ପତଳା ଅଣ୍ଟା ଦେଖାଇବାକୁ ଏମିତି ଚ୍ୟାଲେଞ୍ଜ ଦେଲେ ଏହି ଅଭିନେତ୍ରୀ, ଏବେ ହେଉଛନ୍ତି ଟ୍ରୋଲ

କୁହାଯାଏ, ଚାଇନାରେ ନିଜସ୍ବ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ରହିଛି ଏବଂ ଏଠାରେ ବିଭିନ୍ନ ସ୍ତରରେ ପ୍ରତିବନ୍ଧକ ବି ରହିଛି। ମାତ୍ର ଏଥିମଧ୍ୟରେ କିଛି ଲୋକ ଅଛନ୍ତି, ଯେଉଁମାନେ ଅଜବ ଧରଣର ଚ୍ୟାଲେଞ୍ଜ କରନ୍ତି ଏବଂ ଅନ୍ୟମାନଙ୍କୁ ଏମିତି କରିବା ପାଇଁ ଚ୍ୟାଲେଞ୍ଜ ଦେଇଥାନ୍ତି।

ବର୍ତ୍ତମାନ ଚାଇନାରେ #manhuawaistchallange ଖୁବ୍‌ ଟ୍ରେଣ୍ଡ୍‌ କରୁଛି। ଏହି ଚ୍ୟାଲେଞ୍ଜରେ ଜଣେ ଅଭିନେତ୍ରୀ ନିଜର ନମନିୟତା ଓ ପତଳା ଅଣ୍ଟା ଦେଖାଇବାକୁ ଚେଷ୍ଟା କରୁଛନ୍ତି। ଯେମିତି ସାପ ଗତି କରେ ସେମିତି ନମନୀୟ କରି ଦେଖାଇବାକୁ ଚାହୁଁଛନ୍ତି। ଏପରି ଚ୍ୟାଲେଞ୍ଜ ଦେଇଛନ୍ତି ଚାଇନାର ଜଣାଶୁଣା ଅଭିନେତ୍ରୀ ୟାଙ୍ଗ୍‌ ମି। ସେ ତାଙ୍କ ସୋସିଆଲ ମିଡିଆରେ ଏପରି ଫଟୋ ଶେୟାର କରି ଚର୍ଚ୍ଚାକୁ ଆସିଛନ୍ତି। ପ୍ରଥମେ ଅଭିନେତ୍ରୀଙ୍କ ଫିଟ୍‌ନେସକୁ ନେଇ ପ୍ରଶଂସା କରାଯାଉଥିଲା। ମାତ୍ର ପରେ ଏହି ପ୍ରଶଂସା ରାଗରେ ପରିଣତ ହୋଇଛି। ଲୋକେ ଅଭିନେତ୍ରୀଙ୍କୁ ଟ୍ରୋଲ କରୁଛନ୍ତି।

ପରେ ୟାଙ୍ଗ୍‌ ତାଙ୍କ ସୋସିଆଲ ଆକାଉଣ୍ଟରୁ ଏହି ଫଟୋଗୁଡ଼ିକୁ ଡିଲିଟ୍‌ କରିଦେଇଛନ୍ତି। ସେ ୟୁଜରମାନଙ୍କୁ କ୍ଷମା ମଧ୍ୟ ମାଗିଛନ୍ତି। କହିଛନ୍ତି, ମୁଁ ଲୋକମାନଙ୍କୁ ଏକ କଷ୍ଟସାଧ୍ୟ ଚ୍ୟାଲେଞ୍ଜ ଦେଖାଇଥିଲି। ଯାହା ଆଦୌ ଠିକ୍‌ ନୁହେଁ। ଏଣୁ ମୋତେ ସମସ୍ତେ କ୍ଷମା କରି ଦିଅନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇରେ ଦିଗପହଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ; ବିଧାୟକ ଙ୍କ ହସ୍ତକ୍ଷେପ ପରେ ଅଣାଯାଉଛି ମୃତଦେହ, ଗାଁରେ ଶୋକାକୁଳ ପରିବେଶ 

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି…

‘ମୁଁ କନଭର୍ଟ ହେବାକୁ ଚାହୁଁଛି…’ କଙ୍ଗନାଙ୍କ ଗୋଟିଏ ବୟାନ ସୋସିଆଲ ମିଡିଆରେ ଲଗାଇଲା ନିଆଁ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୩।୮: ବଲିଉଡ୍‌ ଅଭିନେତ୍ରୀ BJP ସାଂସଦ କଙ୍ଗନା ରଣାୱତ ପୁଣି ଥରେ ନିଜର ସ୍ପଷ୍ଟବାଦୀ ଅନ୍ଦାଜ ପାଇଁ ଚର୍ଚ୍ଚାରେ। ଏଥର କାରଣ ହେଉଛି ତାଙ୍କର ସୋସିଆଲ୍‌ ମିଡିଆ…

ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…

ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍‌ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍‌ ପେମେଣ୍ଟ ଠକେଇକୁ ରୋକିବା ଏବଂ…

ଭାଜପା ହାତରୁ ଛଡାଇନେଲେ ଆସନ, ବାଙ୍କିପୁରରେ କେମିତି କାମ କଲା ପ୍ରଶାନ୍ତ କିଶୋରଙ୍କ ମାଷ୍ଟରଷ୍ଟ୍ରୋକ୍‌? ଜାଣନ୍ତୁ…

ପାଟନା,୩।୮: ତିନି ଦଶନ୍ଧି ପରେ ନିଜ ଗଡ଼ରେ ଭାଜପାକୁ ବଡ଼ ପରାଜୟର ସାମ୍ନା କରିବାକୁ ପଡ଼ିଛି। ପରିବର୍ତ୍ତନର ଲହରୀରେ ବିହାରର ବାଙ୍କିପୁର ବିଧାନସଭା ଆସନ, ଯାହା ଭାଜପାର…

ଭାଜପାକୁ ଶକ୍ତ ଝଟ୍‌କା: ଶୋଚନୀୟ ଭାବେ ପରାସ୍ତ କଲା କଂଗ୍ରେସ

ଭୋପାଳ,୩।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଫଳାଫଳ ସୋମବାର ଘୋଷଣା କରାଯାଇଛି। ଏହି ଉପନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଏକ…

ଧରିତ୍ରୀର ପ୍ରଭାବ: ପିଲାସାଲୁଙ୍କି କେନାଲରେ ଛଡ଼ାଯିବ ପାଣି

ଖଜୁରୀପଡ଼ା,୩।୮(ବିଦୁର ବେହେରା): ପିଲାସାଲୁଙ୍କି ଡ୍ୟାମ କେନାଲ ପାଣିକୁ ନେଇ ଚାଷୀଙ୍କ ଅସନ୍ତୋଷ ଏବଂ ସମସ୍ୟା ସମ୍ପର୍କରେ ଗତ ଜୁଲାଇ ୩୧ ତାରିଖରେ ’ଧରିତ୍ରୀ’ରେ ଖବର ପ୍ରକାଶ ପାଇବା…

ବାଙ୍କିପୁର ଉପନିର୍ବାଚନରେ ପ୍ରଶାନ୍ତ କିଶୋରଙ୍କୁ ସହଯୋଗ କଲେ ନୀତିଶ କୁମାର, ଜାଣନ୍ତୁ କ’ଣ ଥିଲା ପିକେଙ୍କ ରଣନୀତି

ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବିଜୟ ହାସଲ କରିଛନ୍ତି। ବଡ଼ ବ୍ୟବଧାନରେ ସେ ଭାଜପା ପ୍ରାର୍ଥୀ…

ଛାତିଥରା ଘଟଣା…ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କଲେ ଦୁର୍ବୃତ୍ତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୮: ହରିୟାଣାର ଫରିଦାବାଦ ଜିଲାର ସିକରୌନା ଗାଁରେ ଥିବା ଏକ ସ୍କୁଲରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ଜଣେ ମୁଖା ପିନ୍ଧିଥିବା ଯୁବକ ସ୍କୁଲ ପରିସରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri