ବେବି ବମ୍ପ୍‌ ଦେଖାଇ ଟ୍ରୋଲ୍‌ ହେଲେ ଏହି ଅଭିନେତ୍ରୀ

ମୁମ୍ବାଇ: ଅଭିନେତ୍ରୀ ସ୍ବରା ଭାସ୍କର ସୋସିଆଲ ମିଡିଆରେ ବହୁତ ଆକ୍ଟିଭ୍‌। ସେ ପ୍ରଶଂସକମାନଙ୍କ ସହ ଯୋଡ଼ି ହୋଇ ରହିବା ପାଇଁ ଅଧିକାଂଶ ସମୟ ଫଟୋ ଶେୟାର କରି ଚର୍ଚ୍ଚାରେ ରହିଥା’ନ୍ତି। କିଛି ଲୋକ ତାଙ୍କର ଏପରି ଆଇଡିଆକୁ ପ୍ରଶଂସା କରୁଥିବା ବେଳେ ଆଉ କିଛି ଲୋକ ତାଙ୍କ ବାମପନ୍ଥୀ ଚିନ୍ତାଧାରା ପାଇଁ ତାଙ୍କୁ ଟ୍ରୋଲ କରୁଛନ୍ତି। ଏବେ ସେ ଏକ ଫଟୋ ଶେୟାର କରି ପୁଣି ଟ୍ରୋଲ୍‌ ହୋଇଛନ୍ତି।

ଆଜିକାଲି ସ୍ବରା ତାଙ୍କ ଜୀବନର ସବୁଠୁ ଖୁସିର ଦିନ ଅତିବାହିତ କରୁଛନ୍ତି। ଖୁବ୍‌ଶୀଘ୍ର ତାଙ୍କ ଘରକୁ ନୂଆ ଅତିଥି ଆସିବାକୁ ଯାଉଛନ୍ତି। ଯେଉଁଥିପାଇଁ ସେ ଏବଂ ତାଙ୍କ ସ୍ବାମୀ ଫହଦ ଅହମ୍ମଦ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ସୋସିଆଲ ମିଡିଆରେ ସ୍ବରା ବେବି ବମ୍ପ ସହ ଫଟୋ ଶେୟାର କରି ଟ୍ରୋଲ ହୋଇଛନ୍ତି। ଏହାର କାରଣ ତାଙ୍କ ଡ୍ରେସ୍‌ ନୁହେଁ ବରଂ ତାଙ୍କ ଡ୍ରେସର ରଙ୍ଗ।

ସ୍ବରା ଏବେ ୩ ମାସର ଗର୍ଭବତୀ ଅଛନ୍ତି। ସେ ମ୍ୟାଟ୍ରିନିଟି ଫଟୋଶୁଟ୍‌ କରିଛନ୍ତି। ଲୋକେ ତାଙ୍କ ବ୍ୟାକ୍‌ଗ୍ରାଉଣ୍ଡ ଦେଖି ଟ୍ରୋଲ କରିଛନ୍ତି।

ସେ ଏକ ଥାଇ ହାଇ୍‌ ସ୍ଲିଟ୍‌ ମ୍ୟାକ୍ସି ପିନ୍ଧିଥିଲେ, ଯାହାର ହଲ୍ଟର ନେକ୍‌ ଥିଲା। ଫଟୋ ଶେୟାର କରି ସ୍ବରା ତାଙ୍କ ଗର୍ଭଧାରଣ ଗ୍ଲାମର ଉପରେ ଏକ ସୁନ୍ଦର ନୋଟ୍‌ ଲେଖିଥିଲେ, ‘ଗର୍ଭଧାରଣ … କିନ୍ତୁ ଏହାକୁ’ ଫ୍ୟାଶନ ’କରନ୍ତୁ!

ସ୍ବରାଙ୍କର ଏହି ଫଟୋଗୁଡ଼ିକୁ ଦେଖି କିଛି ଲୋକ ଆସୁଥିବା ଅତିଥି ପାଇଁ ଅଭିନନ୍ଦନ ଜଣାଇଛନ୍ତି। କିଛି ୟୁଜର ତାଙ୍କୁ ଟ୍ରୋଲ୍‌ କରୁଛନ୍ତି। ଜଣେ ୟୁଜର ଲେଖିଛନ୍ତି, ‘ବ୍ୟାକ୍‌ଗ୍ରାଉଣ୍ଡରେ ସାଫ୍ରନ୍‌। ତୁମେ ଅନ୍ଧ ଭକ୍ତ ସ୍ବରାଙ୍କୁ କେତେ ଅପମାନିତ କରିବ?’ ଆଉ ଜଣେ ୟୁଜର ଲେଖିଛନ୍ତି, ‘ଏହା ସନାତନ ସଂସ୍କୃତି ନୁହେଁ, ତୁମ ପାଇଁ ଲଜ୍ଜା।’ ଆହୁରି ଅନକେ ୟୁଜର ମଧ୍ୟ ସ୍ବରାଙ୍କୁ ଟ୍ରୋଲ କରିଛନ୍ତି।

ସ୍ବରା ଏହି ଚଳିତବର୍ଷ ଫହଦଙ୍କୁ ବିବାହ କରିଥିଲେ। ସୋସିଆଲ ମିଡିଆରେ ସେ ଏହାର ଫଟୋ ମଧ୍ୟ ଶେୟାର କରିଛନ୍ତି। ବିବାହ ପୂର୍ବରୁ ସ୍ବରା ଗର୍ଭବତୀ ହୋଇଥିଲେ। ବିବାହର କିଛି ସମୟ ପରେ, ଏହି କପଲ ୬ ଜୁନ୍‌ ୨୦୨୩ରେ ସେମାନଙ୍କର ଗର୍ଭଧାରଣ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri