ପୁଣି ସିନେମାକୁ ଫେରିବେ ଏହି ଅଭିନେତା

ମୁମ୍ବାଇ : ରାମାନନ୍ଦ ସାଗରଙ୍କ ଧାରାବାହିକ ‘ରାମାୟଣ’ରେ ରାମ ଭୂମିକାରେ ଅଭିନୟ କରିଥିବା ଅଭିନେତା ଅରୁଣ ଗୋଭିଲ ଏବେ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ତାଙ୍କର ଅଭିନୟରେ ସମସ୍ତଙ୍କୁ ବାନ୍ଧି ରଖୁଥିବା ଅରୁଣ ଏବେ ପୁଣି ସନେମା ଦୁନିଆକୁ ଫେରିବେ। ପାଖାପାଖି ଦେଢ ଦଶନ୍ଧି ପରେ ପୁଣି ତାଙ୍କୁ ରାମ ଭୂମିକାରେ ଦେଖିବାକୁ ପାଇବେ ଦର୍ଶକ । ଅଭିନେତା ଅକ୍ଷୟ କୁମାରଙ୍କ କମେଡି ଫିଲ୍ମ ‘ଓ ମାଇ ଗଡ’ ର ଦ୍ବିତୀୟ ଭାଗରେ  ସେ ଭଗବାନ ରାମଙ୍କ ଚରିତ୍ରରେ ନଜର ଆସିବେ ।

ଏହା ସହିତ ଏଥିରେ ପଙ୍କଜ ତ୍ରିପାଠୀ, ପରେଶ ରାଓ୍ବଲ, ୟାମି ଗୌତମ ମଧ୍ୟ ନଜର ଆସିବେ। ଅଶ୍ୱିନ ବର୍ଦ୍ଦେ ଓ ଅକ୍ଷୟ କୁମାର ଫିଲ୍ମ ର୍ନିମାତାରେ ଥିବାବେଳେ, ଅମିତ୍‌ ରାୟ ଏହାର ନିର୍ଦ୍ଦେଶନା ଦାୟିତ୍ୱ ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜ ରାଜବଂଶର ସ୍ମୃତି : ଲୋକଙ୍କ ଦାନରେ ଚାଲିଛି କୁଲାଡ ଜଗନ୍ନାଥ ମନ୍ଦିର

ଭଞ୍ଜନଗର,୨୬।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଘୁମୁସର ଭଞ୍ଜ ରାଜବଂଶର ସ୍ମୃତି ଭାବେ ପରିଚିତ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ନିର୍ମାଣ ହୋଇଥିଲା। ସେ ସମୟରେ ମନ୍ଦିର ପରିଚାଳନା…

କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: କହୁ କହୁ ବଡ କଥା କହିଦେଲେ ମନ୍ତ୍ରୀ, ନୂତନ ମନ୍ତ୍ରିମଣ୍ଡଳରେ….

ଭୁବନେଶ୍ୱର,୨୬।୫: ଓଡ଼ିଶାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣକୁ ନେଇ ଚର୍ଚ୍ଚା ମଧ୍ୟରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବଡ ଅପଡେଟ ଦେଇଛନ୍ତି। ସେ କହିଛନ୍ତି ଯେ, କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ…

ପୁଣି କରୋନା ଭଳି ହେବ ଲକ୍‌ଡାଉନ! ଇବୋଲା ଭୂତାଣୁକୁ ନେଇ ଭାରତରେ ହାଇଆଲର୍ଟ: ଜାଣନ୍ତୁ ସରକାରଙ୍କ ଗାଇଡଲାଇନ

ନୂଆଦିଲ୍ଲୀ, ୨୬।୫: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହିତ ଏକ ବୈଠକରେ ଇବୋଲା ନିବାରଣ, ନିରୀକ୍ଷଣ ଏବଂ ଜରୁରୀକାଳୀନ ପ୍ରତିକ୍ରିୟା ବ୍ୟବସ୍ଥା ସମୀକ୍ଷା କରାଯାଇଛି। କେନ୍ଦ୍ର…

ନୀତିନ ନବୀନଙ୍କୁ ଭେଟିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୨୬।୫: ଭାଜପାରେ ଆନୁଷ୍ଠାନିକ ଭାବେ ଯୋଗଦାନ  ପରେ ଦେବାଶିଷ ସାମନ୍ତରାୟ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଛନ୍ତି। ସୂଚନା ଅନୁସାରେ, ଦେବାଶିଷ ସାମନ୍ତରାୟ ଭାଜପାରେ ଯୋଗଦାନ…

ଭଡ଼ା ଘରୁ ମିଳିଲା ଯୁବତୀଙ୍କ ମୃତଦେହ: ହତ୍ୟା ନା ଆତ୍ମହତ୍ୟା?

ଭୁବନେଶ୍ୱର,୨୬।୫: ରାଜଧାନୀରେ ଚାଞ୍ଚଲ୍ୟ। ଭୁବନେଶ୍ୱର ପାହାଳ ଅଞ୍ଚଳ ଏକ ଭଡ଼ା ଘରୁ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଯୁବତୀ ଜଣକ ଭଦ୍ରକ ବାସୁଦେବପୁର…

ଜିଲାପାଳଙ୍କୁ ବାସି ଜଳଖିଆ ଦେଇ ଫସିଲେ ହୋଟେଲ ମାଲିକ, ପ୍ରଶାସନର ଏକ ଟିମ ହୋଟେଲରେ ପହଞ୍ଚି…

ନବରଙ୍ଗପୁର,୨୬।୫(ସଦାଶିବ ପ୍ରହରାଜ):, ନବରଙ୍ଗପୁର ଜିଲା ରାଇଘର ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ଯୁଗ୍ମ ଜନ ଶୁଣାଣିବେଳେ ଜିଲାପାଳ ମହେଶ୍ବର ସ୍ବାଇଁଙ୍କୁ ବାସି ଏବଂ ନିମ୍ନମାନର ଜଳଖିଆ ପ୍ରଦାନ ଘଟଣାକୁ…

ଇନଷ୍ଟାଗ୍ରାମରୁ ୨୦୦ ପୋଷ୍ଟ ଡିଲିଟ୍ କଲେ ଅର୍ଶଦୀପ; DP ମଧ୍ୟ ବଦଳାଇଲେ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୨୬।୫: IPL ୨୦୨୬ରେ ପଞ୍ଜାବ କିଙ୍ଗସର ଅଭିଯାନ ସମାପ୍ତ ହେବା ସହିତ, ଅର୍ଶଦୀପ ସିଂଙ୍କ ପାଇଁ ମଧ୍ୟ ସିଜିନ୍ ଶେଷ ହୋଇଗଲା। ପଞ୍ଜାବ କିଙ୍ଗସ ଦଳର ସଦସ୍ୟ…

ଜଣାପଡିଗଲା: ଦେବାଶିଷଙ୍କ ପରେ ଏହି ଏମ୍‌ପି ଛାଡିବେ ବିଜେଡି! କହୁ କହୁ ସତ କହିଦେଲେ ଭାଜପା ନେତା

ଭୁବନେଶ୍ୱର,୨୬।୫: ଭାଙ୍ଗୁଛି ବିଜେଡି। ଦେବାଶିଷଙ୍କ ପରେ ବିଜେଡି ଛାଡି ପାରନ୍ତି ଆଉ କିଛି ଏମ୍‌ପି। ଏନେଇ ଭାଜପା ନେତା ଦାବି କରିଛନ୍ତି। ବିଶେଷ କରି ଉପକୂଳ ଓଡ଼ିଶାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri