ଫଟୋଗ୍ରାଫରଙ୍କ ପ୍ରେମରେ ଏହି ଅଭିନେତ୍ରୀ

ମୁମ୍ବାଇ: ଦୀର୍ଘବର୍ଷ ଧରି ଲୋକପ୍ରିୟ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କ ନାମ ରୋହନ ଶ୍ରେଷ୍ଟା (ସେଲିବ୍ରିଟି ଫଟୋଗ୍ରାଫର)ଙ୍କ ସହ ଚର୍ଚ୍ଚା ହୋଇଆସୁଛି। ଶୁଣିବାକୁ ମିଳୁଛି ଦୁହେଁ ଏକାଠି ରହୁଛନ୍ତି। ମାତ୍ର ଶ୍ରଦ୍ଧା ରୋହନଙ୍କୁ ତାଙ୍କର ଭଲ ବନ୍ଧୁ ବୋଲି କହୁଛନ୍ତି। ଦୁହେଁ ଏ ଖବରକୁ ଯଦିଓ ପ୍ରଶଂସକମାନଙ୍କ ସମ୍ମୁଖରେ ପ୍ରକାଶ କରିନାହାନ୍ତି ତଥାପି ଲୁଚିଛି ନା ଗୋଡ଼ ଦି’ଟା ଦିଶୁଛି ପରି କଥା ବୋଲି ଚର୍ଚ୍ଚା ହେଉଛି।

ନିକଟରେ ରୋହନ ବରୁଣ ଧାଓ୍ବନଙ୍କୁ ତାଙ୍କ ବିବାହ ପାଇଁ ଅଭିନନ୍ଦନ ଜଣାଇଥିଲେ, ଯେଉଁଥିରେ ବରୁଣ ତାଙ୍କୁ ଧନ୍ୟବାଦ ଜଣାଇ କହିଥିଲେ ଯେ, ମୁଁ ଆଶା କରୁଛି ତୁମେ ମଧ୍ୟ ବିବାହ ପାଇଁ ବର୍ତ୍ତମାନ ପ୍ରସ୍ତୁତ ଅଛ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷ ଧରି ଡେଟ୍‌ କରିଥିଲେ ମଧ୍ୟ ନାଗାର୍ଜୁନଙ୍କୁ ବିବାହ କରି ନ ଥିଲେ ବଲିଉଡ୍‌ର ଏହି ଲୋକପ୍ରିୟ ଅଭିନେତ୍ରୀ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଦକ୍ଷିଣ ଭାରତୀୟ ସିନେମାର ଲୋକପ୍ରିୟ ଅଭିନେତା ଆକ୍କିନେନି ନାଗାର୍ଜୁନ। ଆଜି ତାଙ୍କର ଜନ୍ମଦିନ। ୨୯ ଅଗଷ୍ଟ, ୧୯୫୯ରେ ହାଇଦ୍ରାବାଦରେ ଜନ୍ମଗ୍ରହଣ କରିଥିବା ନାଗାର୍ଜୁନ ୬୧ବର୍ଷରେ ପାଦ...

ଅଭିନୟରେ ହଜିଯିବାକୁ ହୁଏ

ମୁମ୍ବାଇ: ଅଭିନୟ କରିବା ବେଳେ ନିଜକୁ ଭୁଲିଯିବାକୁ ହୁଏ ବୋଲି ବଲିଉଡ୍‌ ଅଭିନେତ୍ରୀ ସାରା ଅଲି ଖାନ୍‌ ପ୍ରକାଶ କରିଛନ୍ତି। ସାରା ‘କେଦାରନାଥ’ ଏବଂ ‘ସିମ୍ବା’...

ବଦଳିବ କାର୍ତ୍ତିକ-ନାଇରାଙ୍କ ପ୍ରେମକାହାଣୀ

ବମ୍ବେ: ଖୁବ୍‌ଶୀଘ୍ର ନିଜ ପସନ୍ଦର ଟେଲି ଧାରାବାହିକକୁ ପରଦାରେ ଦେଖିବାକୁ ପାଇବେ ଦର୍ଶକ। ଲକ୍‌ଡାଉନ୍‌ କୋହଳ ହେବା ପରେ ଅଭିନେତ୍ରୀ/ଅଭିନେତାମାନେ ଶୁଟିଂ ଆରମ୍ଭ କରିସାରିଲେଣି। ଜୁଲାଇ୧୩...

୧୦ବର୍ଷ ପରେ…

ଶ୍ରୀଲଙ୍କା ସୁନ୍ଦରୀ ଜ୍ୟାକଲିନ୍‌ ଫର୍ନାଡିସ୍‌ଙ୍କ ଖୁସି କହିଲେ ନ ସରେ। ଦୀର୍ଘ ୧୦ ବର୍ଷର ପ୍ରତୀକ୍ଷା ଶେଷ ହୋଇଛି। ଏବେ ତାଙ୍କ ହାତରେ ଦୁଇଟି ଅଫର।...

ରଜନୀକାନ୍ତ ଅସୁସ୍ଥ

ହାଇଦ୍ରାବାଦ,୨୫ ।୧୨: ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ଅସୁସ୍ଥ ହୋଇଥିବା ଜଣାପଡିଛି । ଶୁକ୍ରବାର ସକାଳେ ତାଙ୍କୁ ହାଇଦ୍ରାବାଦର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଉଚ୍ଚ...

କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ ସହାୟତାର ହାତ ବଢ଼ାଇଲେ ବିକି

ମୁମ୍ବାଇ: ଭାରତରେ ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ସଂକ୍ରମଣ ବ୍ୟାପିବାରୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ...

ଚର୍ଚ୍ଚାରେ ମଲାଇକାଙ୍କ ଫଟୋ ଶୁଟ୍‌

ମୁମ୍ବାଇ: ବଲିଉଡ୍‌ ସେକ୍ସି କୁଇନ୍‌ ମଲାଇକା ଆରୋରା ଏବେ ପୁଣିଥରେ ଆସିଛନ୍ତି ଚର୍ଚ୍ଚାକୁ। ବଲିଉଡ୍‌ର ଏହି ଫିଟ୍‌ ନାୟିକା ଏଥର ତାଙ୍କ ଫଟୋଶୁଟ୍‌କୁ ନେଇ ସମସ୍ତଙ୍କ...

ଦୀର୍ଘ ଦୁଇ ବର୍ଷ ପରେ ବଡ ପରଦାକୁ ଫେରିବାକୁ ଯାଉଛନ୍ତି କିଙ୍ଗ ଖାନ୍‌

ମୁମ୍ବାଇ: ବଲିଉଡ୍ ନାୟକ ଶାହାରୁଖ ଖାଁଙ୍କ ପ୍ରଶଂସକଙ୍କ ପାଇଁ ଆସିଛି ଖୁସି ଖବର । ଗତ ପ୍ରାୟ ୨ ବର୍ଷ ହେବ ଫିଲ୍ମ ଦୁନିଆରୁ ଦୂରରେ...

Seven Jackpot
Advertisement


Archives

Model This Week

Why Dharitri