ସ୍ବାମୀଙ୍କ ସହ କଫି ଡେଟ୍‌ରେ ରୋମାଣ୍ଟିକ୍‌ ହେଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ତାଙ୍କ ପ୍ରଶଂସକଙ୍କ ପାଇଁ ସର୍ବଦା କିଛିନା କିଛି ଫଟୋ ଭିଡିଓ ଶେୟାର କରିଥାନ୍ତି। ତେବେ ନିଜ ବ୍ୟସ୍ତ ବହୁଳ ଜୀବନରୁ ସମୟ ବାହାର କରି କ୍ୟାଟ୍ରିନା ଏବଂ ଭିକି କିଛି ରୋମାଣ୍ଟିକ୍‌ ସମୟ ବିତାଉଥିବା ଫୋଟରେ ନଜର ଆସିଛି। କଫି ଡେଟ୍‌ର କିଛି ଫଟୋ ସେ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରିଛନ୍ତି। ପ୍ରଥମ ଫଟୋରେ ସେ କଫି ଟେବୁଲରେ ବିକିଙ୍କ ପାଖରେ ବସିଥିବାବେଳେ ହସହସ ମୁହଁର ପୋଜ ଦେଉଛନ୍ତି। ଦ୍ୱିତୀୟ ଫଟୋରେ ଏବଂ ତୃତୀୟରେ କଫି ଏବଂ ଜଳଖିଆର ଝଲକ ଦେଖାଯାଉଛି। ଫଟୋ ଶେୟାର କରି କ୍ୟାଟ୍ରିନା କ୍ୟାପଶନରେ ଲେଖିଛନ୍ତି ‘କଫି ମର୍ଣ୍ଣିଂ ବେଷ୍ଟ। ଭିକି ମଧ୍ୟ ତାଙ୍କ ସେଇ ଫଟୋରେ ମେରୀ ଦୁନିୟା ବୋଲି କମେଣ୍ଟରେ ଲେଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ହେବା ଏଥର

ଧନୀ ଲୋକଟିଏ ଥିଲା। କପଟ ଓ ଛଳନାକରି ତା’ର ବ୍ୟବସାୟ ଚଲେଇଥିଲା। ଖୁବ୍‌ କମ୍‌ ଦିନ ଭିତରେ ସେ ବିପୁଳ ସମ୍ପତ୍ତି ଅର୍ଜନକଲେ। ଲୋକେ କହିଲେ ଦୋ…

ବାମପନ୍ଥୀରୁ ଦକ୍ଷିଣପନ୍ଥୀ ଆଡ଼କୁ

ଭାରତବର୍ଷରେ ବାମପନ୍ଥୀ ଆନ୍ଦୋଳନ କ୍ରମେ ଦୁର୍ବଳ ହେବାପରି ମନେ ହେଉଛି। ନିକଟରେ ଅନୁଷ୍ଠିତ ୫ ରାଜ୍ୟରେ ବିଧାନସଭା ନିର୍ବାଚନରୁ ଏହା ଜଣାପଡ଼ିଛି। କେରଳ ଥିଲା ଶେଷ ବାମପନ୍ଥୀ…

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା…

‘କରାଚିରେ ଭାରତ କରିଥିଲା ଆକ୍ରମଣ’ – ପାକିସ୍ତାନ ଅଭିଯୋଗର କଡ଼ା ଜବାବ ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୯।୬: କରାଚୀ ଆତଙ୍କବାଦୀ ଆକ୍ରମଣରେ ଜଣେ ‘ଭାରତୀୟ ଏଜେଣ୍ଟ’ଙ୍କ ସମ୍ପୃକ୍ତି ସମ୍ପର୍କରେ ପାକିସ୍ତାନର ଅଭିଯୋଗକୁ ଭାରତ ଖାରଜ କରିଦେଇଛି, ଏହାକୁ ଭିତ୍ତିହୀନ ବୋଲି କହିଛି। ଏହା ପାକିସ୍ତାନକୁ…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ…

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri