୧୩ ବର୍ଷ ବୟସରେ ମା’ ହୋଇଥିଲେ ଏହି ଅଭିନେତ୍ରୀ: ରଜନୀକାନ୍ତଙ୍କଠାରୁ ବି ନେଇଥିଲେ ଅଧିକ ପାରିଶ୍ରମିକ

ବଲିଉଡ୍‌ ‘ଚାନ୍ଦ୍‌ନୀ’ ଭାବରେ ପରିଚିତ ଅଭିନେତ୍ରୀ ଶ୍ରୀଦେବୀ ଏବେ ମଧ୍ୟ ଲୋକଙ୍କ ମନରେ ଜୀବିତ ଅଛନ୍ତି। ଫିଲ୍ମ ଇଣ୍ଡଷ୍ଟ୍ରି ତାଙ୍କ ବଳିଷ୍ଠ ଅଭିନୟ ଯୋଗୁ ନୂତନ ପରିଚୟ ପାଇଥିଲା । ଫିଲ୍ମ ‘ଜୁଲି’ରେ ଶିଶୁ କଳାକାର ଭାବରେ ବଲିଉଡରେ କ୍ୟାରିଅର୍‌ ଆରମ୍ଭ କରିଥିଲେ। ଶ୍ରୀଦେବୀ ହିନ୍ଦୀ, ତାମିଲ, ତେଲୁଗୁ, ମାଲାୟାଲମ ଏବଂ କନ୍ନଡ ଫିଲ୍ମରେ କାମ କରିଥିଲେ। କିନ୍ତୁ ଖୁବ କମ ଲୋକ ଜାଣନ୍ତି ଯେ ଶ୍ରୀଦେବୀ କେବଳ ୪ ବର୍ଷ ବୟସରେ ନିଜ କ୍ୟାରିଅର୍‌ ଆରମ୍ଭ କରିଥିଲେ। କେବଳ ଏତିକି ନୁହେଁ, ଏକ ସମୟ ଥିଲା ଯେତେବେଳେ ଶ୍ରୀଦେବୀ ଅଭିନେତାମାନଙ୍କ ଅପେକ୍ଷା ଅଧିକ ପାରିଶ୍ରମିକ ନେଉଥିଲେ। ଶ୍ରୀଦେବୀଙ୍କ ଜୀବନ ସହିତ ଜଡିତ ଏପରି କଥା ଜାଣନ୍ତୁ ଯେତେବେଳେ ସେ ମାତ୍ର ୧୩ ବର୍ଷ ବୟସରେ ମା’ ହୋଇଥିଲେ ।

୧୯୬୦ ମସିହାରେ ବାଲାଚାନ୍ଦଙ୍କ ଦ୍ୱାରା ନିର୍ଦ୍ଦେଶିତ ଫିଲ୍ମ ‘ମୁଣ୍ଡୁରୁ ମୁଦିଚୁ’ରେ କମ ବୟସ ସତ୍ତ୍ୱେ ଜଣେ ବୟସ୍କା ମହିଳା ଭୂମିକାରେ ଅଭିନୟ କରିଥିଲେ। ସେତେବେଳେ ଶ୍ରୀଦେବୀଙ୍କୁ ମାତ୍ର ୧୩ ବର୍ଷ ବୟସ ହୋଇଥିଲା। ସେ ଏହି ଚଳଚ୍ଚିତ୍ରରେ ଶ୍ରୀ ଆମ୍ମା ୟାଙ୍ଗର୍‌ ଆୟାପନ ନାମକ ଜଣେ ବିବାହିତ ମହିଳାଙ୍କ ଭୂମିକାରେ ଅଭିନୟ କରିଥିଲେ। ଏହି ଫିଲ୍ମ କରିବା ସମୟରେ ରଜନୀକାନ୍ତଙ୍କୁ ୨୫ ବର୍ଷ ଏବଂ ଶ୍ରୀଦେବୀଙ୍କୁ ୧୩ ବର୍ଷ ବୟସ ହୋଇଥିଲା।

ଏହି ଚଳଚ୍ଚିତ୍ରରେ ଶ୍ରୀଦେବୀ ୧୩ ବର୍ଷ ବୟସରେ ରଜନୀକାନ୍ତଙ୍କ ସାବତ ମା’ ଭୂମିକାରେ ଅଭିନୟ କରିଥିଲେ। ଯେଉଁଥିରେ ରଜନୀକାନ୍ତଙ୍କଠାରୁ ପ୍ରତିଶୋଧ ନେବାକୁ ଶ୍ରୀଦେବୀ ତାଙ୍କ ବାପାଙ୍କୁ ବିବାହ କରିଥିଲେ।

ଏହ ି ଫିଲ୍ମରେ ଶ୍ରୀଦେବୀ ରଜନୀକାନ୍ତଙ୍କଠାରୁ ଅଧିକ ପାରିଶ୍ରମିକ ନେଇଥିଲେ। ଏହି ଫିଲ୍ମ ପାଇଁ ଶ୍ରୀଦେବୀଙ୍କୁ ୫୦୦୦ ଟଙ୍କା ଦିଆଯାଇଥିବା ବେଳେ ରଜନୀକାନ୍ତଙ୍କୁ ୨୦୦୦ ଟଙ୍କା ମିଳିଥିଲା। ସେହି ସମୟରେ ଏହା ଅଧିକ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?