ଏହି ଅଭିନେତ୍ରୀଙ୍କ ସହ ଚାଲିଛି ସଲମାନଙ୍କ ଲୁଚାଛପା ପ୍ରେମ

ମୁମ୍ବାଇ: ସୁନ୍ଦରୀ ନାୟିକା କ୍ୟାଟ୍ରିନା କୈଫଙ୍କ ସହ ବ୍ରେକଅପ୍‌ ପରେ ଦବଙ୍ଗ ଖାନ ସଲମାନଙ୍କ ନାମ ଆଉ ଜଣେ ମଡେଲଙ୍କ ସହ ଯୋଡ଼ା ଯାଇଛି। ସେ ଆଉ କେହି ନୁହନ୍ତି, ସେ ହେଉଛନ୍ତି ରୋମାନିଆର ବିଉଟି କୁଇନ୍‌ ୟୁଲିଆ ବନ୍ତୁର। ମାତ୍ର ଏହି ଖବରକୁ ସଲମାନ କେବେ ଆନୁଷ୍ଠାନିକ ଭାବେ ଘୋଷଣା କରିନାହାନ୍ତି। କିନ୍ତୁ ୟୁଲିଆଙ୍କ ସହ ସଲମାନଙ୍କ ଲୁଚାଛପା ପ୍ରେମ ଚାଲିଥିବା ଚର୍ଚ୍ଚା ହେଉଛି। ଏପରିକି ୨୦୨୦ରେ ଲକ୍‌ଡାଉନ ସମୟରେ ସଲମାନ ୟୁଲିଆଙ୍କ ସହ ତାଙ୍କ ଫାର୍ମହାଉସରେ ରହିଥିଲେ। ଏଠାରେ ଜ୍ୟାକଲିନ ଫର୍ନାଣ୍ଡିଜ୍‌ ମଧ୍ୟ ଥିଲେ। ୟୁଲିଆଙ୍କ ସହ ସଲମାନଙ୍କ ପରିବାର ସଦସ୍ୟଙ୍କ ମଧ୍ୟ ନିବିଡ଼ ସମ୍ପର୍କ ରହିଛି। ତେବେ ଦେଖାଯାଉ ସଲମାନ ଏନେଇ କେବେ ମୁହଁ ଖୋଲୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରୁ ଆସିବା ପରେ ଏମିତି ବଦଳିଗଲେଣି ରିୟା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ତାଙ୍କ ପ୍ରଶଂସକମାନଙ୍କ ପାଇଁ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ସେ ଏକ ହଳଦିଆ ରଙ୍ଗର...

ଦୀର୍ଘ ଦୁଇ ବର୍ଷ ପରେ ବଡ ପରଦାକୁ ଫେରିବାକୁ ଯାଉଛନ୍ତି କିଙ୍ଗ ଖାନ୍‌

ମୁମ୍ବାଇ: ବଲିଉଡ୍ ନାୟକ ଶାହାରୁଖ ଖାଁଙ୍କ ପ୍ରଶଂସକଙ୍କ ପାଇଁ ଆସିଛି ଖୁସି ଖବର । ଗତ ପ୍ରାୟ ୨ ବର୍ଷ ହେବ ଫିଲ୍ମ ଦୁନିଆରୁ ଦୂରରେ...

ବଲିଉଡ୍‌ରେ ରିଲିଜ୍‌ ହୋଇଥିବା ୨୦୧୯ର ବିବାଦୀୟ ଚଳଚ୍ଚିତ୍ର

ମୁମ୍ବାଇ: ବଡ ପରଦାରେ ୨୦୧୯ରେ ଆସିଥିବା କିଛି ଫିଲ୍ମ ଦର୍ଶକଙ୍କ ମନକୁ ବେଶ୍‌ ଛୁଇଁ ପାରିଥିଲା। ଏହାସହ ବକ୍ସ ଅଫିସରେ ଭଲ ବିଜନେସ୍‌ ମଧ୍ୟ କରିଥିଲା।...

ଫିଲ୍ମଠାରୁ କମ୍‌ ନୁହେଁ ପ୍ରେମକାହାଣୀ; ଭିନ୍ନ ଧର୍ମର ସତ୍ତ୍ୱେ…

ବମ୍ବେ: ଫିଲ୍ମ କଳାକାର-କ୍ରିକେଟରମାନଙ୍କ ମଧ୍ୟରେ ପ୍ରେମସମ୍ପର୍କ କିଛି ନୂଆ କଥା ନୁହେଁ। ଅନେକ ପ୍ରେମକାହାଣୀ ଏଭଳି ଗଢ଼ିଉଠିଛି। ସେଥିମଧ୍ୟରୁ ଭାରତୀୟ କ୍ରିକେଟର ଜାହିର ଖାନ୍‌ ଏବଂ...

ଭିଡ଼ିଓ ମାଧ୍ୟମରେ କରୋନା ସଚେତନତା ବାର୍ତ୍ତା ଦେଉଛନ୍ତି ଶାହାରୁଖ, ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ବାଦଶାହା ଶାହାରୁଖ ଖାଁ କରୋନା ଭାଇରସ ସଂକ୍ରମଣକୁ ନେଇ ସଚେତନତା ବାର୍ତ୍ତା ଦେଇଛନ୍ତି। କରୋନା ଭାଇରସ ଏବେ ମହାମାରୀରେ ପରିଣତ ହୋଇଥିବା ବେଳେ...

କପିଲଙ୍କ ଶୋ’ରେ ନଜରକୁ ଆସିବେ ସିଦ୍ଧୁ !

ବମ୍ବେ: ଲୋକପ୍ରିୟ କମେଡିଆନ୍‌ କପିଲ ଶର୍ମାଙ୍କ ଶୋ’କୁ ପୁଣି ଫେରିବେ ନବଜୋତ ସିଂ ସିଦ୍ଧୁ। ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ନିଜର ଇନ୍‌ଷ୍ଟା ଆକାଉଣ୍ଟରେ ଏକ ଭିଡିଓ...

ଜାହ୍ନବୀଙ୍କ ଜିମ୍‌ ଲୁକ୍‌

ଜିମ୍‌ ସେଣ୍ଟର ବାହାରେ ଅଭିନେତ୍ରୀ ଜାହ୍ନବୀ କପୁରଙ୍କୁ ସ୍ପଟ୍‌ କରାଯାଇଛି। ସେ ଧଳା ରଙ୍ଗର ଏକ କ୍ରପ୍‌ ଟପ୍‌ ଏବଂ ଛୋଟ ପ୍ୟାଣ୍ଟ ପିନ୍ଧିଛନ୍ତି। ଜାହ୍ନବୀଙ୍କ...

ଆସନ୍ତା ବର୍ଷ ରିଲିଜ ହେବ ‘ସ୍ତ୍ରୀ ୨’

ମୁମ୍ବାଇ: କମେଡି-ହରର ମୁଭି ‘ସ୍ତ୍ରୀ’କୁ ଦର୍ଶକେ ଖୁବ ପସନ୍ଦ କରିଥିଲେ। ଏଥିରେ ଶ୍ରଦ୍ଧା କପୁର, ରାଜକୁମାର ରାଓ ଓ ପଙ୍କଜ ତ୍ରିପାଠୀଙ୍କ ଜବରଦସ୍ତ ଅଭିନୟ ଦର୍ଶକଙ୍କୁ...

Advertisement
Archives

Model This Week