ଅମିତାଭଙ୍କଠାରୁ ଅଧିକ ଟଙ୍କା ନେଉଥିଲେ ଏହି ଅଭିନେତା

ବଲିଉଡ୍‌ର ଆଙ୍ଗ୍ରି ମ୍ୟାନ ଭାବେ ପରିଚିତ ପ୍ରାନଙ୍କ୍‌ ଆଜି ୧୦୧ତମ ଜନ୍ମଦିବସ। ୧୯୨୦ ମସିହା ଫେବୃୟାରୀ ୨୦ରେ ସେ ପୁରୁଣା ଦିଲ୍ଲୀର ବଲ୍ଲୀମାରା ଅଞ୍ଚଳରେ ଜନ୍ମଗ୍ରହଣ କରିଥିଲେ।

ପ୍ରାନ୍‌ ଏପରି ଜଣେ କଳାକାର ଥିଲେ, ଯିଏ ତାଙ୍କ ଅଭିନୟ ପାଇଁ ଚର୍ଚ୍ଚାରେ ରହୁଥିଲେ। ଏହା ବ୍ୟତୀତ ସେ ଅଭିନୟ କରିବାକୁ ସବୁଠୁ ଅଧିକ ଫି’ ନେଉଥିଲେ। କୁହାଯାଏ ଯେ, ୧୯୬୯ରୁ ୧୯୮୨ ପର୍ଯ୍ୟନ୍ତ ସେ ସୁପରଷ୍ଟାର ରାଜେଶ ଖାନ୍ନାଙ୍କ ଅପେକ୍ଷା ଅଧିକ ଫି ପାଉଥିଲେ। କେବଳ ଏତିକି ନୁହେଁ, ଅମିତାଭ ବଚ୍ଚନଙ୍କ ଠାରୁ ମଧ୍ୟ ଅଧିକ ଟଙ୍କା ନେଉଥିଲେ।

ଗୋଟିଏ ପଟେ ଅମିତାଭଙ୍କୁ ‘ଡନ୍‌’ ଫିଲ୍ମ ପାଇଁ ଅଢ଼େଇ ଲକ୍ଷ ଟଙ୍କା ଦିଆଯାଇଥିବାବେଳେ ପ୍ରାନ୍‌ଙ୍କୁ ସେହି ଫିଲ୍ମ ପାଇଁ ୫ ଲକ୍ଷ ଟଙ୍କା ଦିଆଯାଇଥିଲା। ତାଙ୍କ ଅଭିନୟ ଏତେ ଜୀବନ୍ତଥିଲା ନିର୍ମାତାମାନେ ତାଙ୍କୁ ଅନେକ ଥର ହିରୋ ଅପେକ୍ଷା ଅଧିକ ଟଙ୍କା ଦେବାକୁ ମଧ୍ୟ ପଛାଉ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା!

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦା ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଅଭିନେତାଙ୍କ ପତ୍ନୀ ସୁନୀତା ଗୋବିନ୍ଦାଙ୍କ ସହ ଛାଡ଼ପତ୍ର ପାଇଁ…

ଚିନିକୁ ନେଇ ସରକାର ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏଣିକି…

ନୂଆଦିଲ୍ଲୀ, ୨୧ା୮ (ପି.ଟି.):ପାର୍ବଣ ଋତୁ ପୂର୍ବରୁ ବଜାରରେ ଚିନି ଦର ବୃଦ୍ଧି ଓ ଯୋଗାଣ ହ୍ରାସକୁ ରୋକିବା ପାଇଁ କେନ୍ଦ୍ର ସରକାର ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

୨ ଜାହାଜ ହାଇଜ୍ୟାକ୍‌: ଥିଲେ ୨୨ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୧।୮: ୟେମେନ ଏବଂ ସୋମାଲିଆ ଉପକୂଳ ନିକଟରେ ଦୁଇଟି ପୃଥକ ଘଟଣାରେ ଜଳଦସ୍ୟୁମାନେ ମୋଟ ୨୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ଦୁଇଟି ବାଣିଜି୍ୟକ ଜାହାଜକୁ ଅପହରଣ…

‘ଆଶୁତୋଷ ରାଙ୍କାଙ୍କ ଜୀବନ ପଛରେ ପଡିଛନ୍ତି ଭାଜପାର ଗୁଣ୍ଡା’, ଅଭିଜିତ ଦୀପକେଙ୍କ ଏଭଳି ଅଭିଯୋଗକୁ ନେଇ ପଡିଗଲା ଚହଳ

ନୂଆଦିଲ୍ଲୀ, ୨୧।୮: ରାଜସ୍ଥାନର ରାଜଧାନୀ ଜୟପୁରରେ ‘କକରୋଚ ଜନତା ପାର୍ଟି’ (CJP) ନେତା ଆଶୁତୋଷ ରାଙ୍କାଙ୍କ ସହ ଘଟିଥିବା ଘଟଣାକୁ ନେଇ CJP ପ୍ରତିଷ୍ଠାତା ଅଭିଜିତ ଦୀପକେ…

ଆଶୁତୋଷ ରାଙ୍କାଙ୍କୁ ଘଉଡ଼ାଇଲେ ଗ୍ରାମବାସୀ: CJP କର୍ମୀ – ଲୋକଙ୍କ ମଧ୍ୟରେ ତୁମୁଳ ବିବାଦ

ନୂଆଦିଲ୍ଲୀ, ୨୧।୮: ଜୟପୁରରେ କଥିତ ଭାବେ ‘କକରୋଚ ଜନତା ପାର୍ଟି’ (CJP)ର ପ୍ରବକ୍ତା ଆଶୁତୋଷ ରାଙ୍କାଙ୍କୁ ଗ୍ରାମବାସୀ ଘଉଡ଼ାଇ ଦେଇଥିବା ଦାବି କରାଯାଇଛି। CJP କର୍ମୀ ଓ…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ପୁଣି ଆଜିଠୁ ଜୋର୍‌ଦାର ଆନ୍ଦୋଳନ: ଜନ୍ତର-ମନ୍ତରରେ ପହଞ୍ଚୁଛନ୍ତି ଶତାଧିକ ଲୋକ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୧।୮: ଦିଲ୍ଲୀରେ ପେପର ଲିକ୍‌କୁ ନେଇ ହୋଇଥିବା ଛାତ୍ର ଆନ୍ଦୋଳନ ପରେ ଏବେ ‘ସଂରକ୍ଷଣ ହଟାଅ ଆନ୍ଦୋଳନ’ ଜୋର ଧରିଛି। ସଂରକ୍ଷଣ ବ୍ୟବସ୍ଥା ହଟାଇବା ଦାବିରେ…

ଆଜି ଗ୍ରହ ସଂଯୋଗ ଆଣିବ ୫ ରାଶିଙ୍କ ପାଇଁ ବଡ଼ ପରିବର୍ତ୍ତନ, ଅଚାନକ ଘଟିବ ଏଭଳି, ଯାହା କେବେ…

ଜ୍ୟୋତିଷ ଦୃଷ୍ଟିରୁ ୨୧ ଅଗଷ୍ଟ ଦିନଟି ଅନେକ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ରହିପାରେ। ଗ୍ରହମାନଙ୍କର ସ୍ଥିତି ଅନୁଯାୟୀ ଏହି ଦିନ କ୍ୟାରିୟର, ବ୍ୟବସାୟ ଓ ଆୟ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri