୧ ଡିଗ୍ରୀ ତାପମାତ୍ରାରେ ବରଫର ମଜା ନେଲେ ଏହି ଅଭିନେତ୍ରୀ

ମୁମ୍ବାଇ: ଅଭିନେତ୍ରୀ ପୂଜା ବାତ୍ରା ଫିଲ୍ମ ଇଣ୍ଡଷ୍ଟ୍ରିରୁ ଦୂରେଇ ଯାଇଥିଲେ ମଧ୍ୟ ସୋସିଆଲ ମିଡିଆରେ ସେ ବହୁତ ଆକ୍ଟିଭ୍‌। ପ୍ରଶଂସକମାନଙ୍କ ସହ ଯୋଡ଼ି ହୋଇ ରହିବା ପାଇଁ ସେ ଅଧିକାଂଶ ସମୟରେ ନିଜର ହଟ୍‌ ଫଟୋ ଏବଂ ଭିଡିଓ ଶେୟାର କରିଥାନ୍ତି। ଏବେ ସେମିତି ଏକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ବରପାବୃତ୍ତ ସ୍ଥାନରେ ତାଙ୍କୁ ଦେଖିବାକୁ ମିଳିଛି।

ଆଜିକାଲି ପୂଜା କାଲିଫର୍ନିଆରେ ଛୁଟି କାଟୁଛନ୍ତି। ସେ ସେଠାରେ ୟୋସେମିଟ୍‌ ନ୍ୟାଶନାଲ ପାର୍କରୁ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ସେ ତୁଷାରପାତକୁ ଉପଭୋଗ କରୁଥିବା ଦେଖିବାକୁ ମିଳିଛି।

ଫଟୋ ଶେୟାର କରି ସେ କ୍ୟାପଶନ ଲେଖିଛନ୍ତି, ଯେତେବେଳେ ତୁମେ ଜାଣିବ ଯେ ଏହି ତୁଷାରପାତ କେବଳ ତୁମ ପାଇଁ ପଡ଼ିଛି। ଯେଉଁଠି କି ୧ ଡିଗ୍ରୀ ସେଲସିୟସ ତାପମାତ୍ରା ରହିଛି। ହାଡ଼ ଥରାଇବ ଏହି ଥଣ୍ଡା।

ପୂଜା ୧୯୯୭ରେ ‘ବିଶ୍ୱବିଧାତା’ ଫିଲ୍ମ ଜରିଆରେ ବଲିଉଡ୍‌ରେ ନିଜର କ୍ୟାରିଅର୍‌ ଆରମ୍ଭ କରିଥିଲେ। ଏହା ପରେ ସେ ‘ହସିନା ମାନ୍‌ ଯାୟେଗୀ’, ‘ଦିଲ ନେ ଫିର୍‌ ୟାଦ କିୟା’ ଏବଂ ‘କହିଁ ପ୍ୟାର୍‌ ନା ହୋ ଯାଏ’ଙ୍କ ସମେତ ୨୦ରୁ ଅଧିକ ଫିଲ୍ମରେ ଅଭିନୟ କରିଛନ୍ତି। ଏବେ ବଲିଉଡ୍‌ ଇଣ୍ଡଷ୍ଟ୍ରିରୁ ସେ ଦୂରେଇ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିଙ୍କ ଭାଗ୍ୟ; ମୋଟା ଅଙ୍କର ହେବ ରୋଜଗାର, ବଢିବ ସମ୍ପତ୍ତି…

ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ମାନ-ସମ୍ମାନ, ନେତୃତ୍ୱ ଏବଂ ପିତାଙ୍କ କାରକ ବୋଲି ଧରାଯାଏ। ତେଣୁ ସୂର୍ଯ୍ୟଙ୍କର ପ୍ରତ୍ୟେକ କାର୍ଯ୍ୟକଳାପ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ସେ ପ୍ରତିମାସରେ ପ୍ରାୟ…

ମୋରମ୍‌ ଖାଦାନରେ ଅଘଟଣ: ପଥର ତଳେ ଚାପି ହୋଇ ନାବାଳକ ମୃତ , ଅନ୍ୟ ଜଣେ ଗୁରୁତର

ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଟିଗୁଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟ ମୋରମ୍‌ ଖାଦାନରେ ଶନିବାର ସକାଳେ ମୋରମ୍‌ ଖୋଳୁଥିବା ବେଳେ ପଥର…

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri