ମାଉସୀଙ୍କ ଡରରେ ପ୍ରେମିକଙ୍କୁ ଆଲମାରୀରେ ଲୁଚାଇ ରଖିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ନିଜ ପୁସ୍ତକ ‘ଅନ୍‌ଫିନିସ୍‌ଡ୍‌’ ଉନ୍ମୋଚନ କରିଛନ୍ତି। ଏହି ପୁସ୍ତକରେ ପ୍ରିୟଙ୍କା ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ଅନେକ ଖୁଲାସା କରିଛନ୍ତି। ଏହି ପୁସ୍ତକରେ ସେ ତାଙ୍କ ଜୀବନର ଖଟା ମିଠା ସ୍ମୃତି ବାଣ୍ଟିଛନ୍ତି। ପ୍ରିୟଙ୍କା ବିବାହ ପୂର୍ବରୁ କିଛି ବର୍ଷ ଆମେରିକାରେ ବିତାଇଥିଲେ। ପ୍ରିୟଙ୍କା ତାଙ୍କ ମାଉସୀ ସହିତ ସେଠାରେ ରହୁଥିଲେ। ରହଣି କାଳରେ ପ୍ରିୟଙ୍କା ଆମେରିକାର ଜଣେ ବ୍ୟକ୍ତିଙ୍କ ପ୍ରେମରେ ପଡିଥିଲେ। ବିଶେଷ କଥା ହେଲା ସେହି ସମୟରେ ପ୍ରିୟଙ୍କା ତାଙ୍କ ସମ୍ପର୍କ ଯୋଗୁ ଏକ ବଡ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ତାଙ୍କ ପୁସ୍ତକ ଏହି ମଜାଳିଆ ପ୍ରେମ କାହାଣୀ କଥା ଶେୟାର କରିଛନ୍ତି ଯାହା ଆଜିକାଲି ବହୁତ ଚର୍ଚ୍ଚିତ ହୋଇଛି। ପ୍ରିୟଙ୍କା ଲେଖିଛନ୍ତି ଯେ ଯେତେବେଳେ ସେ ଦଶମ ଶ୍ରେଣୀରେ ପଢୁଥିଲେ, ସେତେବେଳେ ସେ ତାଙ୍କ ବିଦ୍ୟାଳୟରେ ବବ ନାମକ ଜଣେ ବାଳକଙ୍କୁ ଭେଟିଥିଲେ, ଯିଏ ତାଙ୍କ ହୃଦୟକୁ ଅତ୍ୟନ୍ତ ରୋମାଣ୍ଟିକ ଢଙ୍ଗରେ ଜିତିଥିଲେ। ଏପରିକି ଉଭୟ ବିବାହ ଯୋଜନା କରିଥିଲେ। ସେ ଆହୁରି ପ୍ରକାଶ କରିଛନ୍ତି ଯେ ଦିନେ ସେ ବବଙ୍କ ସହ ଟିଭି ଦେଖୁଥିଲେ, ତାଙ୍କ ମାଉସୀ ହଠାତ୍‌ ଘରକୁ ଆସିଥିଲେ। ସେତେବେଳେ ସେ ବବ୍‌ଙ୍କୁ ଆଲମାରୀ ଭିତରେ ଲୁଚାଇ ଦେଇଥିଲେ। ଏହି ଘଟଣାରେ ମାଉସୀ ସନ୍ଦେହ କରିଥିଲେ। ସେ ରାଗରେ ପ୍ରିୟଙ୍କାଙ୍କୁ ଆଲମାରୀ ଖୋଲିବାକୁ କହିଥିଲେ। ଆଲମାରୀ ଭିତରେ ବବ୍‌ଙ୍କୁ ଦେଖି ରାଗରେ ପଞ୍ଚମ ହୋଇଯାଇଥିଲେ। ଏକଥା ତାଙ୍କ ମା’ଙ୍କୁ ଫୋନ କରି ଜଣାଇଥିଲେ। ଏହି ଘଟଣା ପରେ ପ୍ରିୟଙ୍କା ଭାରତ ପଳାଇଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri