ମନ୍ତ୍ରୀଙ୍କ ଝିଅକୁ ହୃଦୟ ଦେଇଥିଲେ ଏହି ଅଭିନେତା, ଆଉ ତା’ ପରେ

୧୯୭୬ ମସିହା ସେପ୍ଟେମ୍ବର ୩ରେ ବଲିଉଡ୍‌ ଅଭିନେତା ବିବେକ ଓବରୟ ହାଇଦ୍ରାବାଦରେ ଜନ୍ମ ହୋଇଥିଲେ। ବିବେକ ତାଙ୍କ ପ୍ରଫେସନାଲ ଲାଇଫ୍‌କୁ ନେଇ ଯେତିକି ଚର୍ଚ୍ଚାରେ ରହୁଥିଲେ, ତାଠୁ ଅଧିକ ଚର୍ଚ୍ଚାରେ ରହୁଥିଲେ ତାଙ୍କ ପର୍ସନାଲ ଲାଇଫକୁ ନେଇ । ଆଜି ତାଙ୍କ ଜନ୍ମଦିନ ଅବସରରେ ଜାଣନ୍ତୁ ତାଙ୍କ ସମ୍ପର୍କିତ କିଛି ବିଶେଷ କଥା।
ଐଶ୍ୱର୍ଯ୍ୟାଙ୍କ ସହ ପ୍ରେମ ସମ୍ପର୍କ ନେଇ ଚର୍ଚ୍ଚାରେ ଥିବା ବିବେକ ସଲମାନଙ୍କଠାରୁ ଧମକ ଶୁଣିଥିଲେ । ପରେ ସେ ଐଶ୍ୱର୍ଯ୍ୟାଙ୍କ ସହ ବ୍ରେକ୍‌ଅପ କରିଥିଲେ। ତାଙ୍କ ପରେ ବିବେକ କୌଣସି ଅଭିନେତ୍ରୀଙ୍କୁ ଡେଟ କରିବା ଖବର ଆସି ନଥିଲା। ଏପରିକି ସେ କିଛି ଦିନ ପାଇଁ ଫିଲ୍ମ ଇଣ୍ଡଷ୍ଟ୍ରିରୁ ଅଦୃଶ୍ୟ ହୋଇଥିଲେ। ଐଶ୍ୱର୍ଯ୍ୟାଙ୍କ ସହ ସମ୍ପର୍କ ଭାଙ୍ଗିବା ପରେ ୨୦୧୦ ମସିହାରେ ବିବାହ କରିଥିଲେ। ତାଙ୍କ ସ୍ତ୍ରୀ ପ୍ରିୟଙ୍କା ଅଲଭା କର୍ଣ୍ଣାଟକର ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଜୀବରାଜ ଅଲଭାଙ୍କ ଝିଅ। ବିବେକ ଏବଂ ପ୍ରିୟଙ୍କାଙ୍କ ପ୍ରେମ କାହାଣୀ ଅତ୍ୟନ୍ତ ରୋଚକପୂର୍ଣ୍ଣ।

ବିବେକ ପ୍ରିୟଙ୍କାଙ୍କ ଠାରୁ ପ୍ରକୃତ ପ୍ରେମ ପାଇଲେ। ପରେ ସେ ତାଙ୍କ ପ୍ରେମରେ ପାଗଳ ହୋଇଯାଇଥିଲେ। ପ୍ରିୟଙ୍କା ଜଣେ ସାମାଜିକ କର୍ମୀ ଏବଂ ଅନେକ ଏନଜିଓ ପାଇଁ କାର୍ଯ୍ୟ କରିଛନ୍ତି। ଉଭୟ ସୋସିଆଲ ମିଡିଆରେ ବହୁତ ସକ୍ରିୟ । ପ୍ରିୟଙ୍କା ଫିଲ୍ମ ଇଣ୍ଡଷ୍ଟ୍ରିର ନ ହୋଇ ସୁଦ୍ଧା ସେ ବିବେକଙ୍କ କାର୍ଯ୍ୟକୁ ବୁଝନ୍ତି। ତାଙ୍କୁ ସମ୍ପୂର୍ଣ୍ଣ ସମର୍ଥନ କରନ୍ତି । ଅନ୍ୟପକ୍ଷରେ ବିବେକ ପ୍ରିୟଙ୍କାଙ୍କୁ ତାଙ୍କ ଏନଜିଓ କାର୍ଯ୍ୟରେ ସମର୍ଥନ କରନ୍ତି। ବିବେକ ଓ ପ୍ରିୟଙ୍କାଙ୍କର ଦୁଇଟି ସନ୍ତାନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri