କନ୍ୟା ସନ୍ତାନର ମା’ ହେଲେ ଏହି ଅଭିନେତ୍ରୀ

ମୁମ୍ବାଇ: ପ୍ରଥମ କନ୍ୟା ସନ୍ତାନର ମା’ ହେଲେ ଅଭିନେତ୍ରୀ ଶ୍ରୀୟା ସରଣ। ସେ ସୋମବାର ତାଙ୍କ ଇନଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଏଥିରେ ସେ ପ୍ରଥମ ଥର ପାଇଁ ମା’ ହେବାର ସୌଭାଗ୍ୟ ଲାଭ କରିଥିବା ପ୍ରକାଶ କରିଛନ୍ତି। ଏଥିସହିତ ସେ ଏକ ଆଞ୍ଜେଲ ପାଇଥିବାରୁ ଭଗବାନଙ୍କ ନିକଟରେ କୃତଜ୍ଞତା ଜଣାଇଛନ୍ତି। ୨୦୧୮ରେ ଶ୍ରିୟା ଋଷିୟ ଉଦ୍ୟୋଗୀ ଆଣ୍ଡ୍ରେଇ କୋଶଚିଭ୍‌ଙ୍କୁ ବିବାହ କରିଥିଲେ। ଗତବର୍ଷ ସେ ଗର୍ଭବତୀ ଥିବା ନେଇ ଫ୍ୟାନ୍ସଙ୍କୁ ଜଣାଇଥିଲେ। କନ୍ୟା ସନ୍ତାନ ଜନ୍ମ ହେବା ପରେ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ଜିଲାର ୮୮,୨୮୯ ଚାଷୀଙ୍କୁ ୧୭.୮୮ କୋଟିର ସିଏମ୍‌-କିଷାନ ସହାୟତା

କୋରାପୁଟ, ୪।୯ (ଅମିତାଭ ବେହେରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ ଓୟୁଏଟିର…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ…

ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ…

ନବପଞ୍ଚମ ଯୋଗରେ ମାଲାମାଲ ହେବେ ସିଂହ ସମେତ ଏସବୁ ରାଶି: ଖୋଲିବ ଆୟର ଦ୍ୱାର, ଶନିବାରଠୁ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୫ ସେପ୍ଟେମ୍ବର ସକାଳେ ଶୁକ୍ର ଓ ଚନ୍ଦ୍ରଙ୍କ ମଧ୍ୟରେ ଏକ ଶୁଭ ନବପଞ୍ଚମ ଯୋଗ ଗଠନ ହେବ। ଚନ୍ଦ୍ରମା ୫ ସେପ୍ଟେମ୍ବର…

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ, ଶ୍ରୀକୃଷ୍ଣ ମେଳା

ଛତ୍ରପୁର, ୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ଓ ଶ୍ରୀକୃଷ୍ଣ ମେଳା ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ…

ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କହିଲେ ମିଥୁନ ଚକ୍ରବର୍ତ୍ତୀ, ସଭିଏଁ ଆଶ୍ଚର୍ଯ୍ୟ

କୋଲକାତା,୪।୯: ବରିଷ୍ଠ ଅଭିନେତା, ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ଏବଂ ପୂର୍ବତନ ଭାଜପା ରାଜ୍ୟ ସଭା ସାଂସଦ ମିଥୁନ ଚକ୍ରବର୍ତ୍ତୀ ଶୁକ୍ରବାର ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ…

ପୁଣି ପେନଶନ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌, ପେନଶନଧାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍ଲୀ,୪।୯: ୮ମ ବେତନ ଆୟୋଗ (8th Pay Commission) ଗଠନ ହେବାର ୧୦ ମାସ ପୂରଣ ହୋଇସାରିଛି। ଜଷ୍ଟିସ ରଞ୍ଜନା ପ୍ରକାଶ ଦେଶାଇଙ୍କ ଅଧ୍ୟକ୍ଷତାରେ ଗଠିତ ଏହି…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri