ଭଉଣୀଙ୍କ ସହ ରୋମାନ୍ସ କରୁଥିବା ଏହି ଅଭିନେତା ହିରୋଙ୍କଠାରୁ ପାଉଥିଲେ ଅଧିକ ପାରିଶ୍ରମିକ

ହିନ୍ଦୀ ସିନେମା ଜଗତରେ ଏପରି ଜଣେ ହାସ୍ୟ ଅଭିନେତା ଯିଏ ଫିଲ୍ମରେ ହିରୋଙ୍କ ଅପେକ୍ଷା ଅଧିକ ପାରିଶ୍ରମିକ ପାଉଥିଲେ। ସେ ହେଉଛନ୍ତି  ମହମୁଦ୍‌ । ତାଙ୍କର ପ୍ରାୟ ସମସ୍ତ ପରିବାର ଚଳଚ୍ଚିତ୍ରର ଥିଲେ। ଖୁବ କମ ଲୋକ ଜାଣିଥିବେ ଯେ ମହମୁଦଙ୍କ ପରି ତାଙ୍କ ଭଉଣୀ ମିନୁ ମୁସତାଜ ମଧ୍ୟ ବଲିଉଡ୍‌ର ଜଣେ ପ୍ରସିଦ୍ଧ ଅଭିନେତ୍ରୀ ଅଟନ୍ତି। ମିନୁ ୧୯୫୫ରେ ଫିଲ୍ମ ଚଳଚ୍ଚିତ୍ର ‘ଘର ଘର ମେ ଦିଓ୍ବାଲୀ’ରୁ କ୍ୟାରିଅର୍‌ ଆରମ୍ଭ କରିଥିଲେ। ତେବେ ସେ ‘ସଖୀ ହାତିମ’ ଫିଲ୍ମରୁ ସ୍ବୀକୃତି ପାଇଥିଲେ।
୧୯୫୮ ଚଳଚ୍ଚିତ୍ର ‘ହାଓଡା ବ୍ରିଜରେ’ ମିନୁ ତାଙ୍କ ନିଜ ଭାଇ ମହମୁଦଙ୍କ ସହ ରୋମାଣ୍ଟିକ୍‌ ସିନ୍‌ କରିଥିଲେ। ଏ ନେଇ ସେହି ସମୟରେ ଅନେକ ଲୋକ ରାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ବଡ଼ ଘୋଷଣା କଲା CJP: ଯେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ମୁଖପାତ୍ର ସୌରଭ ଦାସ ଏବଂ ଆଶୁତୋଷ ରାଙ୍କା ସୋମବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସମ୍ମୁଖରେ ନିଜର ଦାବିଗୁଡ଼ିକ ରଖିଛନ୍ତି। ବିଳମ୍ବିତ ସନ୍ଧ୍ୟା…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪….

କଟକ,୨୧।୭(ପ୍ରଭୁକଲ୍ୟାଣ ପାଲ୍): ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ…

ସୋନମ ୱାଙ୍ଗଚୁକଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌ : ସ୍ବାସ୍ଥ୍ୟାବସ୍ଥାରେ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଏଭଳି ପରିସ୍ଥିତିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ସଦ୍ୟତମ ଅପଡେଟ୍‌ ସାମ୍ନାକୁ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

ଏହି ଦଳରୁ ନିର୍ବାଚନ ଲଢିବେ CJP ମୁଖ୍ୟ ଅଭିଜିତ ଦୀପକେ? ଭାଜପା ନେତାଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୨୧।୭: ଭାଜପା ନେତା ନିଶିକାନ୍ତ ଦୁବେ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ଦୁବେ ଉତ୍ତର ପ୍ରଦେଶ…

ବେଲଭଟା ଗ୍ରାମବାସୀଙ୍କୁ ଚୁଆପାଣି ଭରସା: ଅଚଳ ନଳକୂପ-ସୌରଚାଳିତ ପାଣିଟାଙ୍କି

ଲାଞ୍ଜିଗଡ଼,୨୧ା୭(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ବେଡ଼ାଗାଁ ପଞ୍ଚାୟତ ଅଧୀନ ଦେହେଡ଼ାର ବେଲଭଟା ଗାଁରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ଗାଁରେ ୬ଟି…

ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ କିଏ? କରାଟେରେ ପାଇଛନ୍ତି ବ୍ଲାକ ବେଲ୍ଟ, ଓଡ଼ିଶା ସହ ରହିଛି…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସମ୍ପ୍ରତି ତାଙ୍କ ଆନ୍ଦୋଳନ ଏବଂ ଅନଶନ ଯୋଗୁ ଚର୍ଚ୍ଚାରେ ଅଛନ୍ତି। ଇତିମଧ୍ୟରେ, ତାଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri