ଶୁଟିଂ ସେଟ୍‌ରେ ପ୍ରବଳ କାନ୍ଦିଥିଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଫିଲ୍ମ ‘ଦି ଗାର୍ଲ ଅନ ଟ୍ରେନ’ଟ୍ରେଲର ନିକଟରେ ରିଲିଜ ହୋଇଛି। ଟ୍ରେଲରକୁ ଦର୍ଶକ ବେଶ୍‌ ପସନ୍ଦ କରିଛନ୍ତି। ଫିଲ୍ମରେ ଅଭିନେତ୍ରୀ ପରିଣୀତି ଚୋପ୍ରାଙ୍କ ଅଭିନୟ ଉଚ୍ଚକୋଟୀର ହୋଇଛି। ଏବେ ପରିଣୀତି ଫିଲ୍ମ ସହ ଜଡିତ କିଛି ରହସ୍ୟ ଉପରୁ ପରଦା ଉଠାଇଛନ୍ତି। ଏହି ଭୂମିକାରେ ଅଭିନୟ କରିବା ପାଇଁ ତାଙ୍କୁ କିପରି ଯନ୍ତ୍ରଣାଦାୟକ ଅନୁଭୂତି ଦେଇ ଗତି କରିବାକୁ ପଡିଥିଲା ତାହା ସେ ବଖାଣିଛନ୍ତି। ଏହି ଭୂମିକାରେ ନିଜକୁ ଫିଟ କରିବା ପାଇଁ ମୁଁ ପ୍ରକୃତରେ ମୋର ରକ୍ତ, ଝାଳ ଏବଂ ଲୁହ ବୁହାଇଛି। ଅନେକଥର ସେଟ୍‌ରେ କାନ୍ଦିଛି। ଚରିତ୍ରରେ ନିଜକୁ ଖାପ ଖୁଆଇଦେଇଥିଲି ବୋଲି ସେ କହିଛନ୍ତି। ଏକ ଆଇକନିକ ପୁସ୍ତକ ଉପରେ ଆଧାରିତ ଏହି ଚଳଚ୍ଚିତ୍ର ୨୦୧୬ରେ ହଲିଉଡରେ ମଧ୍ୟ ନିର୍ମିତ ହୋଇଥିଲା। ଏଥିରେ ଏମିଲି ବ୍ଲଣ୍ଟ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ। ଏହାର ବଲିଉଡ ସଂସ୍କରଣରେ ପରିଣୀତି ଚୋପ୍ରା ଅଭିନୟ କରିଛନ୍ତି। ଫେବୃଆରୀ ୨୬ରେ ନେଟଫ୍ଲିକ୍ସରେ ‘ଗର୍ଲ ଅନ ଟ୍ରେନ’ର ପ୍ରିମିୟର୍‌ ପ୍ରସାରିତ ହେବ। ଏହ ଫିଲ୍ମର ନିର୍ଦ୍ଦେଶନା ରିଭୂ ଦାସଗୁପ୍ତା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri