କଫି ହାଉସ୍‌ର ସମସ୍ତ କର୍ମଚାରୀଙ୍କ ପାଇଁ ଫିଲ୍ମ ଟିକେଟ୍‌ ବୁକ୍‌ କଲେ ଏହି ଅଭିନେତ୍ରୀ

ଅଭିନେତ୍ରୀ ମୃଣାଳ ଠାକୁରଙ୍କର ଫିଲ୍ମ ଜର୍ସି କିଛି ଦିନ ତଳେ ରିଲିଜ ହୋଇଥିଲା । ଫିଲ୍ମରେ ମୃଣାଳଙ୍କ ବିପକ୍ଷରେ ସାହିଦ୍‌ କପୁରଙ୍କୁ ମଧ୍ୟ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିଥିଲା। ଫିଲ୍ମଟି କ୍ରିକେଟ ଉପରେ ପର୍ଯ୍ୟାବେଶିତ। ମାତ୍ର ଫିଲ୍ମଟି ଏତେ ଭଲ ପ୍ରଦର୍ଶନ କରି ପାରି ନ ଥିଲା। ବର୍ତ୍ତମାନ ମୃଣାଳଙ୍କ ଏପରି କିଛି କାର୍ଯ୍ୟ ତାଙ୍କୁ ପୁଣି ଚର୍ଚ୍ଚାକୁ ଆଣିଛି।
ଫିଲ୍ମ ରିଲିଜ ହେବା ପରେ ମୃଣାଳ ଏବଂ ସାହିଦ୍‌ ଫିଲ୍ମ ଜର୍ସି ପାଇଁ ମୁମ୍ବାଇର ଏକ କଫି ହାଉସର ସମସ୍ତ କର୍ମଚାରୀଙ୍କ ପାଇଁ ଟିକେଟ୍‌ କରିଥିଲେ। ଏପରିକି କର୍ମଚାରୀଙ୍କୁ ନେଇ ଫିଲ୍ମ ଦେଖାଇଥିଲେ।
ମୃଣାଳ କହିଛନ୍ତି, ‘କଫି ହାଉସ୍‌ର କର୍ମଚାରୀମାନେ ବହୁତ ଭଲ ଥିଲେ ତେଣୁ ମୁଁ ଭାବିଲି ଯେବେବି ସେମାନେ କାର୍ଯ୍ୟରୁ ସମୟ ପାଇବେ ମୁଁ ସେମାନଙ୍କୁ ମୋର ଫିଲ୍ମ ଜର୍ସି ଦେଖାଇବି । ମୁଁ ଅନୁଭବ କଲି ଯେ ତାଙ୍କର ସୁନ୍ଦର ହୃଦୟ ଏବଂ ଭଲ ଆଚରଣ ହେତୁ ମୁଁ ତାଙ୍କୁ ଏହି ରିଟର୍ନ ଗିଫ୍ଟ ଦେବି। ପରେ ‘ସେଠାରେ ଉପସ୍ଥିତ ଥିବା ସମସ୍ତେ ମୋତେ ମୋର ପ୍ରଥମ ଫିଲ୍ମକୁ କିପରି ପସନ୍ଦ କଲେ ତାହା ବିଷୟରେ କହିଥିଲେ। ଏହା ଶୁଣିବା ପରେ ମୋତେ ବହୁତ ଖୁସି ଲାଗିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଚଳନ୍ତା ଟ୍ରେନରୁ ଖସିପଡିଲେ ବ୍ୟାଙ୍କ କର୍ମଚାରୀ, ଡାକ୍ତରଖାନା ନେବା ରାସ୍ତାରେ…

ଗୁଣପୁର,୨୫।୫( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି ।…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ

ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଧର୍ମେନ୍ଦ୍ରଙ୍କ…

SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୫।୫: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO) ସୋମବାର SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟରେ ବଢୁଥିବା ହିଟ ୱେଭ୍‌କୁ ଦୃଷ୍ଟିରେ ରଖି CEO ମଧ୍ୟାହ୍ନ…

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri