ପ୍ରେମିକଙ୍କ ସହ ମାଳଦ୍ୱୀପରେ ଛୁଟି କାଟୁଛନ୍ତି ଏହି ଅଭିନେତ୍ରୀ

ଅଭିନେତ୍ରୀ ହିନା ଖାନ ଆଜିକାଲି ଛୁଟିଦିନର ମଜା ନେଉଛନ୍ତି। ସେ ପୁଣି ଥରେ ମାଲଦ୍ୱୀପରେ ପହଞ୍ଚିଛନ୍ତି। ହିନା ଏକାକୀ ମାଳଦ୍ୱୀପକୁ ଯାଇ ନାହାନ୍ତି। ପ୍ରେମିକ ରକି ଜୟସୱାଲ ମଧ୍ୟ ତାଙ୍କ ସହ ଯାଇଛନ୍ତି। ଅଭିନେତ୍ରୀ ସୋସିଆଲ ମିଡିଆରେ ଅନେକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ତାଙ୍କୁ ମଜା କରୁଥିବା ଦେଖିବାକୁ ମିଳୁଛି ।
ହିନା ଛୁଟିଦିନକୁ ବହୁତ ଭଲ ପାଆନ୍ତି। ସେ ସୋସିଆଲ ମିଡିଆରେ ନିଜର ଫଟୋ ଶେୟାର କରି ପ୍ରଶଂସକଙ୍କୁ ଛୁଟି ବିଷୟରେ ଜଣାଇଛନ୍ତି। ଏହାପୂର୍ବରୁ ସେ କିଛି ରିଲ ଭିଡିଓ ଶେୟାର କରିଥିଲେ। ଯେଉଁଥିରେ ସେ ରାତିରେ ଏକ ରେଷ୍ଟୁରାଣ୍ଟରେ ରକିଙ୍କ ହାତ ଧରିଥିଲେ। ତାଙ୍କ ପାଇଁ ରକି କେତେ ସ୍ବତନ୍ତ୍ର ତାହା ତାଙ୍କ ପ୍ରଶଂସକମାନଙ୍କୁ ମଧ୍ୟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମିତାଙ୍କୁ ପ୍ରେମିକା ବଦଳରେ ଭଲ ବନ୍ଧୁ ବୋଲି କହିଲେ ରାକେଶ

ବମ୍ବେ: ପ୍ରେମିକା ବଦଳରେ ଅଭିନେତ୍ରୀ ସମିତା ସେଟ୍ଟୀଙ୍କୁ ଭଲ ବନ୍ଧୁ କହି ଚର୍ଚ୍ଚାରେ ଅଭିନେତା ରାକେଶ ବାପଟ। ବିଗ୍‌ବସ୍‌ରେ ପରସ୍ପରକୁ ଭେଟିଥିଲେ ଦୁହେଁ। ସେବେଠାରୁ ଉଭୟଙ୍କ...

ଆର୍‌ଡି ବର୍ମନଙ୍କୁ କାହିଁକି ଡାକୁଥିଲେ ପଞ୍ଚମ ଦା’, ଏହା ପଛରେ ରୋଚକ କାହାଣୀ

ବଲିଉଡ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ୭୦ ଦଶକକୁ ସୁବର୍ଣ୍ଣ ଯୁଗ ଭାବେ ବିବେଚନା କରାଯାଏ। ଏହି ଯୁଗରେ ସବୁକିଛି କମାଲ ଥିଲା। ଚଳଚ୍ଚିତ୍ର, ଅଭିନେତା ଏବଂ ଗୀତ...

ଦିନ ମଜୁରିଆଙ୍କୁ ସହାୟତା ଲାଗି ଆଗକୁ ଆସିଲେ ଦବଙ୍ଗ ଗର୍ଲ: ନିଲାମ କରିବେ ନିଜ ପେଣ୍ଟିଂ

ବମ୍ବେ: ମହାମାରୀ କରୋନା ଏବେ ବୈଶ୍ୱିକ ବିପତ୍ତି ଭାବେ ଉଭା ହୋଇଛି। ଏହାର ପ୍ରଭାବ ଭାରତ ଉପରେ ମଧ୍ୟ ପଡ଼ିଛି। ହେଲେ ଏଥିରେ ସବୁଠାରୁ ବେଶୀ...

ଫିଲ୍ମ ‘ପୁଷ୍ପା’କୁ ନେଇ ବଢୁଛି କ୍ରେଜ୍‌

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ଆଲ୍ଲୁ ଅର୍ଜୁନ-ରଶ୍ମିକା ମନ୍ଦାନାଙ୍କ ଅଭିନୀତ ଫିଲ୍ମ ‘ପୁଷ୍ପା’ଦେଖିବାକୁ ଦର୍ଶକଙ୍କ ମଧ୍ୟରେ କ୍ରେଜ୍‌ ବଢିଛି। ଏମାନଙ୍କ ଯୋଡିକୁ ଦର୍ଶକ ମଧ୍ୟ ବେଶ୍‌ ପ୍ରଶଂସା...

ଲକ୍‌ଡାଉନ୍‌ରେ ଗାଁରେ ଫସିଲେ ରତନ: ଚୁଲିରେ କରୁଛନ୍ତି ରୋଷେଇ

ଲକ୍‌ଡାଉନ୍‌ ପାଇଁ ଘରୁ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ିଛି। ଅନେକ ଲୋକ ଅଛନ୍ତି ଯୋଉଁମାନେ ନିଜ ଘରଠାରୁ ଦୂରେଇ ଅନ୍ୟ ସ୍ଥାନରେ ଫସି ରହିଛନ୍ତି। ଏମିତି...

ଡେବ୍ୟୁ ଫିଲ୍ମ ପରେ ଇଣ୍ଡଷ୍ଟ୍ରି ଛାଡିବାକୁ ଚାହୁଁଥିଲେ ‘ପୁଷ୍ପା’ ଅଭିନେତ୍ରୀ

ସାଉଥ ଇଣ୍ଡଷ୍ଟ୍ରିର ସୁପରହିଟ ଅଭିନେତ୍ରୀ ରଶ୍ମିକା ମନ୍ଦନା ଏବେ ଚର୍ଚ୍ଚାରେ ଅଛନ୍ତି। ସେ ଅନେକ ଫିଲ୍ମରେ ଅଭିନୟ କରିଥିଲେ, କିନ୍ତୁ ନିକଟରେ ରିଲିଜ୍‌ ହୋଇଥିବା ଫିଲ୍ମ...

ଆଲିଆଙ୍କ ସହ ଏମିତି ବନ୍ଧନ ଚାହୁଁଛନ୍ତି ଭାବି ଶାଶୁ

ଆଜିକାଲି ବଲିଉଡ୍‌ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ବିବାହକୁ ନେଇ ଚାରିଆଡେ ଚର୍ଚ୍ଚା। ଉଭୟ କେବେ ବିବାହ କରିବେ ତାହା ଦେଖିବାକୁ ପ୍ରଶଂସକ...

ସଙ୍ଗରୋଧରେ ରହିଲେ କରଣ ଜୋହର

ବଲିଉଡର ଜଣାଶୁଣା ନିର୍ମାତା ତଥା ନିର୍ଦ୍ଦେଶକ କରଣ ଜୋହରଙ୍କ ଘରେ କାମ କରୁଥିବା ଦୁଇ ଜଣ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଏହି ଖବର ଜଣାପଡିବା...

Advertisement
Archives

Model This Week