ଏହି ଅଭିନେତାଙ୍କ ଝିଅ କରିଥିଲେ ଏମିତି ଭୁଲ୍‌ : ହରାଇବାକୁ ପଡ଼ିଥିଲା ଆତ୍ମସମ୍ମାନ

ବଲିଉଡ ଅଭିନେତା ସଞ୍ଜୟ ଦତ୍ତଙ୍କ ଝିଅ ତ୍ରିଶାଳା ଦତ୍ତ ନିକଟରେ ଇନ୍‌ଷ୍ଟାଗ୍ରାମରେ ତାଙ୍କ ଫଲୋଅର୍ସଙ୍କ ସହ ‘ଆକ୍ସ ମି ଏନିଥିଙ୍ଗ’ ସିଜିନ୍‌ରେ ଯୋଡି ହୋଇଥିଲେ। ଯେଉଁଠାରେ ସେ ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ଅନେକ କଥା କହିଥିଲେ। ତ୍ରିଶାଳା ତାଙ୍କ ପ୍ରଶଂସକଙ୍କ ସମସ୍ତ ପ୍ରଶ୍ନର ଉତ୍ତର ଦେଇଥିଲେ। ଆମେରିକାରେ ରହୁଥିବା ସାଇକୋ ଥେରାପିଷ୍ଟ ତ୍ରିଶାଳା ତାଙ୍କ ପୂର୍ବ ପ୍ରେମିକଙ୍କ ସହିତ ତିକ୍ତ ସମ୍ପର୍କ ବିଷୟରେ ପ୍ରକାଶ କରିଥିଲେ ଏବଂ ତାଙ୍କ ପୂର୍ବତନ ପ୍ରେମିକଙ୍କ ସହିତ ସମ୍ପର୍କ କେତେ ଖରାପ ତାହା ମଧ୍ୟ ପ୍ରକାଶ କରିଥିଲେ। ଏହି ସମ୍ପର୍କ ପାଇଁ ସେ କିପରି ଏକୁଟିଆ ହୋଇଯାଇଥିଲେ ବୋଲି କହିଛନ୍ତି।
ଜଣେ ଉପଭୋକ୍ତା ତାଙ୍କୁ ପଚାରିଥିଲେ ଯେ, ସେ କେବେ ଭୁଲ କରିଛନ୍ତି କି? ସେ ତାଙ୍କର ଅତୀତ ସମ୍ପର୍କରେ କିଛି ରହସ୍ୟ ଖୋଲିଥିଲେ ଏବଂ ତାଙ୍କ ପୂର୍ବ ପ୍ରେମିକ ସହିତ ସମ୍ପର୍କ କେତେ ଖରାପ ତାହା କହିଥିଲେ। ସେ କହିଛନ୍ତି, ଏହା ଏକ ଲମ୍ବା କାହାଣୀ। କିଛି ବର୍ଷ ପୂର୍ବେ, ଯାହାଙ୍କୁ ମୁଁ ଡେଟ୍‌ କରୁଥିଲି, ମୁଁ ଏହାକୁ ଡେଟିଂ ବୋଲି କହୁଛି କାରଣ ମୁଁ ନିଜେ ଡେଟ କରୁଥିଲି। ସେ ଆଦୌ ଏହି ସମ୍ପର୍କରେ ନ ଥିଲେ। ମୁଁ ତାଙ୍କୁ ଭାବିବାକୁ ଏକ ସପ୍ତାହ ସମୟ ଦେଇଥିଲି। ମୁଁ ଏଥିପାଇଁ ମୋର ଆତ୍ମସମ୍ମାନ ହରାଇଥିଲି। ସେ ମୋତେ ଅଳିଆ ପରି ବ୍ୟବହାର କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri