ମାତ୍ର ୪ ବର୍ଷ ଫିଲ୍ମ କ୍ୟାରିୟରରେ ସୁପରଷ୍ଟାର ହୋଇଛନ୍ତି ଏହି ଅଭିନେତ୍ରୀ

ଦକ୍ଷିଣ ଭାରତୀୟ ସିନେମାରେ ଅନେକ ହିଟ୍‌ ଅଭିନେତ୍ରୀ ଅଛନ୍ତି। ଯେଉଁଥିରେ ଅନୁଷ୍କା ସେଟ୍ଟୀଠାରୁ ସାମନ୍ତା ଆକ୍କିନେନି ପର୍ଯ୍ୟନ୍ତ ଅନ୍ତର୍ଭୁକ୍ତ। ମାତ୍ର ଜଣେ ଏପରି ଅଭିନେତ୍ରୀ ଅଛନ୍ତି ଯିଏ ଶୀଘ୍ର ଟଲିଉଡରେ ନାମ ଅର୍ଜନ କରିଛନ୍ତି। ସେ ହେଉଛନ୍ତି ରଶ୍ମିକା ମନ୍ଦାନା। ୨୦୧୬ ରେ ରଶ୍ମିକା ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରବେଶ କରିଥିଲେ। ତେଲୁଗୁ ଏବଂ କନ୍ନଡ ଚଳଚ୍ଚିତ୍ରର ଟ୍ରେଣ୍ଡରେ ରହିଥିବା ରଶ୍ମିକା ଅନେକ ହିଟ ଫିଲ୍ମରେ କାମ କରିଛନ୍ତି। ଯେଉଁଥିରେ ଅଞ୍ଜନୀ ପୁତ୍ର ଏବଂ ଗୀତା ଗୋବିନ୍ଦମ ଭଳି ଚଳଚ୍ଚିତ୍ର ଅନ୍ତର୍ଭୁକ୍ତ। ଅଭିନୟ ସହିତ ରଶ୍ମିକା ମଧ୍ୟ ଫ୍ୟାଶନକୁ ନେଇ ଚର୍ଚ୍ଚାରେ। ସେ ପ୍ରଶଂସକମାନଙ୍କ ପାଇଁ ଫଟୋଶୁଟ ଶେୟାର କରନ୍ତି। ଯେଉଁଥିରେ ତାଙ୍କରସର୍ବୋତ୍ତମ ଲୁକ ନଜର ଆସିଥାଏ।

ଯଦିଓ ଅଳ୍ପ ଲୋକ ରଶ୍ମିକାଙ୍କୁ ଜାଣିଛନ୍ତି, ମାତ୍ର ତାଙ୍କ ଆଲୋଚନା ବଲିଉଡରେ ମଧ୍ୟ ହେଉଛି। ଗୋଆ ନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ଯୋଗ ଦେଇଥିବା ରଶ୍ମିକା ଏକ ଫୁଲର ପୋଷାକ ପିନ୍ଧିଥିଲେ। ଯାହା ଦର୍ଶାଏ ସେ ଫ୍ୟାଶନରେ ଜଣେ ବଡ ହିରୋଇନଙ୍କଠାରୁ କମ ନୁହଁନ୍ତି। ଶାଢ଼ିରେ ରଶ୍ମିକାଙ୍କ ଲୁକ ବହୁତ ପ୍ରଭାବଶାଳୀ ଦେଖାଯାଏ।

ରଶ୍ମିକା ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ଏକ ଜଣାଶୁଣା ନାମ। ସାଉଥ ସୁପରଷ୍ଟାର ମହେଶ ବାବୁ ବିପରୀତ ଚଳଚ୍ଚିତ୍ର ସାରିଲେରୁ ନେକେଭେରୁରେ ଅଭିନୟ କରିଥିଲେ। ଏହି ଚଳଚ୍ଚିତ୍ରଟି ଏକ ବ୍ଲକବଷ୍ଟର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri