ବ୍ରେକ୍‌ଅପ୍‌ ପରେ ବୋଲ୍ଡ ହେଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ର୍ରୀ ସୁସ୍ମିତା ସେନ୍‌ ଇଣ୍ଡଷ୍ଟ୍ରିରେ ନିଜର ସୁନ୍ଦର ଚେହେରା ଏବଂ ବୋଲ୍ଡନେସ୍‌କୁ ନେଇ ଆଜିକାଲି ଚର୍ଚ୍ଚାରେ ରହୁଛନ୍ତି। ସୁସ୍ମିତା ପ୍ରଫେଶନାଲ ଲାଇଫ୍‌ଠାରୁ ଆରମ୍ଭ କରି ପର୍ସନାଲ ଲାଇଫ୍‌ ପର୍ଯ୍ୟନ୍ତ ଚର୍ଚ୍ଚାରେ ରହିଥାନ୍ତି। କେତେବେଳେ ସୁସ୍ମିତା ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ତ ଆଉ କେତେବେଳେ ବୟଫ୍ରେଣ୍ଡ୍‌ ରୋହମନ ଶଲଙ୍କ ସହିତ ବ୍ରେକ୍‌ଅପ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏବେ ଅଲଗା ହେବା ପରେ ମଧ୍ୟ ଦୁହିଁଙ୍କୁ ଏକାଠି ଦେଖିବାକୁ ମିଳୁଛି। ଅନ୍ୟପକ୍ଷରେ ସୁସ୍ମିତା ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌। ଏବେ ସେ ତାଙ୍କର ହଟ୍‌ ଏବଂ ବୋଲ୍ଡନେସ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ସୁସ୍ମିତାଙ୍କର ଏକ ବୋଲ୍ଡ ଫଟୋ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି।

ସୁସ୍ମିତା ତାଙ୍କ ଇନ୍‌ଷ୍ଟାଗ୍ରାମରେ ନିଜର ଏକ ହଟ୍‌ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ସେ ସମସ୍ତଙ୍କୁ ପାଗଳ କରିଦେଇଛନ୍ତି। ସୁସ୍ମିତା ତାଙ୍କର ଛୁଟି ମନାଉଥିବା ନଜର ଆସିଛନ୍ତି। ଫଟୋରେ ସୁସ୍ମିତା ଆନିମଲ ପ୍ରିଣ୍ଟର ଏକ ଡ୍ରେସ୍‌ ପିନ୍ଧି ଜାହାଜ ଉପରେ ବସିଛନ୍ତି। ସେ ତାଙ୍କର କେଶ ମୁକୁଳା କରିଛନ୍ତି। ଆଖିରେ କଳା ରଙ୍ଗର ଏକ ଚଷମା ପିନ୍ଧି ତାଙ୍କ ଲୁକ୍‌କୁ ଆହୁରି ଆକର୍ଷଣୀୟା କରିଛନ୍ତି। ଫଟୋ ଉପରୁ ପ୍ରଶଂସକଙ୍କ ନଜର ହଟୁନି।


Enter your email to get our daily news in your inbox.

All Right Reserved By Dharitri.Com

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର…

ଭାରସାମ୍ୟ ହରାଇ ଟ୍ୟାଙ୍କର୍‌ ଦୁର୍ଘଟଣା: ଗାଡି ଭିତରେ ଚାପି ହୋଇଗଲେ

ଲାଞ୍ଜିଗଡ,୧୫।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣା ଓ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥ ଢ଼େପଗୁଡାଠାରେ ଏକ ଆଲୁମିନା ପାଉଡର ବୋଝେଇ ବଲକର ରବିବାର…

ମଦ ଦୋକାନକୁ ତୀବ୍ର ବିରୋଧ: ହଜାରରୁ ଅଧିକ ଲୋକଙ୍କ ଜନଆନ୍ଦୋଳନ

ତିହିଡ଼ି,୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀ ହରିହଂସ କୀର୍ତ୍ତନ ମଣ୍ଡପ ପରିସରରେ ଆଜି ହଜାରରୁ ଅଧିକ ମହିଳା ଓ ପୁରୁଷ ଏକତ୍ରିତ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ଲୁଟି ନେଲେ ଟଙ୍କା ସହ ଲକ୍ଷାଧିକ ସୁନା ଅଳଙ୍କାର

ନୀଳଗିରି, ୧୫/୦୬,(ପ୍ରଶାନ୍ତ କୁମାର ବିଶ୍ବାଳ):କଳାକନା ବୁଲାଇଲେ ଦୁର୍ବୃତ୍ତ। ରବିବାର ରାତି ପ୍ରାୟ ୮ଟା ୩୦ ରୁ ୯ ଟା ୩୦ ମିନିଟ ସମୟରେ ଚୋରି ହୋଇଥିବାର ଅନୁମାନ।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ନିର୍ମାଣାଧିନ ପୋଲ ତଳକୁ ଖସି ୨ ମୃତ

ନୀଳଗିରି,୧୫।୬,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ବରହମପୁର ଥାନା ଶେରଗଡ଼ ନୀଳଗିରି ଝରଣଘାଟି ରାସ୍ତା ୧୯ ନମ୍ବର ରାଜ୍ୟ ରାଜପଥର ତେଲିପାଳ ନିକଟରେ ପହିଲି ରଜ ରବିବାର…

ଆଦାୟ ହେଉଛି ରାଜସ୍ବ, ହେଉନି ପଙ୍କୋଦ୍ଧାର, ଶୁଖିଲା ପଡ଼ିଛି ପୋଖରୀ

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଅମରପାଲି ଗ୍ରାମରେ ଥିବା ପୋଖରୀଗୁଡ଼ିକର ଦୁରବସ୍ଥାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଗ୍ରାମରେ ମୋଟ୍‌ ୭ଟି…

ଦୁଇ ଓସିଏସ୍‌ଙ୍କୁ ସମ୍ମାନିତ କଲେ ଜିଲାପାଳ, କହିଲେ ସମସ୍ତ ପ୍ରକାରର ଲୋକଙ୍କୁ କିପରି…

କେସିଙ୍ଗା,୧୫ା୬(ତୁମେଶ୍ୱର ସାହୁ): ଓଡ଼ିଶା ପ୍ରଶାସନିକ ସେବାର ଫଳାଫଳ ପ୍ରକାଶିତ ପରେ ଉତ୍ତୀର୍ଣ୍ଣ ହୋଇଥିବା କଳାହାଣ୍ଡି ଜିଲାର କେସିଙ୍ଗା ସହରର ଚତୁର୍ଥ ସ୍ଥାନରେ ଥିବା କନକ ଜୈନ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri