କେବଳ ସଲମାନଙ୍କ ପାଇଁ ନାଁ ବଦଳାଇଥିଲେ ଏହି ଅଭିନେତ୍ରୀ , କାରଣ ଜାଣିଲେ …

ବଲିଉଡ୍‌ ଅଭିନେତ୍ରୀ କିଆରା ଆଡଭାନୀ ଧୀରେ ଧୀରେ ଇଣ୍ଡଷ୍ଟ୍ରିରେ ସଫଳତା ପାଇବାରେ ଲାଗିିଛନ୍ତି। ଆଜି କିଆରା ତାଙ୍କର ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୧୯୯୨ ଜୁଲାଇ ୩୧ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। କିଆରାଙ୍କ ବାପା ଜଗଦୀପ ଆଡଭାନୀ ଜଣେ ବଡ ବ୍ୟବସାୟୀ । ତାଙ୍କ ମା’ ଜେନିଭାଇଭ ଜାଫ୍ରେ ଜଣେ ଶିକ୍ଷକ ଅଟନ୍ତି। ଚଳଚ୍ଚିତ୍ରରେ ଅଭିନୟ କରିବା ପୂର୍ବରୁ କିଆରାଙ୍କ ନାମ ଆଲିଆ ଥିଲା। ଡେବ୍ୟୁ ସହିତ ସେ ତାଙ୍କ ନାମ ପରିବର୍ତ୍ତନ କରିଥିଲେ।

କିଆରା ୨୦୧୪ ମସିହାରେ ଫିଲ୍ମ ‘ଫଗଲି’ ସହିତ ବଲିଉଡରେ ଡେବ୍ୟୁ କରିଥିଲେ। ସେତେବେଳେ ସେ ତାଙ୍କ ନାମ ଆଲିଆରୁ କିଆରା ଆଡଭାନୀରେ ପରିବର୍ତ୍ତନ କରିଥିଲେ । ତାଙ୍କ ଡେବ୍ୟୁ ସମୟରେ ଆଲିଆ ଭଟ୍ଟ ଇଣ୍ଡଷ୍ଟ୍ରିରେ ଏକ ବଡ ନାମ ହୋଇସାରିଥିଲେ। ସେ ସଲମାନ ଖାନଙ୍କ ପରାମର୍ଶରେ ତାଙ୍କ ନାମ ପରିବର୍ତ୍ତନ କରିଥିଲେ। ଏକ ସାକ୍ଷାତକାରରେ କିଆରା କହିଥିଲେ ଯେ, ଫିଲ୍ମ ‘ଅଞ୍ଜନା ଅଞ୍ଜାନି’ରେ ପ୍ରିୟଙ୍କାଙ୍କ ଚରିତ୍ରର ନାମ କିଆରା, ଯାହା କାରଣରୁ ସେ ବହୁତ ପ୍ରଭାବିତ ହୋଇଥିଲେ। ତାଙ୍କ ଜନ୍ମଦିନ ଅବସରରେ ଜାଣନ୍ତୁ ତାଙ୍କ ସହ ଜଡିତ କିଛି ବିଶେଷ କଥା।
ଏମ୍‌ଏସ୍‌ ଧୋନୀରେ ସେ ଧୋନୀଙ୍କ ସ୍ତ୍ରୀ ସାକ୍ଷୀ ଭୁମିକାରେ ନଜର ଆସିଥିଲେ ମାତ୍ର ସେ କବିର ସିଂରେ ଅଧକ ଲୋକପ୍ରିୟ ହୋଇପାରିଥିଲେ।
କିଆରା ତାଙ୍କ ବୃତ୍ତିଗତ ଜୀବନ ସହିତ ବ୍ୟକ୍ତିଗତ ଜୀବନ ବିଷୟରେ ଚର୍ଚ୍ଚାରେ ରହିଛନ୍ତି। କିଆରା ସିଦ୍ଧାର୍ଥ ମାଲହୋତ୍ରାଙ୍କୁ ଡେଟ କରୁଛନ୍ତି। ଯଦିଓ ଉଭୟ ଗଣମାଧ୍ୟମ ସାମ୍ନାରେ ଏହି ସମ୍ପର୍କକୁ ଏପର୍ଯ୍ୟନ୍ତ ଗ୍ରହଣ କରିନାହାନ୍ତି। କିନ୍ତୁ ଅଧିକାଂଶ ସମୟ ସେମାନଙ୍କୁ ଏକାଠି ଦେଖିବାକୁ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri