ଏହି ଅଭିନେତ୍ରୀଙ୍କ ଘରେ ଲାଗିଲା ନିଆଁ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରକୁଲ ପ୍ରୀତ ସିଂଙ୍କ ବିଲ୍ଡିଂର ୧୨ତମ ମହଲାରେ ନିଆଁ ଲାଗିଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ। ଏହି ଖବର ପରେ ତୁରନ୍ତ ଅଗ୍ନିଶମ ବାହିନୀ ଗାଡ଼ି ଏବଂ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚିଛି।

ଅନ୍ୟପକ୍ଷରେ ଅଗ୍ନିକାଣ୍ଡ ସମ୍ପର୍କରେ ରକୁଲଙ୍କଠାରୁ ମଧ୍ୟ କିଛି ପ୍ରତିକ୍ରିୟା ମିଳିପାରିନାହିଁ। ଶନିବାର ସକାଳେ
ଏହି ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ, ଯେଉଁ ଚଟାଣରେ ନିଆଁ ଲାଗିଥିଲା ତାହା ସମ୍ପୂର୍ଣ୍ଣ କଳା ହୋଇଯାଇଛି। ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ନିଆଁକୁ ଆୟତ୍ତ କରିଥିଲେ। ତେବେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ଆକଳନ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri