ବିବାହ ପରେ ଅଧିକ ବୋଲ୍ଡ ହେଲେ ଏହି ଅଭିନେତ୍ରୀ

ମୁମ୍ବାଇ: ଛୋଟପରଦାର ଲୋକପ୍ରିୟ ଅଭିନେତ୍ରୀ ମୌନୀ ରୟ ବିବାହ ପରେ ସୋସିଆଲ ମିଡିଆରେ ଏବେ ବହୁତ ରୋମାଣ୍ଟିକ୍‌ ଫଟୋ ଶେୟାର କରୁଛନ୍ତି। ସୁରଜ ନାମ୍ବିଆରଙ୍କ ସହ କିଛିଦିନ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ ମୌନୀ। ଏବେ ସେ ହନିମୁନ୍‌ରେ ଯାଇଛନ୍ତି। କଶ୍ମୀରରେ ଥାଇ ପ୍ରଶଂସକମାନଙ୍କ ସହ ଯୋଡ଼ି ହୋଇ ରହିବାକୁ ସେ ଫଟୋ ଶେୟାର କରିଛନ୍ତି। ଭାଇରାଲ ହୋଇଥିବା ଭିଡିଓରେ ମୌନୀ ବରଫ ଆଚ୍ଛାଦିତ ସ୍ଥାନରେ ସ୍ବାମୀଙ୍କ ସହ ଭରପୂର ମଜା ନେଉଛନ୍ତି।

ମୌନୀ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ କିଛି ସମୟ ପୂର୍ବରୁ ଏକ ଫଟୋ ଶେୟାର କରିଛନ୍ତି। ସେ ଏକ କଳା ରଙ୍ଗର ମୋନୋକିନିରେ ହଟ୍‌ ପୋଜ୍‌ ଦେଇଛନ୍ତି। ଫଟୋ ଶେୟାର କରି ସେ କ୍ୟାପଶନରେ ଲେଖିଛନ୍ତି, ‘ବେବି ଇଟ୍‌ସ କୋଲ୍ଡ ଆଉଟ୍‌ସାଇଡ୍‌’। ଏହି ଫଟୋଗୁଡ଼ିକ ସ୍ବାମୀ ସୁରଜ ନାମ୍ବିଆର୍‌ କ୍ଲିକ୍‌ କରିଛନ୍ତି। ତେଣୁ ଦ୍ୱିତୀୟ ଫଟୋରେ ମୋନୀ ସୁଇମିଂ ପୁଲ୍‌ରେ ପାଦ ରଖିଥିବାର ନଜର ଆସିଛନ୍ତି। ତାଙ୍କ ପଛପଟେ ବରଫର ମନୋରମ ଦୃଶ୍ୟ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାକେଶଙ୍କ ହାତରେ ହାତ ଛନ୍ଦି ଡିନର୍‌ ଡେଟ୍‌ରେ ଗଲେ ଶିଳ୍ପାଙ୍କ ଭଉଣୀ; ଭାଇରାଲ ହେଉଛି…

ବମ୍ବେ: ବିବାଦୀୟ ରିଆଲିଟି ଶୋ’ ‘ବିଗ୍‌ବସ୍‌’ରେ ଅନେକ କଳାକାର ଲିଙ୍କଅପ୍‌କୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଠିକ୍‌ ସେଭଳି କିଛି ଘଟିଛି ଲୋକପ୍ରିୟ ଅଭିନେତା ରାକେଶ ବାପତଙ୍କ...

ସୁପରହିଟ୍‌ ଫିଲ୍ମରେ କାମ ନ କରି ପଶ୍ଚାତ୍ତାପ କରୁଛନ୍ତି ଏହି କଳାକାର

ବଲିଉଡ୍‌ର ୯୦ ଦଶକର ସୁପରହିଟ୍‌ ଫିଲ୍ମ ‘ରାଜା ହିନ୍ଦୁସ୍ତାନୀ’ ଏବଂ ‘ଦିଲ୍‌ ତୋ ପାଗଲ ହୈ’ ପାଇଁ ନିର୍ମାତାଙ୍କର ପ୍ରଥମ ପସନ୍ଦ ଥିଲେ ଜୁହି ଚାଓ୍ବଲା।...

ପ୍ରଥମ ସ୍ତ୍ରୀ ଅମ୍ରିତାଙ୍କ ପ୍ରଶଂସାରେ ସୈଫ୍‌

ଅଭିନେତା ସୈଫ୍‌ ଅଲ୍ଲୀ ଖାନ୍‌ ତାଙ୍କର ପ୍ରଥମ ସ୍ତ୍ରୀ ଅମ୍ରିତାଙ୍କ ପ୍ରଶଂସାରେ ଲାଗିପଡ଼ିଛନ୍ତି। ସେ ହିଁ ତାଙ୍କୁ କାମ କରିବାର ଶୈଳୀ ଶିଖାଇଛନ୍ତି। ନିଜ କାମକୁ...

କଶ୍ମୀରର ଶେଷ ହିନ୍ଦୁ ରାଣୀଙ୍କ ବାୟୋପିକ୍‌

ମୁମ୍ବାଇ: ବଲିଉଡ୍‌ରେ ଏବେ ବାୟୋପିକ୍‌ର ଟ୍ରେଣ୍ଡ ଚାଲିଛି। ଏହି ପରିପ୍ରେକ୍ଷୀରେ କଶ୍ମୀରରେ ରାଜ କରୁଥିବା ଶେଷ ହିନ୍ଦୁ କୋଟା ରାଣୀଙ୍କ ଉପରେ ଖୁବ୍‌ଶୀଘ୍ର ଏକ ଫିଲ୍ମ...

‘ଯବାନ’ର ରିଲିଜ ଡେଟରେ ହୋଇପାରେ ପରିବର୍ତ୍ତନ

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଶାହାରୁଖ ଖାଁଙ୍କ ଅଭିନୀତ ମୁଭି ‘ଯବାନ’କୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଗଲାଣି । ‘ପଠାନ’ର ସଫଳତା ପରେ ଏବେ ଦର୍ଶକେ...

ଏହି ଡେଟ୍‌ରେ ରିଲିଜ ହେବ ମାଧବନଙ୍କ ବହୁ ପ୍ରତିକ୍ଷିତ ଫିଲ୍ମ

ମୁମ୍ବାଇ: ଅପ୍ରିଲ ୧ରେ ରିଲିଜ ହେବାକୁ ଯାଉଛି ଆର୍‌ ମାଧବନଙ୍କ ଫିଲ୍ମ ରକେଟ୍ରି; ଦ ନାମ୍ବି ଇଫେକ୍ଚ’। ଏହି ଫିଲ୍ମରେ ମାଧବନ କେବଳ ଜଣେ ଅଭିନେତା...

ଚାପୁଡା ଖାଇବା ପରେ ବଦଳିଗଲା କ୍ରିସ ରକଙ୍କ ଭାଗ୍ୟ

ଚଳିତବର୍ଷ ଓସ୍କାର ବିତରଣ ଉତ୍ସବରେ ଏକ ବିବାଦୀୟ ଘଟଣା ଘଟିଥିଲା। ଏହି ସମାରୋହକୁ ହୋଷ୍ଟିଂ କରୁଥିବା କ୍ରିସ ରକଙ୍କୁ ଶକ୍ତ ଚାପୁଡା ମାରିଥିଲେ ଅଭିନେତା ୱିଲ...

ପ୍ରେମିକ ପରିକ୍ଷୀତଙ୍କ ସହ ନିର୍ବନ୍ଧ କଲେ ନୀତି

ମୁମ୍ବାଇ: ପ୍ରଥମେ ବନ୍ଧୁତା ତା’ ପରେ ପ୍ରେମ, ଆଉ ଏବେ ବିବାହ। ଏଭଳି କିଛି ଘଟିଛି ଟେଲି ଅଭିନେତ୍ରୀ ନୀତି ଟେଲରଙ୍କ ଜୀବନରେ। ଟେଲିଭିଜନ ଜଗତରେ...

Advertisement
Archives

Model This Week