ଥିଲା। ଏହାର କିଛି ବର୍ଷ ପୂର୍ବେ ରଣଧୀର ତାଙ୍କ ସମ୍ପର୍କ ବିଷୟରେ ଖୋଲାଖୋଲି କହିଥିଲେ। ଏକ ସାକ୍ଷାତ୍‌କାରରେ ରଣଧୀର କହିଥିଲେ, ମୋର ପୁନର୍ବାର ବିବାହ କରିବାର ଉଦ୍ଦେଶ୍ୟ ନ ଥିଲା କିମ୍ବା ବବିତାଙ୍କର ମଧ୍ୟ ନ ଥିଲା। ତେଣୁ ଆମର ଛାଡ଼ପତ୍ର ହୋଇ ନ ଥିଲା। ମୁଁ ଜଣେ ଖରାପ ଲୋକ, ଯିଏ ବହୁତ ପିଉଥିଲା ଏବଂ ବିଳମ୍ବରେ ଘରକୁ ଫେରୁଥିଲା, ଯାହା ତାଙ୍କୁ ପସନ୍ଦ ନଥିଲା। ମୁଁ ସେମାନଙ୍କ ପରି ବଞ୍ଚିପାରିଲି ନାହିଁ ଏବଂ ବବିତା ମୋତେ ସେଭଳି ଗ୍ରହଣ କରି ପାରିଲେ ନାହିଁ।

 

Kareena's father Randhir Kapoor on separation with wife Babita: 'She couldn't accept me as I am' - IBTimes India


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ସ୍ଥଗିତ ହେଲା OSSTET-୨୦୨୬ ପରୀକ୍ଷା: ବୁଧବାର ହେବାର ଥିଲା, ପୁଣି ଏହି ଦିନ…

ଭୁବନେଶ୍ବର,୨୯।୯: ସ୍ଥଗିତ ହେଲା ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) । ବୁଧବାର ଏହି ପରୀକ୍ଷା ହେବାକୁ ଥିବା ବେଳେ ସ୍ଥଗିତ ନେଇ ଘୋଷଣା…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?