ତୃତୀୟଥର ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ

ହଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ଗାଲ ଗାଡୋଟ ତୃତୀୟ ଥର ପାଇଁ ମା’ ହେବାକୁ ଯାଉଛନ୍ତି। ୩୫ ବର୍ଷୀୟା ଗାଲ ଇନଷ୍ଟାଗ୍ରାମ ଫଟୋ ଶେୟାର କରି ଏହି ସୂଚନା ଦେଇଛନ୍ତି। ଏହି ଫଟୋରେ, ତାଙ୍କ ସ୍ବାମୀ ଏବଂ ତାଙ୍କର ଦୁଇ ଝିଅ ଧରି ଶିଶୁ ଧରିଥିବାର ନଜର ଆସିଛନ୍ତି। ଏହି ଫଟୋକୁ ସୋସିଆଲ ମିଡିଆରେ ପସନ୍ଦ କରାଯାଉଛି। ଇନଷ୍ଟା ପୋଷ୍ଟ ଶେୟାର କରିବାବେଳେ ଗାଲ କହିଥିଲେ-ଆମେ ପୁଣି ଥରେ..। ଏହି ପୋଷ୍ଟ ପରେ ସେଲିବ୍ରିଟ ଏବଂ ପ୍ରଶଂସକମାନେ ତାଙ୍କୁ ଅଭିନନ୍ଦନ ଜଣାଇବା ଆରମ୍ଭ କରିଛନ୍ତି। ଗାଲ ଗର୍ଭବତୀ ଥିଲେ ମଧ୍ୟ ତାଙ୍କ ହାତରେ ଅନେକ ବଡ଼ ଫିଲ୍ମ ପ୍ରୋଜେକ୍ଟ ଅଛି। ସେ ଖୁବଶୀଘ୍ର ମିଶରର ଟୋଲେମି ରାଜ୍ୟର ଶେଷ ଶାସକ କ୍ଲିଓପାଟ୍ରାଙ୍କ ବାୟୋପିକରେ ନଜର ଆସିବେ। ଏଥିରେ କ୍ଲିଓପାଟ୍ରାଙ୍କ ଚରିତ୍ରରେ ନଜର ଆସିବେ ଗାଲ ଗାଡୋଟି। ଏନେଇ ନେଇ ସେ ବହୁତ ଖୁସିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri