ବିରାଟ କୋହଲିଙ୍କୁ ମନେ ମନେ ବହୁତ ଭଲ ପାଉଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ପ୍ରସିଦ୍ଧ ଭାରତୀୟ କ୍ରିକେଟର ତଥା ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ସ୍ବାମୀ ବିରାଟ କୋହଲିଙ୍କର ସାରା ବିଶ୍ୱରେ ଅନେକ ପ୍ରଶଂସକ ରହିଛନ୍ତି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ପ୍ରାୟ ସମସ୍ତେ ବିରାଟ କୋହଲିଙ୍କୁ ବହୁତ ପସନ୍ଦ କରନ୍ତି। ବର୍ତ୍ତମାନ ଏହି ତାଲିକାରେ ଆଉ ଜଣେ ବଲିଉଡ୍‌ ଅଭିନେତ୍ରୀଙ୍କ ନାମ ଯୋଡ଼ି ହୋଇଛି। ଏହି ଅଭିନେତ୍ରୀଙ୍କ ନାମ ମୃଣାଳ। ସେ ବଲିଉଡ୍‌ ଫିଲ୍ମ ‘ସୁପର -୩୦’, ‘ବଟଲା ହାଉସ’ ଏବଂ ‘ତୁଫାନ’ରେ କାମ କରିଛନ୍ତି।

ଏକ ସାକ୍ଷାତକାରେ ମୃଣାଳ ତାଙ୍କ କ୍ୟାରିୟର ଏବଂ ବ୍ୟକ୍ତିଗତ ଜୀବନ ବିଷୟରେ ଅନେକ କଥା ହୋଇଥିଲେ। ମୃଣାଳ କହିଛନ୍ତି, ସେ ପିଲାଦିନରୁ ଖେଳିବାକୁ ଭଲ ପାଆନ୍ତି। ସେ ବିଦ୍ୟାଳୟରେ କ୍ରୀଡ଼ା ସହିତ ଜଡ଼ିତ ଥିଲେ। କେବଳ ଏତିକି ନୁହେଁ, ସେ କୋହଲିଙ୍କୁ ବହୁତ ଭଲ ପାଉଥିଲେ ଏବଂ ତାଙ୍କୁ ପାଗଳ ଭାବରେ ପ୍ରେମ କରୁଥିଲେ ବୋଲି କହିଛନ୍ତି।

ସେ କହିଛନ୍ତି, ‘ମୁଁ କ୍ରୀଡ଼ାକୁ ବହୁତ ଭଲ ପାଏ। ମୁଁ ସ୍କୁଲରେ ପଢ଼ିବା ସମୟରେ ବାସ୍କେଟ ବଲ୍‌ ଖେଳୁଥିଲି ଏବଂ କିଛି ଆଞ୍ଚଳିକ ମ୍ୟାଚର ଏକ ଅଂଶ ମଧ୍ୟ ଥିଲି। ପରେ ମୁଁ ଫୁଟବଲ ଖେଳିବା ଆରମ୍ଭ କଲି। ଯେତେବେଳେ କ୍ରୀଡ଼ା କଥା ଆସେ, ମୁଁ ସର୍ବଦା ପ୍ରସ୍ତୁତ ଥାଏ। ମୋ ଭାଇଙ୍କ ଯୋଗୁ ମୁଁ କ୍ରିକେଟକୁ ପସନ୍ଦ କରିବାରେ ଲାଗିଲି। ମୋ ଭାଇ କ୍ରିକେଟର ଜଣେ ବଡ଼ ପ୍ରଶଂସକ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri