କମ୍‌ ଫିଲ୍ମ କରି ମଧ୍ୟ କୋଟିକୋଟିର ରୋଜଗାର କରୁଛନ୍ତି ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ବିପାଶା ବସୁ ବର୍ତ୍ତମାନ ଫିଲ୍ମ ଜଗତରୁ ଦୂରେଇ ରହିଛନ୍ତି। ସେ କମ୍‌ ଫିଲ୍ମ କରିଥିଲେ ସୁଦ୍ଧା କୋଟି କୋଟି ଟଙ୍କା ଆୟ କରୁଛନ୍ତି । ମୁମ୍ବାଇର ପୋଶ ଅଞ୍ଚଳରେ ବିପାଶାଙ୍କର ଦୁଇଟି ଘର ଅଛି, ଯାହାର ମୂଲ୍ୟ କୋଟିଏରୁ ଊର୍ଦ୍ଧ୍ୱ। ସେଠାରେ ସେ ତାଙ୍କ ସ୍ବାମୀ କରଣ ସିଂ ଗ୍ରୋଭରଙ୍କ ସହିତ ରୁହନ୍ତି। ବିପାଶାଙ୍କର ବହୁ ମଲ୍ଟି ନ୍ୟାଶନାଲ କମ୍ପାନୀର ବିଜ୍ଞାପନ ଅଛି। ବିପାଶା ଏସବୁ ମାଧ୍ୟମରେ ରୋଜଗାର ଜାରି ରଖିଛନ୍ତି। ଦୀର୍ଘ ଦିନ ଧରି ଫିଲ୍ମରୁ ଦୂରରେ ଥିବା ବିପାଶା, କରଣଙ୍କ ସହ ସମୟ ବିତାଉଛନ୍ତି।
ସେ ‘ଅଜନବି’ ପାଇଁ ଫିଲ୍ମଫେୟାର ପୁରସ୍କାର ଗ୍ରହଣ କରିଥିଲେ। ପରେ ସେ ସୁପରହିଟ ହରର ଫିଲ୍ମ ‘ରାଜ’ (୨୦୦୨) ରେ କାମ କରିଥିଲେ। ଏହି ଫିଲ୍ମ ତାଙ୍କ କ୍ୟାରିୟରର ନୂତନ ମୋଡ଼ ନେଇଥିଲା। ପରେ ବିପାଶା ସମାନ ଧରଣର ଅନେକ ଚଳଚ୍ଚିତ୍ର କରିଥିଲେ । ଆଜି ବି ବିପାଶା ଭୂତ ଚଳଚ୍ଚିତ୍ର ପାଇଁ ପ୍ରଥମ ପସନ୍ଦ । ପୂର୍ବରୁ ଅଭିନେତା ଡିନୋ ମୋରିଆଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଥିଲା, ପରେ ସେ ଜନ ଆବ୍ରାହମଙ୍କ ସହ ଦୀର୍ଘ ଦିନ ଧରି ସମ୍ପର୍କ ରଖିଥିଲେ। ପ୍ରାୟ ୯ ବର୍ଷ ପରେ ସେମାନଙ୍କ ସମ୍ପର୍କ ଭାଙ୍ଗି ଯାଇଥିଲା। କିଛି ବର୍ଷ ପରେ, ସେ ହରମନ ବାବେଜାଙ୍କୁ ଡେଟ କରିଥିଲେ ଏବଂ ଶେଷରେ ଟିଭି ଅଭିନେତା କରଣ ସିଂ ଗ୍ରୋଭରଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri