ପ୍ରଶଂସକଙ୍କ ସହ ଅନ୍‌ଲାଇନ୍‌ରେ ଲୁଡୁ ଖେଳି ସମୟ ବିତାଉଛନ୍ତି ଏହି ଅଭିନେତ୍ରୀ

କରୋନା ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ରେ ବଲିଉଡ୍‌ କଳାକାରମାନେ ନିଜ ଘରେ ରହି ପରିବାର ସହ ସମୟ ବିତାଉଛନ୍ତି। ତେବେ ଏହି ଖାଲି ସମୟକୁ ଫିଲ୍ମ ‘କବୀର ସିଂହ’ରୁ ବଲିଉଡ୍‌ରେ ଡେବ୍ୟୁ କରିଥିଲେ ଅଭିନେତ୍ରୀ କିୟାରା ଆଡ୍‌ଭାନୀ ଏକ ଖାସ୍‌ ଅନ୍ଦାଜ୍‌ରେ ଉପଭୋଗ କରୁଛନ୍ତି। ଏହି ସମୟରେ ସେ ନିଜର ୩ ପ୍ରଶଂସକଙ୍କ ସହ ଲୁଡୁ ଖେଳି ସମୟ ବିତାଉଛନ୍ତି। କିୟାରା ଅନ୍‌ଲାଇନ୍‌ରେ ତାଙ୍କ ପ୍ରଶଂସକଙ୍କ ସହ ଏହି ଖେଳ ଖେଳୁଛନ୍ତି। ଅନ୍‌ଲାଇନ୍‌ରେ ପ୍ରଶଂସକଙ୍କ ସହ ଖେଳିବା ଏହା ହେଉଛି ପ୍ରଥମ। ତେବେ ଗେମ୍‌ ଖେଳିଥିବାରୁ କିୟାରାଙ୍କୁ ତାଙ୍କ ପ୍ରଶଂସକମାନେ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି। ନିଜେ କିୟାର ଇନ୍‌ଷ୍ଟାଗ୍ରାମ୍‌ରେ ଏହାର ଏକ ଫଟୋ ଶେୟାର କରି ସୂଚନା ଦେଇଛନ୍ତି।


All Right Reserved By Dharitri.Com

ପ୍ରସିଦ୍ଧ ଗୀତିକାର ଅନଓ୍ବର ସାଗରଙ୍କ ପରଲୋକ

ମୁମ୍ବାଇ,୪।୬: ବଲିଉଡ୍‌ର ପ୍ରସିଦ୍ଧ ଗୀତିକାର ଅନଓ୍ବର ସାଗରଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ୮୦ ଏବଂ ୯୦ ଦଶକରେ ସାଗରଙ୍କ ଅନେକ...

ଇଶାନ-ଜାହ୍ନବୀଙ୍କ ସମ୍ପର୍କକୁ ନେଇ କ’ଣ କହିଲେ ବାପା ବୋନି କପୁର

ମୁମ୍ବାଇ: ବି ଟାଉନରେ ଲଭ୍‌ବାର୍ଡ ଜାହ୍ନବୀ କପୁର ଓ ଇଶାନ ଖଟ୍ଟରଙ୍କ ସମ୍ପର୍କକୁ ନେଇ ସବୁବେଳେ ଚର୍ଚ୍ଚା ଲାଗିରହିଥାଏ। ଫିଲ୍ମ ‘ଧଡକ’ରୁ ଜାହ୍ନବୀ ବଲିଉଡ୍‌ରେ ଡେବ୍ୟୁ...

ବଲିଉଡ୍‌କୁ ଆଉ ଏକ ଝଟ୍‌କା: ପ୍ରାଣ ହରାଇଲେ ଫିଲ୍ମ ନିର୍ମାତା ହରିଶ ଶାହ

ବଲିଉଡ୍‌ ଇଣ୍ଡଷ୍ଟ୍ରି ପାଇଁ ୨୦୨୦ ଯେପରି ଅଶୁଭ ବର୍ଷ। ଜଣେ ପରେ ଜଣେ ବଲିଉଡ୍‌ କଳାକାର, ନିର୍ମାତା, ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟୁଛି। ବୁଧବାର ବଲିଉଡ୍‌କୁ ଆଉ...

ରୁର୍‌କୀରେ ଫିଲ୍ମ ‘ଆର୍ଟିକାଲ ୧୫’ ବ୍ୟାନ

ଡେରାଡୁନ: ଆୟୁଷ୍ମାନ ଖୁରାନାଙ୍କ ଫିଲ୍ମ ‘ଆର୍ଟିକାଲ ୧୫’ ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରୁଛି। ଗତ ୪ ଦିନ ମଧ୍ୟରେ ଭଲ ବ୍ୟବସାୟ କରିଥିଲେ ବି...

ଲଭ୍‌ ଟ୍ବିଷ୍ଟରେ ନବାଗତ ଯୋଡି ‘ଦେବ୍‌-ମନସ୍ମିତା’

ପ୍ରେମର ରାସ୍ତାରେ ଚାଲିବା ଏତେ ସହଜ ନୁହେଁ। ଏହି ରାସ୍ତା ଅନେକ ଜାଗାରେ କଣ୍ଟକିତ। ପ୍ରେମ କରିବା ସମୟରେ କେତେବେଳେ ମନରେ ଖୁସିର ମାହୋଲ ସୃଷ୍ଟି...

କ୍ୟାଟ୍ରିନାଙ୍କ ପୋଷ୍ଟରେ ଅର୍ଜୁନଙ୍କ ମଜାଦାର କମେଣ୍ଟ

ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ସୋସିଆଲ ମିଡିଆରେ ବେଶୀ ଆକ୍ଟିଭ୍‌ ରୁହନ୍ତିନି। କେତେବେଳେ କେମିତି ଫ୍ୟାନମାନଙ୍କ ପାଇଁ କିଛି ଫଟୋ ଶେୟାର କରନ୍ତି। ଏବେ କିଛି...

୨୫ ବର୍ଷ ପରେ ପରଦାକୁ ଫେରୁଛନ୍ତି ଏହି ପ୍ରସିଦ୍ଧ ଅଭିନେତା

ପ୍ରସିଦ୍ଧ ଅଭିନେତା ଅମୁଲ ପାଲେକର ଦୀର୍ଘ ୨୫ ବର୍ଷ ପରେ ପରଦାକୁ ଫେରୁଛନ୍ତି। ସେ ଥ୍ରୀଲିଙ୍ଗ ଡ୍ରାମା ହିନ୍ଦୀ ପ୍ଲେ ‘କୁସୁର’ରେ ନଜର ଆସିବେ। ‘କୁସୁର’ର...

ପୁଣିଥରେ ଅଭିନୟ ଦୁନିଆକୁ ଫେରିବେ ସୋନାଲି: ଗୋଲ୍‌ଡି

ମୁମ୍ବାଇ: ବଲିଉଡ୍‌ ନାୟିକା ସୋନାଲି ବେନ୍ଦ୍ରେ ୨୦୧୮ରେ କ୍ୟାନସରରେ ପୀଡିତ ହେବା ପରଠାରୁ ଆଉ ବଡ ପରଦାରେ ନଜର ଆସି ନାହାଁନ୍ତି। ତେବେ ସେ କ୍ୟାନସରର...

Coronavirus Update



Archives

Model This Week

Why Dharitri

Leave a comment

Your email address will not be published. Required fields are marked *