ଶୁଟିଂ ସେଟ୍‌ରେ ରାହା ଧରି କାନ୍ଦିଥିଲେ ଏହି ଅଭିନେତ୍ରୀ

ରୁପା ଗାଙ୍ଗୁଲି ଜଣେ ଅଭିନେତ୍ରୀ ବ୍ୟତୀତ ଭଲ ଗାୟିକା। ସେ ୧୯୮୮ରେ ବି.ଆର ଚୋପ୍ରାଙ୍କ ମହାଭାରତରେ ଦ୍ରୌପଦୀଙ୍କ ଭୂମିକାରେ ଅଭିନୟ କରିଥିଲେ। ସେହି ସମୟରେ ମହାଭାରତର ଦ୍ରୌପଦୀଙ୍କ ବସ୍ତ୍ରହରଣ ସିନ କରିବା ସମୟରେ ରୁପା କାନ୍ଦି ପକାଇଥିଲେ।

ରୁପା ଶୁଟିଂ ସେଟ୍‌ରେ ଏତେ ସମୟ ରାହା ଧରି କାନ୍ଦିଲେ ଯେ, ମେକର୍ସ ଏବଂ ତାରକାମାନେ ଦୀର୍ଘ ସମୟ ପର୍ଯ୍ୟନ୍ତ ଚୁପ ରହିଥିଲେ। ଜଣେ ଅଭିନେତ୍ରୀ ଭାବରେ ରୁପା ଏହି ଦୃଶ୍ୟକୁ ଏତେ ଭଲ ଭାବରେ ଅଭିନୟ କରିଥିଲେ ଯେ, ଏହାକୁ ଗୋଟିଏ ଥର ଶୁଟ୍‌ କରାଯାଇଥିଲା। ସେ ଏଥିରେ କୌଣସି ରିଟେକ୍‌ ନେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କୁ ହଁ କହିବାକୁ ୩ ବର୍ଷ ସମୟ ନେଇଥିଲେ ପ୍ରେମିକା: ଏବେ…

ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ଅଛନ୍ତି ଯେଉଁମାନେ ବଲିଉଡ୍‌ ଅଭିନେତ୍ରୀଙ୍କୁ ବିବାହ କରିଛନ୍ତି। ଏମିତି ଏକ ଯୋଡି ହେଲେ ଯୁବରାଜ ସିଂହ ଏବଂ ହେଜଲ...

ରଣବୀରଙ୍କ ନୂଆ ବିଜ୍ଞାପନ ଦେଖି ରାଗିଗଲେ ସୁଶାନ୍ତଙ୍କ ପ୍ରଶଂସକ: ଜାଣନ୍ତୁ କାହିଁକି…

ବଲିଉଡ୍‌ର ସ୍ବର୍ଗତ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ଇତିମଧ୍ୟରେ ୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ହୋଇଗଲାଣି। ହେଲେ ଏବେ ପର୍ଯ୍ୟନ୍ତ ପ୍ରଶଂସକମାନେ ତାଙ୍କୁ ଭୁଲିପାରି...

ସଲମାନଙ୍କୁ ଡେଙ୍ଗୁ

ମୁମ୍ବାଇ,୨୨।୧୦: ଅସୁସ୍ଥ ଅଛନ୍ତି ବଲିଉଡ ଭାଇଜାନ ସଲମାନ ଖାନ୍‌। ସେ ଡେଙ୍ଗୁ ଜ୍ୱରରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଡାକ୍ତରଙ୍କ ପରାମର୍ଶ କ୍ରମେ ଘରେ ଚିକିତ୍ସିତ ହେଉଛନ୍ତି।...

ବଡ ପରଦାରେ ବିଗ ବି ଅମିତାଭଙ୍କ ସହ ନଜର ଆସିବେ ବାହୁବଳୀ ଷ୍ଟାର ପ୍ରଭାସ

ବଡ ପରଦାରେ ଖୁବଶିଘ୍ର ଏକାଠି ନଜର ଆସିବେ ବାହୁବଳୀ ଷ୍ଟାର ପ୍ରଭାସ ଓ ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ। ପ୍ରଥମ ଥର ଲାଗି ଉଭୟେ ବଡ...

ପିଲାଦିନେ ବହୁତ ଦୁଷ୍ଟ ଥିଲେ ଏହି ଅଭିନେତ୍ରୀ, ଭାଇରାଲ ହେଉଛି ଫଟୋ

ମୁମ୍ବାଇ: ଅଭିନେତ୍ରୀ ସାରା ଅଲୀ ଖାନ୍‌ ସୁନ୍ଦରୀ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ। ସେ ତାଙ୍କର ଗର୍ଜିୟସ ଲୁକ୍‌ ସହିତ ଅଭିନୟ ଦ୍ୱାରା ପ୍ରଶଂସକମାନଙ୍କ ହୃଦୟ ଜିଣିଥାନ୍ତି।...

ଏହି ରିଆଲିଟି ଶୋ’ରୁ ବାହାର ହେଲେ ଭାରତୀ-ହର୍ଷ; ମନିଷ ହେବେ ନୂଆ ହୋଷ୍ଟ

ବମ୍ବେ: ଲୋକପ୍ରିୟ ଟେଲିଭିଜନ ରିଆଲିଟି ଶୋ’ ‘ଇଣ୍ଡିଆଜ ବେଷ୍ଟ ଡ୍ୟାନ୍ସର’ରୁ ବାହାର ହୋଇଛନ୍ତି କମେଡିଆନ୍‌ ଭାରତୀ ସିଂହ ଏବଂ ତାଙ୍କ ସ୍ବାମୀ ହର୍ଷ ଲିମ୍ବାଚିୟା। ଏବେ...

ମୃତ୍ୟୁର କିଛି ଘଣ୍ଟା ପୂର୍ବରୁ ଗୁଗୁଲ୍‌ରେ ନିଜକୁ ଖୋଜିଥିଲେ ସୁଶାନ୍ତ

ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରଠାରୁ ସୋସିଆଲ ମିଡିଆରେ ଅନେକ କଳ୍ପନାଜଳ୍ପନା ଚାଲିଛି। ତେବେ ମୁମ୍ବାଇ ଏବେ ପୋଲିସ ଏହି ଘଟଣାର ତଦନ୍ତ କରୁଛି। ଏକ...

କ’ଣ ଦୁବାଇରେ କରିବେ ନିର୍ବନ୍ଧ? ଅର୍ଶୀ କହିଲେ…

ବମ୍ବେ: ଦେଶ ନୁହେଁ ବିଦେଶରେ ନିର୍ବନ୍ଧ କରିବାକୁ ମନ। ଏଥିପାଇଁ ଦୁବାଇକୁ ବାଛିଛନ୍ତି ବିଗ୍‌ ବସ୍‌ ଫେମ୍‌ ଅର୍ଶୀ ଖାଁ। କିଛି ଏଭଳି ଚର୍ଚ୍ଚା କିଛି...

Advertisement
Archives

Model This Week