ପାହାଡ ଉପରେ ବସି ଧ୍ୟାନ କରୁଛନ୍ତି ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ କିଆରା ଆଡଭାନୀ ଆଜିକାଲି ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଲକ୍ଷ୍ମୀ ବମ’ର ପ୍ରମୋସନରେ ବ୍ୟସ୍ତ ଅଛନ୍ତି। ତେବେ ମଝିରେ ଏଥିରୁ ବ୍ରେକ୍‌ ନେଇ ସେ ବୁଲିବାକୁ ଯାଇଛନ୍ତି। ୨୮ ବର୍ଷୀୟା କିଆରା ଇନଷ୍ଟାଗ୍ରାମରେ ଏକ ଫଟୋ ଏବଂ ଭିଡିଓ ପୋଷ୍ଟ କରିଛନ୍ତି। ଭିଡିଓରେ ସେ ପାହାଡ ଉପରେ ବୁଲୁଥିବାର ନଜର ଆସିଛନ୍ତି। ଅନ୍ୟ ଏକ ଫଟୋରେ ପର୍ବତ ଉପରେ ବସି ଧ୍ୟାନ କରୁଥିବା ମଧ୍ୟ ତାଙ୍କୁ ଦେଖାଯାଇଛି। ସେ ଏହାର କ୍ୟାପସନ ଦେଇଛନ୍ତି, ଉପର ଆକାଶ, ତଳେ ପୃଥିବୀ ଏବଂ ଭିତରେ ଶାନ୍ତି। କିଆରାଙ୍କ ଏହି ଫଟୋରେ ୧୫ ଲକ୍ଷରୁ ଅଧିକ ଲାଇକ ଆସିଛି। ଫିଲ୍ମ ଫଗଲି ସହିତ ବଲିଉଡରେ କ୍ୟାରିଅର୍‌ ଆରମ୍ଭ କରିଥିବା କିଆରା ‘ଲକ୍ଷ୍ମୀ ବମ’ ବ୍ୟତୀତ ଚଳିତ ବର୍ଷ ପରଦାରେ ‘ଇନ୍ଦୁ କି ଜବାନୀ’ ରିଲିଜ କରିବାକୁ ଯାଉଛି।
କିଆରା ଆଡଭାନି ଏବଂ ବଲିଉଡ ଅଭିନେତା ଅକ୍ଷୟ କୁମାରଙ୍କ କମେଡି ଫିଲ୍ମ ‘ଲକ୍ଷ୍ମୀ ବମ’ ନଭେମ୍ବର ୯ରେ ମୁକ୍ତିଲାଭ କରିବ। ଏହି ଚଳଚ୍ଚିତ୍ରଟି ତାମିଲ ହରର କମେଡି ‘ମୁନି ୨: କଞ୍ଚନା’ର ରିମେକ ଅଟେ। ଫିଲ୍ମ ‘ଲକ୍ଷ୍ମୀ ବମ’ ଓଟିଟି ପ୍ଲାଟଫର୍ମରେ ୧୨୫ କୋଟିରେ ବିକ୍ରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଲିଆଙ୍କ ଦୀପାବଳି ଲୁକ୍‌

ମୁମ୍ବାଇ: ଆଲୋକର ପର୍ବ ଦୀପାବଳି ଅବସରରେ ବଲିଉଡ୍‌ ଅଭିନେତ୍ରୀମାନେ କିଏ କ’ଣ କେମିତି ଡ୍ରେସ୍‌ ଗହଣା ପିନ୍ଧି ସୁନ୍ଦର ଦିଶିବେ ସେ ନେଇ ପ୍ରସ୍ତୁତି ଆରମ୍ଭ...

‘କ୍ରାଇମ ପେଟ୍ରୋଲ’ ଅଭିନେତ୍ରୀଙ୍କ ଆତ୍ମହତ୍ୟା

ଲୋକପ୍ରିୟ ଟିିଭି ଶୋ’ କ୍ରାଇମ ପେଟ୍ରୋଲ ଅଭିନେତ୍ରୀ ପ୍ରେକ୍ଷା ମେହେତା ଆତ୍ମହତ୍ୟା କରିଛନ୍ତି। ମଧ୍ୟପ୍ରଦେଶର ଇନ୍ଦୋରରେ ଥିବା ନିଜ ବାସଭବନରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ମଙ୍ଗଳବାର...

ଗାଁରେ ଘଷି ପାରିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ଭୋଜପୁରୀର ହଟ୍‌ କେକ୍‌ କୁହାଯାଉଥିବା ପ୍ରସିଦ୍ଧ ଅଭିନେତ୍ରୀ ଅଞ୍ଜନା ସିଂହ ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ରହିଥାନ୍ତି। ନିକଟରେ ସେ ଇନ୍‌ଷ୍ଟାଗ୍ରାମ୍‌ରେ ଏକ ଫଟୋ ଶେୟାର...

ପିଏମ୍‌ ମୋଦି ଦେଶବାସୀଙ୍କୁ ସମ୍ବୋଧନ ସମୟରେ କାର୍ତ୍ତିକ ଆର୍ୟନ ରଖିଲେ ଏଭଳି ପ୍ରତିକ୍ରିୟା: ସୋସିଆଲ ମିଡିଆରେ ହେଉଛି ଟ୍ରେଣ୍ଡ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ସମୟରେ ଦେଶବାସୀଙ୍କ ମନୋବଳ ବଢ଼ାଉବା ଏବଂ ଲକ୍‌ଡାଉନ୍‌ ଅବଧି ଲାଗି ନୂତନ ଘୋଷଣାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଦେଶବାସୀଙ୍କୁ ସମ୍ବୋଧିତ...

ଆଡଭାନ୍ସ ବୁକିଂରେ ‘ଯବାନ’ର ରେକର୍ଡ! କେଇ ମିନିଟ୍‌ରେ…

ବମ୍ବେ: ରିଲିଜ ଅପେକ୍ଷାରେ ରହିଛି ଶାହାରୁଖ ଖାନ୍‌ଙ୍କ ବହୁ ପ୍ରତିକ୍ଷିତ ଫିଲ୍ମ ‘ଯବାନ’। ଏହାର କିଛି ଝଲକ ଦେଖିବା ପରଠାରୁ ପ୍ରଶଂସକଙ୍କ ମଧ୍ୟରେ ଫିଲ୍ମକୁ ନେଇ...

କାହା ସହ ଟାଇମ୍‌ ପାସ୍‌ କରିବାକୁ ଚାହୁଁନାହିଁ, କହିଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁ ନିକଟରେ ରିଲିଜ ହୋଇଥିବା ଫିଲ୍ମ ‘ହସିନ ଦିଲ୍‌ରୁବା’ ପାଇଁ ଚର୍ଚ୍ଚାରେ ଅଛନ୍ତି। ତାପସୀ ଏବେ ତାଙ୍କ ବିବାହ ଏବଂ ଜୀବନସାଥୀ...

ଯାତ୍ରା ଜଗତର ଦୁଇ ମହାରଥୀ: ମଞ୍ଚର ନେପଥ୍ୟରେ ରହି କରନ୍ତି ସବୁକିଛି

ଯାତ୍ରା ଜଗତର ଦୁଇ ମହାରଥୀ। ଏମାନେ ମଞ୍ଚ ଉପରକୁ ଆସନ୍ତିନି। ମଞ୍ଚର ନେପଥ୍ୟରେ ରହି ସବୁକିଛି କରୁଥାନ୍ତି। ଏ ଦୁହେଁ ସବୁବେଳେ ଗୋଟିଏ କଥା ଚିନ୍ତା...

ଓଡ଼ିଆରେ ଦେଖିପାରିବେ ‘ଜେଙ୍ଗାବୁରୁ କର୍ସ’

ଭୁବନେଶ୍ୱର,୧୧।୮(ଶର୍ମିଷ୍ଠା ପାଣିଗ୍ରାହୀ) : ୱେବ୍‌ସିରିଜ୍‌ ‘ଜେଙ୍ଗାବୁରୁ କର୍ସ’ ବୁଧବାର ସୋନି ଲାଇଭ୍‌ରେ ପ୍ରସାରିତ ହୋଇଛି। ଏହା ଓଡ଼ିଶାରେ ଶୁଟିଂ ହୋଇଥିବାବେଳେ କାହାଣୀର ନିର୍ଦ୍ଦେଶକ ହେଉଛନ୍ତି ନୀଳମାଧବ...

Advertisement
Archives

Model This Week