ସ୍ତ୍ରୀ, ଝିଅମାନଙ୍କୁ ଦେବୀପରି ପୂଜା କରନ୍ତି ଏହି ଅଭିନେତା

ଭୋଜପୁରୀ, ଦକ୍ଷିଣ ଏବଂ ବଲିଉଡ୍‌ ଫିଲ୍ମରେ ଅଭିନୟ କରିସାରିଥିବା ଅଭିନେତା ହେଉଛନ୍ତି ରବି କିଶନ। ରବି ଅଭିନେତା ସାଙ୍ଗକୁ ଜଣେ ଭାଜପା ଏମ୍‌ପି ମଧ୍ୟ। ତେବେ ଆଜି ସେ ଯେଉଁ ସ୍ଥାନରେ ପହଞ୍ଚିଛନ୍ତି ତା’ର ଶ୍ରେୟ ନିଜ ପରିବାରକୁ ଦେଇଛନ୍ତି। ପରିବାରର ସମର୍ଥନ ଯୋଗୁ ଏହି ସଫଳତା ପାଇପାରିଛି ବୋଲି ରବି କୁହନ୍ତି। ଏକ ସାକ୍ଷାତକାରରେ ରବି କହିଥିଲେ ଯେ, ସେ ସର୍ବଦା ମହିଳାଙ୍କ ସହ ରହିଆସିଛନ୍ତି। ସେ ମା’ ହୁଅନ୍ତି ଅବା ସ୍ତ୍ରୀ, ନିଜ ଝିଅମାନେ। ଏଥିସହ ରବି ନିଜ ସ୍ତ୍ରୀ ଏବଂ ଝିଅମାନଙ୍କୁ ଦେବୀପରି ପୂଜା କରନ୍ତି ବୋଲି ମଧ୍ୟ କହିଛନ୍ତି।

ରବିଙ୍କର ୩ଟି ସନ୍ତାଅ ଅଛନ୍ତି। ସେମାନଙ୍କ ମଧ୍ୟରେ ୩ ଝିଅ ଏବଂ ଜଣେ ପୁଅ।


All Right Reserved By Dharitri.Com

୪ଦିନରେ ଶୁଟିଂ ହୋଇଥିଲା ଏହି ହୋଲି ଗୀତ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଓ ରଣବୀର କପୁରଙ୍କ ଫିଲ୍ମ ‘ୟେ ଜଓ୍ବାନୀ ହେ ଦିଓ୍ବାନୀ’ର ଗୀତ ‘ବଲମ ପିଚ୍‌କାରୀ’ ସବୁଠାରୁ ଚର୍ଚ୍ଚିତ ଓ...

ବନ୍ୟାଘେରରୁ ଉଦ୍ଧାର ହେଲେ ମାଲାୟାଲମ ଅଭିନେତ୍ରୀ

ଶିମ୍‌ଲା,୨୦।୮: ଦେଶର ବହୁ ରାଜ୍ୟ ଏବେ ବନ୍ୟା ଘେରରେ ରହିଛି। ତେବେ ବନ୍ୟା ପ୍ରଭାବିତ ଅଞ୍ଚଳରେ ଫଶି ରହିଥିବା ମାଲାୟାଲମର ଜଣାଶୁଣା ଅଭିନେତ୍ରୀ ମଞ୍ଜୁ ଓ୍ବାରିୟର,...

ପୃଥ୍ବୀରାଜର ଶୁଟିଂ ଆରମ୍ଭ କଲେ ମାନୁଷୀ, ଅକ୍ଷୟଙ୍କ ସହ ଡେବ୍ୟୁ କରିବାର ମିଳିଛି ସୁଯୋଗ

ବମ୍ବେ: ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ ମାନୁଷୀ ଛିଲ୍ଲର। ୨୦୧୭ରେ ବିଶ୍ୱ ସୁନ୍ଦରୀ ଆଖ୍ୟା ପାଇବା ପରେ ସେ ସୁଯୋଗ ଅପେକ୍ଷାରେ ରହିଥିଲେ। ଶେଷରେ...

‘ଓ୍ବାର’ରେ ହ୍ରିତିକ୍‌, ଟାଇଗର

ମୁମ୍ବାଇ: ଆଗାମୀ ଫିଲ୍ମ ‘ଓ୍ବାର’ ପାଇଁ ବଲିଉଡ ଷ୍ଟାର ହ୍ରିତିକ୍‌ ରୋଶନ ଏବଂ ଟାଇଗର ଶ୍ରଫ୍‌ଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ ଦୃଶ୍ୟ ବେଶ୍‌ ଆମୋଦଦାୟକ। ଏଥି...

କରୋନାକୁ ହରାଇଲେ ମୋହିନା

ବମ୍ବେ: କରୋନାକୁ ହରାଇଛନ୍ତି ୟେ ରିସ୍ତା କ୍ୟା କେହଲାତା ହୈ ଫେମ୍‌ ମୋହିନା କୁମାରୀ ସିଂ। ଏକ ମାସ ତଳେ କୋଭିଡ-୧୯ରେ ସଂକ୍ରମିତ ହୋଇଥିଲେ ମୋହିନା।...

ପ୍ରଶଂସକଙ୍କୁ ପାଣି ପିଇବାର ସଠିକ୍‌ ପ୍ରକ୍ରିୟା ଶିଖାଇଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ର ମୋଷ୍ଟ ଷ୍ଟାଇଲିଷ୍ଟ ଅଭିନେତ୍ରୀ ମଲାଇକା ଅରୋରା ନିଜ ଷ୍ଟାଇଲ୍‌କୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସବୁବେଳେ ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ମଲାଇକାଙ୍କ...

ଅଭିନେତ୍ରୀ ହୋଇ ନ ଥିଲେ..

ବଲିଉଡ୍‌ରେ ପ୍ରିୟଙ୍କା ଚୋପ୍ରା ଜଣେ ପରିଚିତା ଅଭିନେତ୍ରୀ। ବେଶ୍‌ କେତୋଟି ହିନ୍ଦୀ ସିନେମାରେ ଅଭିନୟ କରି ସେ ଦର୍ଶକଙ୍କ ମନ ଜିଣିବାରେ ସକ୍ଷମ ହୋଇଛନ୍ତି। ବର୍ତ୍ତମାନ...

ବଲିଉଡ୍‌ରେ ୧୦ ବର୍ଷ ପୂରଣ କରିବାକୁ ଯାଉଛନ୍ତି ସୋନାକ୍ଷୀ

ମୁମ୍ବାଇ: ବଲିଉଡ୍‌ ଦବଙ୍ଗ ଗର୍ଲ ସୋନାକ୍ଷୀ ସିହ୍ନା ତାଙ୍କ ଅପ୍‌ କମିଂ ଫିଲ୍ମ ‘ଦବଙ୍ଗ-୩’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ନିକଟରେ ସେ ଏକ ସାକ୍ଷାତ୍‌କାରରେ କିଛି...

Coronavirus Update



Archives

Model This Week

Why Dharitri

Leave a comment

Your email address will not be published. Required fields are marked *